ବରଗଡ଼

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି। ଏ ନେଇ ସେ ରେଳମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ବରଗଡ଼…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା ଅଞ୍ଚଳରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭୁଜାଲି ମାଡ଼ ହୋଇଛି। ଏହି ଆକ୍ରମଣରେ ୩…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭାରତର ଅନ୍ୟାନ୍ୟ ମେଳାମାନଙ୍କ ମଧ୍ୟରୁ ବୈଶାଖ ମେଳା…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ ପ୍ରଭାବିତ ହେଉଛନ୍ତି ସହରର ଗରିବ ଖଟିଖିଆ ଲୋକେ । ଉଚ୍ଛେଦ ପରେ ସେମାନଙ୍କ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ,…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି ପାଇଁ ପଞ୍ଜୀକୃତ ହୋଇ ପାରି ନାହାନ୍ତି । ଏହାକୁ ନେଇ ଜିଲାରେ ଚାଷୀ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ, ଦୀପ,…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ ଖରିଫ୍‌ରେ ଅମଳ ହୋଇଥିବା ଧାନ ବିକ୍ରି ପାଇଁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ ଦର୍ଶନ ଦେଉଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ ଅବକାରୀ ବିଭାଗ ନିକଟରେ ଥିବା ବ୍ରିଜ ପାଖରେ ଏକ ବୋଲେରୋ ଗାଡି ଧକ୍କା…

ବାସନ୍ତୀକ ନବରାତ୍ର ପୂଜା : ଚନ୍ଦ୍ରଘଣ୍ଟା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୧।୩, (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଅନୁଷ୍ଠିତ ହୋଇଛି। ତୃତୀୟ ଦିବସ ଶନିବାରରେ ଦେବୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ଧାନ କ୍ରୟକେନ୍ଦ୍ର ଉପରେ ନିର୍ଭରଶୀଳ ଗ୍ରାମର ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?