ବରଗଡ଼

ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି: ତଳିଆ କର୍ମଚାରୀ ବହିଷ୍କୃତ, ଖସିଗଲେ ବଡ଼ବଡ଼ିଆ

ବରଗଡ଼,୨୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରିକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ବିକ୍ରି ପାଇଁ ମଣ୍ଡିକୁ ଆସିଥିବା ଧାନ ମାସମାସ ଧରି ମଣ୍ଡିରେ ପଡ଼ି ରହିଛି। ଅଥଚ ମଣ୍ଡିକୁ ନ ଆସି ବେପାରୀ(ମଧ୍ୟସ୍ଥ)ଙ୍କ ଜରିଆରେ ସିଧାସଳଖ ଯାଉଥିବା ଧାନ…

ଧରିତ୍ରୀ ପ୍ରଭାବ : ୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା, ୨ କର୍ମଚାରୀ ନିଲମ୍ବିତ

ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ପଲ୍ସ ଏଣ୍ଟ୍ରି ନୂଆ ନୁହେଁ, ଏଭଳି ଫଲ୍ସ ଏଣ୍ଟ୍ରିର ପ୍ରମାଣ ଗତ ମଙ୍ଗଳବାର ଧରିତ୍ରୀକୁ ମିଳିଥିଲା । ବୁଧବାର ଧରିତ୍ରୀରେ ସଚିତ୍ର(ଯୋଗାଣ ବିଭାଗ ପକ୍ଷରୁ ଇସ୍ୟୁ ହୋଇଥିବା ଟ୍ରାନଜିଟ୍‌ ପାସ୍‌ କମ୍‌ ଏକସେପଟେନ୍ସ…

ପ୍ରଦୂଷଣ ନିୟନ୍ତ୍ରଣ ନିୟମକୁ ମିଲର୍ସଙ୍କ ବେଖାତିର: ସପ୍ତାହକରେ ୬ମିଲର୍ସଙ୍କୁ ନୋଟିସ୍‌

ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ):ପରିବେଶ ପ୍ରଦୂଷଣ ବଢ଼ି ଚାଲିଛି। ସ୍ବାସ୍ଥ୍ୟହାନିର ଏହା ପ୍ରମୁଖ କାରଣ ସାଜିଛି। ଏହାକୁ ରାଜ୍ୟ ସରକାର ମଧ୍ୟ ଗୁରୁତ୍ୱର ସହିତ ନେଇଛନ୍ତି। ଏଥିପାଇଁ ସରକାର ନିୟମ କଡ଼ାକଡ଼ି କରିଛନ୍ତି। କ୍ରମବର୍ଦ୍ଧିଷ୍ଣୁ ପରିବେଶ ପ୍ରଦୂଷଣ ରୋକିବା ପାଇଁ ବାଇକ୍‌ଠାରୁ ଆରମ୍ଭ କରି…

୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା: ତଦନ୍ତ ସରିଲା, ଖସିଯିବେ ବଡ଼ବଡ଼ିଆ

ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି ନୂଆଁ କଥା ନୁହେଁ। ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଏହା ଚାଲି ଆସୁଥିବା ଅଭିଯୋଗ ହୋଇଛି। କିନ୍ତୁ ପ୍ରଶାସନ ଏହାକୁ ସବୁବେଳେ ହାଲୁକାଭାବେ ନେଉଥିଲା। ଏଭଳି ଫଲ୍ସ ଏଣ୍ଟ୍ରିର ପ୍ରମାଣ…

ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ

ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ ଦିନ ଗଣୁଛନ୍ତି। ଉପଖଣ୍ଡ ଯୋଗାଣ ଅଧିକାରୀ ସନ୍ତୋଷ କୁମାର ପଧାନଙ୍କ କହିବା ଅନୁଯାୟୀ,…

ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ

ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ ପ୍ରଭାବିତ ହେଉଛନ୍ତି। ଉଚ୍ଛେଦ ପରେ ଜୀବିକା ଉଜୁଡ଼ି ଯାଉଥିବାବେଳେ ପରିବାର ପୋଷଣ ସେମାନଙ୍କ…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା ସହ ରାଜ୍ୟ ବ୍ୟାପୀ ହଇଚଇ ସୃଷ୍ଟି ହୋଇଛି। ମୁଖ୍ୟ ଜିଲା ଯୋଗାଣ ଅଧିକାରୀ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି। ଖୋଦ୍ ଏସପି ପି. ଏସ୍ ମୀନାଙ୍କ ନେତୃତ୍ୱରେ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ ନିଲମ୍ବନ କରାଯାଇଛି। ରାଜସ୍ବ ବିଭାଗରେ କୌଣସି ପ୍ରକାର ଦୁର୍ନୀତିକୁ ବରଦାସ୍ତ କରାଯିବ ନାହିଁ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ ଥଇଥାନ ପାଇଁ ନୂତନ ସୁପର ମାର୍କେଟ୍‌ କମ୍ପ୍ଲେକ୍ସ ନିର୍ମାଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା ପ୍ରଶାସନକୁ ହସ୍ତାନ୍ତର କରାଯାଇଛି। ଉକ୍ତ ସ୍ଥାନରେ ଏକ ପାଠାଗାର କିମ୍ବା ସର୍ବସାଧାରଣଙ୍କ ସୁବିଧାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?