ବରଗଡ଼

ସିଭିଲ କୋର୍ଟକୁ ପୁଣି ବୋମା ଧମକ, ଇ-ମେଲ୍‌ରେ ଲେଖାଅଛି…

ବରଗଡ଼,୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିଭିଲ କୋର୍ଟକୁ ସୋମବାର ପୁଣି ଇ-ମେଲରେ ବୋମା ଧମକ ଅସିଛି। ଦିନ ୧ଟାରେ ବୋମା ବିସ୍ଫୋରଣ ହେବ ବୋଲି ଧମକ ରହିଛି। ଏହା ଜଣାପଡ଼ିବା ପରେ ବିଭାଗୀୟ ବିଚାରପତି, କର୍ମଚାରୀ ଏବଂ ଓକିଲମାନେ କୋର୍ଟ ବାହାରକୁ ଆସିଥିବାବେଳେ…

ସକାଳୁ ସକାଳୁ ଅଘଟଣ: ଚାଷୀଙ୍କୁ ଦଳି ଦେଲା ହାତୀ

ବରଗଡ଼/ଅତାବିରା,(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଅନ୍ଧାରିପାଲି ଅଞ୍ଚଳରେ ସୋମବାର ଭୋର୍‌ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। କ୍ଷେତକୁ ଯାଇଥିବାବେଳେ ଉକ୍ତ ଗ୍ରାମର ଜଣେ ଚାଷୀ ବେଣୁ ଛୁରିଆଙ୍କୁ ଗୋଠଛଡା ଏକ ହାତୀ ଦଳି…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଶିଶୁଙ୍କ ସହ ଚାଲିଗଲା ୪ଜଣଙ୍କ ଜୀବନ

ଭେଡେନ,୮।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଗୋଡଭଗାରୁ ସୋନପୁର ରାସ୍ତାର ଭେଡେନ ଥାନା ରୁଷୁଡା ଫାଣ୍ଡି ଅନ୍ତର୍ଗତ ମେହେନା ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋନପୁର ପଟୁ ଗୋଡଭଗା ଆସୁଥିବା ଏକ ବୋଲେରୋ ଏବଂ ବିପରୀତ…

ଅନ୍ତର୍ଜାତୀୟ ମହିଳା ଦିବସ, ସୁସ୍ଥ ସମାଜ ଗଠନରେ ମହିଳାମାନଙ୍କ ଭୂମିକା ଅନନ୍ୟ

ବରଗଡ଼,୮।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ବରଗଡ଼ ନେହେରୁ ଏସୋସିଏସନ ମହିଳା ସମିତି ପକ୍ଷରୁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମିତିର ସଭାପତି ସୁଷମା ଭୋଇ ସ୍ୱାଗତ ଭାଷଣ ଦେଇ ସମାଜରେ ମହିଳାଙ୍କ…

ଭାରତୀୟ ବାଇସନ ମହୋତ୍ସବ: ଡେବ୍ରିଗଡ଼ରେ ହେବ ଭାରତର ପ୍ରଥମ ଜାତୀୟ ଗୟଳ ପାର୍କ

ବରଗଡ,୮।୩(ପ୍ରେମାନନ୍ଦ ଖମାରୀ): ଡେବ୍ରିଗଡ଼ ଅଭୟାରଣ୍ୟ ଆସନ୍ତା କିଛିଦିନ ମଧ୍ୟରେ ଭାରତ ବର୍ଷର ପ୍ରଥମ ଜାତୀୟ ଗୟଳ ପାର୍କଭାବେ ଅଭିହିତ ହେବ । ରବିବାର ଭାରତୀୟ ବାଇସନ (ଗୟଳ) ମହୋତ୍ସବ ଉଦଘାଟନୀ ଉତ୍ସବରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ବନଖଣ୍ଡ ଅଧିକାରୀ ଅଂଶୁପ୍ରଜ୍ଞା ଦାସ…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି ଆକ୍ରମଣରେ ଲୋକେ ଗୁରୁତର ହେଉଛନ୍ତି। ବିଭିନ୍ନ ସମୟରେ ଆକ୍ରମଣ ଯୋଗୁ ଲୋକଙ୍କ ଜୀବନ…

ବିଜୁବାବୁଙ୍କୁ ଭାରତରତ୍ନ ମିଳିବା ନେଇ ଦାବି ଉଠାଇଲା ବିଜେଡି

ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକ ୧୧୦ତମ ଜୟନ୍ତୀ ବିଜୁ ଜନତା ଦଳ ବରଗଡ଼ ଜିଲା ତରଫରୁ ଗୁରୁବାର ପାଳିତ ହୋଇଯାଇଛି। ପୂର୍ବତନ ବିଧାୟକ ତଥା ରାଜ୍ୟ ବରିଷ୍ଠ ସାଧାରଣ ସମ୍ପାଦକ ଦେବେଶ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବିଜେଡି କର୍ମୀ…

ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ,୫।୩(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ସାଢେ ୩ମାସ ବିତିଯିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି। ଗୋଟିଏ ପଟେ ରବି ଚାଷକାର୍ଯ୍ୟ ଆଗେଇ ଚାଲିଥିବାବେଳେ ଅନ୍ୟପଟେ ଖରିଫରେ ଅମଳ ଧାନ…

୭୦ ପ୍ୟାକେଟ୍‌ ବ୍ରାଉନସୁଗାର ଜବତ: ଶୁଭମଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୪।୩(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ଏକ ସଫଳତା l ବୁଧବାର ସକାଳେ ପାଟ୍ରୋଲିଂ ସମୟରେ ଏକ ସ୍କୁଟିକୁ ଯାଞ୍ଚ ସମୟରେ ବ୍ରାଉନସୁଗାର ଜବତ କରାଯାଇ ଜଣଙ୍କୁ ଗିରଫ କରାଯାଇଛି l ଗିରଫ ବ୍ୟକ୍ତି ଜଣକ ହେଲେ…

୧୫ ମାଓବାଦୀଙ୍କ ଆତ୍ମସମର୍ପଣ : ୯ ମହିଳା, ୬ ପୁରୁଷ

ନୂଆପଡା/ବରଗଡ଼,୨।୩ (ମକାରୁ ବେମାଲ/ପ୍ରେମାନନ୍ଦ ଖମାରୀ): ଭାରତକୁ ମାଓବାଦୀମୁକ୍ତ କରିବା ପାଇଁ କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ଡେଡ୍‌ ଲାଇନ୍‌ ମାର୍ଚ୍ଚ ୩୧ ପାଖେଇ ଆସୁଥିବାବେଳେ ଛତିଶଗଡ଼ ପୋଲିସକୁ ରବିବାର ବଡ଼ ସଫଳତା ମିଳିଛି। ବରଗଡ଼, ବଲାଙ୍ଗୀର ଓ ଛତିଶଗଡ଼ର ମହାସମୁନ୍ଦ ଡିଭିଜନାଲ…

ବରଗଡ଼ରେ ହଇଚଇ: ସିଭିଲ କୋର୍ଟକୁ ପୁଣି ବୋମା ଧମକ

ବରଗଡ,୨।୩(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ସୋମବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି। ଏହା ଜଣାପଡିବା ବିଭାଗୀୟ ବିଚାରପତି, କର୍ମଚାରୀ ଏବଂ ଓକିଲମାନେ କୋର୍ଟ ବାହାରକୁ ଆସିଥିବାବେଳେ…

ହଜିନି ଶାକରପଟି ଭୋଗ ପରମ୍ପରା: ଜାଣନ୍ତୁ ଏହା କ’ଣ

ବରଗଡ଼,୨ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଐତିହ୍ୟ ସଂସ୍କୃତି ଓ ପରମ୍ପରା ଅନନ୍ୟ। ତେବେ ଏହି ପର୍ବ ଯେତିକି ପାଖେଇ ଆସୁଛି, ଲୋକଙ୍କ ମଧ୍ୟରେ ସେଭଳି ଉତ୍କଣ୍ଠା ବଢି ଚାଲିଛି। ଗାଁଠୁ ସହର ଚଳଚଞ୍ଚଳ ହୋଇପଡ଼ିଛି। ଏହି ପର୍ବରେ ପ୍ରତ୍ୟେକ ଘରେ ଓ ଦେବାଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?