ବରଗଡ଼

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ ରଖିଥିଲା। ଗୁରୁବାର ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି ମାଡ଼ରେ ଜଣେ ଆହତ ହୋଇଥିବା ବେଳେ ପ୍ରତି ଆକ୍ରମଣରେ ଅଭିଯୁକ୍ତ ମଧ୍ୟ ଆହତ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଥିଲା। ତେବେ ସେଠାରେ ଶାନ୍ତି ଫେରି ବସିଥିବାବେଳେ ବର୍ତ୍ତମାନ ଜିଲାର…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର ଦିନ ଭଟଲି ବଜାର ପଡ଼ାରେ ଏକ ଅତର୍କିତ ଚଢ଼ାଉ କରି ଜଣେ ମହିଳାଙ୍କୁ…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକ ବରଗଡ଼ ଜିଲା ଉଦ୍‌ଘାଟନ କରିଥିଲେ। ବୁଧବାରରୁ ଜିଲା ୩୪ବର୍ଷରେ ପଦାର୍ପଣ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା ମାଙ୍କୁ ଶୀତଳଧାରା ଅର୍ପଣ କରାଯାଉଛି। ସକାଳ ୭ଟା ୨୨ମିନିଟରୁ ଚଣ୍ଡୀହୋମ ଆରମ୍ଭ ହୋଇଥିବାବେଳେ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି ।…

ଗାନ୍ଧିଛକରେ ଉଡୁଛି ଛିଣ୍ଡା ତ୍ରିରଙ୍ଗା: ନୂଆ ଲଗାଇବାକୁ ଦାବି, ଦେଖନ୍ତୁ Video

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଝଡବତାସରେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି ଅଂଶ ଛିଣ୍ଡି ଯାଇଛି। ରବିବାରରୁ ତ୍ରିରଙ୍ଗା ଏଭଳି ଛିଣ୍ଡି ଥିଲେ ସୁଦ୍ଧା ତାକୁ…

ରାଜ୍ୟ ସଭାରେ ମୋଦି ସରକାରଙ୍କୁ ଘେରିଲେ ଓଡ଼ିଶା ଏମ୍‌ପି: କେନ୍ଦ୍ରୀକରଣ ବଢ଼ିଲେ ସମନ୍ବୟ ନୁହେଁ, ବଢ଼ିବ ସଂଘର୍ଷ

ପଦ୍ମପୁର, ୩୧।୩(ପ୍ରଦୀପ୍ତ ଦାଶ): ରାଜ୍ୟ ସଭା ଏମ୍‌ପି ନିରଞ୍ଜନ ବିଶି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍‌ରେ ବିଭିନ୍ନ ପ୍ରସଙ୍ଗରେ କଡ଼ା ଆପତ୍ତି ଉଠାଇଛନ୍ତି। ସେ କହିଛନ୍ତି ଯେ, ବିଧେୟକଟି କେନ୍ଦ୍ରୀୟ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର ଅପରାହ୍ନରେ ବାଡ଼ିପଛ ଗୋବରୀ ନଦୀକୁ ଶୌଚ ହେବାକୁ ଯାଇ ନିଖୋଜ ହୋଇଯାଇଥିଲେ। ତାଙ୍କୁ…

ସରକାରୀ ବସ୍‌ଷ୍ଟାଣ୍ଡ୍‌, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା ଦୋକାନ, ଘର ହରାଇବାକୁ ପଡୁଛି। ଅନ୍ୟପଟେ ସହରରେ ଏଭଳି ସମସ୍ୟା ରହିଛି, ଯେଉଁଠି…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗରେ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବ କାର୍ଯ୍ୟରତ ଉପଜିଲାପାଳ ସ୍ନେହା ଅରଗୁଲାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?