ପୋଲିସ-ଚାଷୀନେତା ମୁହାଁମୁହିଁ: ଚାଷୀ ଗଲେ କଲେକ୍ଟୋରେଟ୍ ଗେଟ୍ ପଡୁଛି
ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବର୍ଷା ସହିତ ଖରିଫ ଚାଷ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ଚାଷୀଙ୍କ ରବିଧାନ ବିକ୍ରି ହୋଇପାରି ନାହିଁ। ଅନ୍ୟପଟେ ଖଳାଠାରୁ ଆରମ୍ଭ କରି ଖୋଲାମଣ୍ଡିରେ ପଡ଼ିଥିବା ଚାଷୀଙ୍କ ଧାନ ବର୍ଷାରେ ଭିଜି ନଷ୍ଟ ହୋଇ ବସିଛି। ଏଭଳି…
ବର୍ଷାରେ ଭିଜୁଛି ଧାନ, କାନ୍ଦୁଛି ଭାତହାଣ୍ଡିର ଚାଷୀ
ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ସାରାରାଜ୍ୟରେ ବରଗଡ଼ ଜିଲାରୁ ଅଧିକ ଧାନ ଉପତ୍ାଦନ ହୁଏ। ଏହି ଜିଲାରୁ ରାଜ୍ୟ ତଥା ରାଜ୍ୟ ବାହାରକୁ ସର୍ବାଧିକ ଚାଉଳ ମଧ୍ୟ ଯାଇଥାଏ। ଏହି ଦୃଷ୍ଟିରୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଭାତହାଣ୍ଡିର ଚାଷୀ ଆଜି କାନ୍ଦୁଛି।…
ବରଗଡ଼ରେ ହେବ ହଳଧର ନାଗ ଜାତୀୟ ସେମିନାର
ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସମ୍ବଲପୁରୀ-କୋଶଲି ଭାଷାର ପ୍ରଥିତଯଶା ଲୋକକବି ପଦ୍ମଶ୍ରୀ ପ୍ରାପ୍ତ ହଳଧର ନାଗ ଓ ତାଙ୍କ ସାହିତ୍ୟ ସଂକ୍ରାନ୍ତରେ ଦ୍ୱିଦିବସୀୟ ଜାତୀୟ ସେମିନାର ଅନୁଷ୍ଠିତ ହେବ। ଏ ନେଇ ରବିବାର ସାହିତ୍ୟ ଅନୁଷ୍ଠାନ ଅଭିମନ୍ୟୁ ସାହିତ୍ୟ ସଂସଦ, ଘେଁସ ଓ କ୍ରିଷ୍ଣା…
ଭିତ୍ତିଭୂମି ଅଭାବ, ମଣ୍ଡିରେ ଧାନ ଗଜା
ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସବୁଠାରୁ ଅଧିକ ଧାନ ଉପତ୍ାଦନ ଯୋଗୁଁ ଜିଲାର ଏଭଳି ପରିଚୟ ରହିଛି। ମାତ୍ର ଏଠାରେ ଧାନବିକ୍ରି ସମସ୍ୟା ଅସମାହିତ ରହିଛି। ଅନ୍ୟବର୍ଷ ଅପେକ୍ଷା ଏଥର ଜିଲାର ଚାଷୀମାନେ ଧାନବିକ୍ରିରେ ଅଧିକ ହଟହଟାର…
ଭାଲୁଟାଲରେ ବ୍ୟାପିଲା ଝାଡ଼ାବାନ୍ତି: ୨୨ ଅସୁସ୍ଥ ୩ ଜଣଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି
ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଭୈନାତୋରା ପଞ୍ଚାୟତ ଅନ୍ତର୍ଗତ ଭାଲୁଟାଲ ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଏପର୍ଯ୍ୟନ୍ତ ଏଥିରେ ଗ୍ରାମର ୨୨ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେହିପରି…
ଗଜାଧାନ ଧରି ବିକ୍ଷୋଭ କଲେ ଚାଷୀ
ବରଗଡ଼,୨୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଦିନକ ପରେ ୫ସପ୍ତାହ ପୂରିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନକିଣା ସମସ୍ୟା ଅସମାହିତ ରହିଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ତାହା ବିକ୍ରି ହୋଇପାରୁ ନାହିଁ…
ଧାନକିଣାରେ ଅଚଳାବସ୍ଥା: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ
ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରି ନାହିଁ। ଅଥଚ ଏବେଠାରୁ ଧାନ କିଣାବିକାରେ ଅଚଳାବସ୍ଥା ସ୍ଥିତି ଉପୁଜିଛି। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ବିକ୍ରି ଅପେକ୍ଷାରେ ପଡ଼ି ରହିଛି। ଅନୁରୂପଭାବେ ବିକ୍ରି ପାଇଁ ଅନେକ…
ଧାନ କିଣାବିକା ଜାଲିଆତି:ଅଣଚାଷୀଙ୍କୁ ଦିଆଯାଇଛି ଧାନବିକ୍ରି ଟୋକନ
ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନବିକ୍ରି ନେଇ ଜିଲାର ଚାଷୀମାନେ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଛନ୍ତି। ମଣ୍ଡିରେ ଧାନ ଉଠାଯାଉ ନ ଥିବାବେଳେ କେଉଁ ଚାଷୀଙ୍କ ଟୋକନ ଅବଧି ସରିଯାଉଛି ତ…
ବିଜେଡିର ଅନେକ ତୁଙ୍ଗ ନେତା ଭାଜପାରେ ସାମିଲ: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କଲେ ସ୍ବାଗତ
ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ଭାରତୀୟ ଜନତା ପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀ ସ୍ଥରିୟ ମିଶ୍ରଣ ପର୍ବ ପଦ୍ମପୁର ଅଶୋକ ପଡିଆଠାରେ ଅନୁଷ୍ଠିତ ହୋଇଥିଲା। ବରଗଡ଼ ଜିଲା ଉପସଭାପତି ସରୋଜ ସାମଲଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ…
ବରଗଡ଼ରେ ଧାନ କିଣାବିକା ସମସ୍ୟା ଅସମାହିତ: ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲା ସଂଯୁକ୍ତ କୃଷକ ସଂଗଠନ
ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ) -ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି । ଏ଼ହାସତ୍ତ୍ବେ ଜିଲାରେ ଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ବିକ୍ରି ପାଇଁ ଚାଷୀମାନେ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ଅନେକ ଚାଷୀଙ୍କ ଧାନକୁ କ୍ରୟ…
ଧାନକିଣା ଅବ୍ୟବସ୍ଥା ଅଭିଯୋଗ ଆଣିଥିଲେ ଚାଷୀ
ବରଗଡ଼,୧୬।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହରେ ଦେଖାଯାଇଥିବା ଅବ୍ୟବସ୍ଥା ନେଇ ଅସନ୍ତୋଷ ଲାଗି ରହିଛି। ବିକ୍ରି ପାଇଁ ଚାଷୀମାନେ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ଅନେକ ମଣ୍ଡିରେ ବିଭିନ୍ନ ଆଳ ଦେଖାଇ ତାକୁ କ୍ରୟ କରାଯାଉ ନ ଥିବା…
ବିଧାୟକଙ୍କୁ ୬ ଦଫା ଦାବିପତ୍ର: ଅଣଦେଖା କଲେ ଜୁଲାଇ ୮ରୁ ଷ୍ଟିଅରିଂ ଛାଡ଼
ଅତାବିରା/ଗୋଡ଼ଭଗା, ୧୬/୬(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ):ଓଡ଼ିଶା ଡ୍ରାଇଭର ମହାସଂଘର ବରଗଡ଼ ଜିଲା ଅତାବିରା ବିଧାନସଭା ଅଧୀନ ଅତାବିରା ଓ ଭେଡେନ ବ୍ଲକ ଶାଖା ପକ୍ଷରୁ ୬ ଦଫା ଦାବି ନେଇ ଗୋଡ଼ଭାଗା ସମଲେଇ ମନ୍ଦିର ସଭା କକ୍ଷରେ ଅତାବିରା ବିଧାୟକଙ୍କୁ ଏକ ସ୍ମାରକ…
Archives


