ବରଗଡ଼

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତାଠାରୁ ଆରମ୍ଭ କରି ଭଟଲି ଛକ, ବାନ୍ଦୁଟିକ୍ରା(ଭିଏସ୍‌ଏସ୍‌ ନଗର) ଛକ, ଗାନ୍ଧୀଛକ, ଘରୋଇ…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ଓ ନର୍ଦ୍ଦମା ପାଣି ଦୀର୍ଘଦିନ ହେଲା…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି । ସତ୍ୟଭୂଷଣ ସାହୁ ୧୯୮୦,…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲାରେ ଧାନବିକ୍ରି ପଞ୍ଜୀକରଣ ପାଇଁ ବହୁବିଧ ସମସ୍ୟା ଅସମାହିତ ହୋଇ ରହି ଯାଇଛି।…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ ଅନୁଷ୍ଠିତ ହୋଇଯାଇଛି ।…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ ମଙ୍ଗଳବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY) ଘରର ୩ୟ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି, ସେଇଠି ବର୍ଷାଜଳ ନିଷ୍କାସନ ପାଇଁ ନାଳରେ ବାଟ ନାହିଁ। ମଇଳା, ଆବର୍ଜନା ତାହା…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା ନ ଗଲେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ କରାଯିବ ବୋଲି ଚାଷୀ…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ ସାର ମହଜୁଦ ରହିଥିବା କହୁଛି। ଅନ୍ୟପଟେ ସାର ପାଇଁ ଚାଷୀଙ୍କୁ ନାହିଁ ନ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ଅମ୍ବାଭୋନା ଥାନା ଚିଚୋଲି…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ରାୟଗଡ଼ା ଜିଲା କାଶିପୁର ଥାନା ଅଞ୍ଚଳର ପବିତ୍ର ନାଏକ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ ଚଳିତ ବର୍ଷ ଧାନ ବିକ୍ରୟ କାର୍ଡ ପାଇଁ ପଞ୍ଜୀକରଣ ହେଉଛି। ଚଳିତବର୍ଷ ସ୍ବାଭାବିକଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?