୪୧.୯୪ ଲକ୍ଷ ଟଙ୍କାର ଅନିୟମିତତା: ୨ ପୂର୍ବତନ ପାକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ
ବରଗଡ଼, ୨୯।୩(ପ୍ରେମାନନ୍ଦ ଖମାରୀ) – ଏକ ବଡ ଧାରଣର ଆର୍ଥିକ ଅନିୟମିତତା ମାମଲାରେ ଶନିବାର ଭିଜିଲାନ୍ସ ବରଗଡ଼ ଜିଲା କନସିଂହା ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ର ୨ପୂର୍ବତନ ସମ୍ପାଦକଙ୍କୁ ଗିରଫ କରିଛି। ସେମାନେ ହେଲେ ଛବିଲ ବେହେରା ଏବଂ କାନ୍ତିଲାଲ ଭୋଇ।…
ପଦ୍ମପୁର ଓକିଲ ସଂଘ ନିର୍ବାଚନ: ରାମରତନ ସଭାପତି, ଚିନ୍ମୟ ସମ୍ପାଦକ ଭାବେ ନିର୍ବାଚିତ
ପଦ୍ମପୁର,୨୯ା୩(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ସମସ୍ତ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ରାମରତନ ପୁରୋହିତ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେହିପରି ସୁନିଲ କୁମାର ପାଣିଗ୍ରାହୀ ଉପସଭାପତି, ଚିନ୍ମୟ କୁମାର…
ବରଗଡ଼ ଓକିଲ ସଂଘର ନିର୍ବାଚନ: ଚାଲିଛି ମତଦାନ
ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ଶନିବାର ଚାଲିଛି ବରଗଡ଼ ଜିଲା ଓକିଲ ସଂଘର ନିର୍ବାଚନ। ଏଥିପାଇଁ ସକାଳୁ ମତଦାନ ଆରମ୍ଭ ହୋଇଯାଇଛି। ଏଥର ସଂଘର ସଭାପତି ପଦବୀ ପାଇଁ ବେଲାଳସେନ ସରାଫ, ଭୀଷ୍ମଦେବ ସରାଫ, ପ୍ରକାଶ କୁମାର ପଟ୍ଟନାୟକ ଓ ଶଶିଭୂଷଣ ପ୍ରଧାନ ପ୍ରତିଦ୍ୱନ୍ଦ୍ୱିତା…
ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ବାଜିଲା ଡାକବାଜି, ୩୦ରୁ ଉଚ୍ଛେଦ ଆରମ୍ଭ
ବରଗଡ, ୨୮।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ଚେତାବନୀ ଦେବା ପରେ ପୌର ପ୍ରଶାସନ ଉଚ୍ଛେଦ ପ୍ରକ୍ରିୟାକୁ ଆରମ୍ଭ କରିଛି। ଏହି କ୍ରମରେ ଗୁରୁବାର ପୌର ପ୍ରଶାସନ ସ୍ଥାନୀୟ…
ବରଗଡ଼ରେ ପଞ୍ଜାବ କୃଷକ ଆନ୍ଦୋଳନର ତାତି, ଦାହ ପୂର୍ବରୁ କୁଶପୁତ୍ତଳିକା ଛଡ଼ାଇ ନେଲା ପୋଲିସ
ବରଗଡ଼, ୨୮।୩(ପ୍ରେମାନନ୍ଦ ଖମାରୀ)- ପଞ୍ଜାବରେ କୃଷକ ଆନ୍ଦୋଳନ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ସାରାଦେଶରେ ଆନ୍ଦୋଳନ ତେଜି ଉଠିଛି। ବରଗଡ଼ ଜିଲାରେ ମଧ୍ୟ ଶୁକ୍ରବାର ଆନ୍ଦୋଳନ ତାତି ଅନୁଭୂତ ହୋଇଛି। ଏହି କ୍ରମରେ ବରଗଡ଼ ଗାନ୍ଧୀ ଛକ ଠାରେ ଚାଷୀ ସଂଗଠନ…
ଟାସ୍କଫୋର୍ସ କମିଟି ବୈଠକ: ବାଲ୍ୟ ବିବାହ ରୋକିବା ଓ ଶିଶୁ ସୁରକ୍ଷାକୁ ଗୁରୁତ୍ୱ
ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ଶିଶୁ ସୁରକ୍ଷା ୟୁନିଟ ଆନକୁଲ୍ୟରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବାଲ୍ୟବିବାହ ରୋକିବା ପାଇଁ ଜିଲା ଟାସ୍କଫୋର୍ସ କମିଟିର ସମସ୍ତ ସଦସ୍ୟଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜନ ହୋଇଛି । “ଶିଶୁମାନଙ୍କ ପାଇଁ ଏକ ଦିବସ”…
ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ମାପଚୁପରେ ସୀମିତ ରହିଯିବନି ତ ଉଚ୍ଛେଦ !
ବରଗଡ, ୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ଚେତାବନୀ ଦେବା ପରେ ପୌର ପ୍ରଶାସନ ଉଚ୍ଛେଦ ପ୍ରକ୍ରିୟାକୁ ପୁଣି ଆରମ୍ଭ କରିଛି। ଏହି କ୍ରମରେ ଗୁରୁବାର ପୌର ପ୍ରଶାସନ…
ବନ୍ଦ ହୋଇଯିବ ୪୦ ବର୍ଷ ପୁରୁଣା ହାଇସ୍କୁଲ; ଫୋନ୍ ଉଠାଉନାହାନ୍ତି ପ୍ରଧାନଶିକ୍ଷକ; ଧମକ ଦେଉଛନ୍ତି …
ସରଣ୍ଡା,୨୬।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଳକ ବାବେବିରା ହାଇସ୍କୁଲ ଗତ ୨ ଶିକ୍ଷାବର୍ଷ ହେଲା ବନ୍ଦ ହୋଇ ରହିଛି। ଏଠାକାର ୪ ଜଣ ଶିକ୍ଷକ ଓ ଜଣେ ପିଅନ ଅନ୍ୟତ୍ର କାମ କରୁଛନ୍ତି। କେବଳ ନାମକୁ ମାତ୍ର ହାଇସ୍କୁଲ…
ତେଲଙ୍ଗାନାରୁ ଫେରିଲା ଦାଦନଙ୍କ ମୃତଦେହ
ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ନାଗେନପାଲି ଗ୍ରାମର ଜଣେ ମହିଳା ହୀରା ମୁଣ୍ଡା (୪୦)ଦାଦନ ଖଟିବାକୁ ତେଲଙ୍ଗାନା ରାଜ୍ୟକୁ ଯାଇ ସେଠାରୁ ଶବ ହୋଇ ଘରକୁ ଫେରିବା ଘଟଣା ସମସ୍ତଙ୍କୁ ସ୍ତବ୍ଧ କରି ପକାଇଛି। ମଙ୍ଗଳବାର ମୃତଦେହ ଘରକୁ ପହଞ୍ଚିବା ପରେ…
ଇଥାନଲ ପ୍ରକଳ୍ପରେ ସ୍ଥାନୀୟ ଯୁବକଙ୍କୁ ମିଳୁ ନିଯୁକ୍ତି: ସଂସଦରେ ଦାବି କଲେ ପ୍ରଦୀପ ପୁରୋହିତ
ବରଗଡ,୨୫।୩(ପ୍ରେମାନନ୍ଦ ଖମାରୀ): ଇଥାନଲ ପ୍ରକଳ୍ପରେ ସ୍ଥାନୀୟ ଯୁବକଙ୍କୁ ନିଯୁକ୍ତି ପାଇଁ ଆଜି ସଂସଦରେ ବରଗଡ଼ ଏମ୍ପି ପ୍ରଦୀପ ପୁରୋହିତ ଏହି ଦାବି କରିଛନ୍ତି। ବରଗଡ଼ ଜିଲାରେ ଅନେକ ବେକାର ଯୁବତୀ ଯୁବକ ଅଛନ୍ତି । ଏହି ପ୍ରକଳ୍ପରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଲାଞ୍ଚ: ସ୍ବାମୀଙ୍କ ସହିତ ପିଇଓଙ୍କୁ ଧରିଲା ଭିଜିଲାନ୍ସ
ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ)- ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଜ୍ଞାନ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ନୁରା ଓରଫ ନୂପୁର ସେଠ ଏବଂ ତାଙ୍କ ସ୍ବାମୀ ବେଦପ୍ରକାଶ ବିଶ୍ବାଳ ଭିଜିଲାନ୍ସ ଜାଲରେ…
ବିଜେଡି ଉଠାଇଲା ପଛୁଆବର୍ଗଙ୍କ ସଂରକ୍ଷଣ ପ୍ରସଙ୍ଗ
ଭୁବନେଶ୍ୱର,୨୫ା୩:(ରବିନାରାୟଣ ଜେନା): ବଜେଟ ଅଧିବେଶନ ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି। ହେଲେ କଂଗ୍ରେସ ସେଇ ଗୋଟିଏ ଜିଦ୍ରେ ଅଟଳ ରହିଛି। ମହିଳାଙ୍କ ସୁରକ୍ଷା ପାଇଁ ଗୃହ କମିଟି ଗଠନ କରିବା ଦାବି ନେଇ ସୋମବାର ପୁଣି ହଟ୍ଟଗୋଳ ଜାରି ରଖିଛି। ଅନ୍ୟପକ୍ଷରେ ପ୍ରମୁଖ…
Archives


