ବରଗଡ଼

ନୂଆ ରୂପ ନେଉଛି ବରଗଡ଼, ବିସ୍ଥାପିତଙ୍କ ପାଇଁ ନୂତନ ସୁପର ମାର୍କେଟ୍‌ କମ୍ପ୍ଲେକ୍ସ, ବିଧାୟକ କଲେ …

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ)- ନୂଆ ସରକାର ଆସିବା ପରେ ବରଗଡ଼ ସହରର ନବକଳେବର ହେଉଛି। ଧନୁଯାତ୍ରା ମହୋତ୍ସବରେ ନୂତନତ୍ତ୍ୱ ଆସିଥିବାବେଳେ ସହରର ପ୍ରମୁଖ ସମସ୍ୟା ଯାତାୟାତ, ନର୍ଦ୍ଦମା ଜଳ ନିଷ୍କାସନ(ଡ୍ରେନେଜ୍‌) ଏବଂ ଅନ୍ୟ ସମସ୍ୟାକୁ ଏଡ଼ାଇବା ପାଇଁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହି…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି । ଗୋଟିଏ ପଟେ ରବି ଚାଷକାର୍ଯ୍ୟ ଆଗେଇ ଚାଲିଥିବାବେଳେ ଅନ୍ୟପଟେ ଖରିଫରେ ଅମଳ ଧାନ…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ ତଥା ଆନିକଟ୍‌(ଆଇଏସସ୍‌- ଇନ୍‌ ଷ୍ଟ୍ରିମ ଷ୍ଟୋରେଜ) ହେବ। ଏଥିପାଇଁ ବୁଧବାର ସର୍ଭେକ୍ଷଣ ସରିଛି।…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ କାର୍ଯ୍ୟକଳାପ ବଢ଼ି ଚାଲିଥିଲା। ମାଓବାଦୀ ହିଂସା ମଧ୍ୟ ବୃଦ୍ଧି ପାଇଥିଲା। ଠିକାଦାର କ୍ୟାମ୍ପ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି ସ୍ଥିତିକୁ ନେଇ ସ୍ଥାନୀୟ ଲୋକେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ନିଶା କାରବାରରୁ…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ ତ୍ବରିତ ପଦକ୍ଷେପ ନେବାକୁ ବରଗଡ଼ ଲୋକସଭା ସାଂସଦ ସାଂସଦ ପ୍ରଦୀପ ପୁରୋହିତ ଚିଠା…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ ସୋମବାର ଚତୁର୍ଥ ତଥା ଅନ୍ତିମ ଦିବସରେ ବେଙ୍ଗଲ ଦଳ ଓଡ଼ିଶା ଦଳକୁ ୧୦୨…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ ହୋଇଛି। ସାରା ଅଞ୍ଚଳ ଧୂଆଁମୟ ହୋଇ ଯାଇଛି। କିଭଳି ପରିସ୍ଥିତିରେ ଅଗ୍ନିକାଣ୍ଡ ଘଟିଲା,…

ୟୁଜିସି ବିଲ୍‌କୁ ବିରୋଧ: ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର

ପଦ୍ମପୁର,୯।୨(ପ୍ରଦୀପ୍ତ ଦାଶ): ସାରା ଦେଶରେ ୟୁଜିସି ବିଲକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଏହାର ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ସୋମବାର ପଦ୍ମପୁର ବ୍ରାହ୍ମଣ ସମାଜ ତରଫରୁ ଉପଜିଲାପାଳ ସ୍ନେହାଆର ଗୁଲଙ୍କ ମାଧ୍ୟମରେ ଭାରତର ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ବ୍ରାହ୍ମଣ…

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି ରହିଛି। ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ହାଟପଦାରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ଭୁଜାଲି ମାଡ଼ରେ…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି ଲିଗ୍ ମ୍ୟାଚ୍ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି । ବେଙ୍ଗଲ ଦଳ ଟସ୍ ଜିତି…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି। ଏହା ଜଣାପଡିବା ବିଭାଗୀୟ ବିଚାରପତି, କର୍ମଚାରୀ ଏବଂ ଓକିଲମାନେ କୋର୍ଟ ବାହାରକୁ ଆସିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?