ଉଚ୍ଛେଦ ଆଗରୁ ଥଇଥାନ କର: ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ
ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ରାସ୍ତା ପ୍ରଶସ୍ତୀକରଣ, ଡ୍ରେନ୍ ନିର୍ମାଣ ଏବଂ ଅନ୍ୟ ବିକାଶମୂଳକ ପ୍ରକଳ୍ପକୁ ଆଖି ଆଗରେ ରଖି ଏଭଳି ଉଚ୍ଛେଦ ଚାଲିଥିବା ପ୍ରଶାସନ ପକ୍ଷରୁ କୁହାଯାଉଛି। ଅନ୍ୟପଟେ ଉଚ୍ଛେଦରେ ପ୍ରଭାବିତ ହେଉଥିବା ଲୋକଙ୍କୁ…
ମା’ ସମଲେଶ୍ବରୀଙ୍କ ବ୍ରହ୍ମଚାରିଣୀ ବେଶ: ସକାଳୁ ସକାଳୁ ଭକ୍ତଙ୍କ ସମାଗମ
ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି ହୋଇଛି। ଦ୍ବିତୀୟ ଦିବସ ଶୁକ୍ରବାରରେ ଦେବୀ ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ,…
ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…
ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ହାତ ବାନ୍ଧି ବସିଛନ୍ତି ବୋଲି କଟାପାଲି ଏବଂ ବରଗାଁ ଗ୍ରାମର ଲୋକେ…
ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍ପି
ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ ଯାତ୍ରୀଙ୍କ ସୁବିଧାକୁ ନେଇ ସେ ଗୃହରେ କେତେକ ଗୁରୁତ୍ୱପୂର୍ଣ୍ଣ ଦାବି ରଖିଛନ୍ତି। ବରଗଡ଼…
ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ
ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ ଅଖଣ୍ଡ ଦୀପ ପ୍ରଜ୍ବଳନ କରିଥିଲେ। ଗୁରୁବାର ମା’…
ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା
ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଖରିଫ ଧାନ ବିକ୍ରି କରି ପାରି ନ ଥିବାରୁ ରବିଧାନ ବିକ୍ରି…
ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି
ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ ହୋଇଛି। ଗୁରୁବାର ଅତି ନିଷ୍ଠା ଓ ପାରମ୍ପରିକ ରୀତିନୀତି ଅନୁଯାୟୀ ମା’ଙ୍କ ପୀଠରେ…
ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…
ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ରାଜ୍ୟ ବାହାରକୁ ନେଇଯାଇଥିବା ଜଣାପଡ଼ିଛି।…
ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….
ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ । ନିଶା ମଣିଷ ସମାଜର ପରମ ଶତ୍ରୁ । ନିଶା ନିବାରଣ ସାମ୍ପ୍ରତିକ ସମାଜ…
ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….
ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ ଦେଖିବାକୁ ମିଳିଛି । ଅନ୍ୟପଟେ ଏହାକୁ ନେଇ ତତ୍ପରତା ଦେଖାଇଛି ଖାଦ୍ୟ ଯୋଗାଣ…
ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ
ବରଗଡ଼/ଗାଇସିଲେଟ୍,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍ ଧାନବିକ୍ରି ପାଇଁ ପଞ୍ଜୀକୃତ ହୋଇ ପାରି ନାହାନ୍ତି। ଆବଶ୍ୟକ କାଗଜାତ୍ ସହିତ ଆବେଦନ ସତ୍ତ୍ୱେ ପଞ୍ଜୀକୃତରୁ…
ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି
ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା ଚାଷୀ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ସମସ୍ୟା ସମାଧାନ ଦାବିରେ ଜିଲାପାଳ…
Archives


