ବରଗଡ଼

ବରଗଡ଼ରେ ଧାନ କିଣାବିକା ସମସ୍ୟା ଅସମାହିତ: ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲା ସଂଯୁକ୍ତ କୃଷକ ସଂଗଠନ

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ) -ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି । ଏ଼ହାସତ୍ତ୍ବେ ଜିଲାରେ ଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ବିକ୍ରି ପାଇଁ ଚାଷୀମାନେ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ଅନେକ ଚାଷୀଙ୍କ ଧାନକୁ କ୍ରୟ…

ଧାନକିଣା ଅବ୍ୟବସ୍ଥା ଅଭିଯୋଗ ଆଣିଥିଲେ ଚାଷୀ

ବରଗଡ଼,୧୬।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହରେ ଦେଖାଯାଇଥିବା ଅବ୍ୟବସ୍ଥା ନେଇ ଅସନ୍ତୋଷ ଲାଗି ରହିଛି। ବିକ୍ରି ପାଇଁ ଚାଷୀମାନେ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ଅନେକ ମଣ୍ଡିରେ ବିଭିନ୍ନ ଆଳ ଦେଖାଇ ତାକୁ କ୍ରୟ କରାଯାଉ ନ ଥିବା…

ବିଧାୟକଙ୍କୁ ୬ ଦଫା ଦାବିପତ୍ର: ଅଣଦେଖା କଲେ ଜୁଲାଇ ୮ରୁ ଷ୍ଟିଅରିଂ ଛାଡ଼

ଅତାବିରା/ଗୋଡ଼ଭଗା, ୧୬/୬(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ):ଓଡ଼ିଶା ଡ୍ରାଇଭର ମହାସଂଘର ବରଗଡ଼ ଜିଲା ଅତାବିରା ବିଧାନସଭା ଅଧୀନ ଅତାବିରା ଓ ଭେଡେନ ବ୍ଲକ ଶାଖା ପକ୍ଷରୁ ୬ ଦଫା ଦାବି ନେଇ ଗୋଡ଼ଭାଗା ସମଲେଇ ମନ୍ଦିର ସଭା କକ୍ଷରେ ଅତାବିରା ବିଧାୟକଙ୍କୁ ଏକ ସ୍ମାରକ…

ମଣ୍ଡିରୁ ଉଠୁନି ଧାନ, ମାଡି ଆସିଲାଣି ବର୍ଷା

ବରଗଡ଼,୧୫।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିବାର ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତିଛି। ମାତ୍ର ଏପର୍ଯ୍ୟନ୍ତ ଧାନବିକ୍ରି ସମସ୍ୟା ଲାଗି ରହିଛି। ବିକ୍ରି ପାଇଁ ଚାଷୀମାନେ ମଣ୍ଡିକୁ ଧାନ ଆଣୁଛନ୍ତି, ମାତ୍ର ଦୀର୍ଘଦିନ ଧରି ତାହା ବିକ୍ରି ହୋଇ ନ…

ବର୍ଷା ହେବାରୁ ବରଗଛ ମୂଳେ ନେଇଥିଲେ ଆଶ୍ରୟ, ଖୁବ୍‌ ଜୋର୍‌ରେ ବଜ୍ରପାତ ହେବାରୁ…

ପାଇକମାଳ,୧୫ା୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଳକ ଛିନ୍ଦେଇକେଲା ପଞ୍ଚାୟତ ବାରପଲିଆରେ ବ୍ରଜପାତରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ବର୍ଷା ହେଉଥିବା ସମୟରେ ଗୋଟିଏ ବରଗଛ ମୂଳରେ ବଳଦେବ ମାଝୀ (୪୩), ଧନସିଂ…

ବରଗଡ଼ରେ ମାତିଛନ୍ତି ଟ୍ରାନ୍ସଫର୍ମର ଚୋର: ତେଲ, କଏଲ ନେଇଯିବା ଯୋଗୁ ଶ୍ରୀଧାମ ଅନ୍ଧାର,ଲୋକେ…

ବରଗଡ଼ ୧୪।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବିଦ୍ୟୁତ ଟ୍ରାନ୍ସଫର୍ମର ଚୋରଙ୍କ ଦୌରାତ୍ମ୍ୟ ବଢି ଚାଲିଛି। ଗତ କିଛିଦିନ ତଳେ ବରାହାଗୋଡାରେ ହୋଇଥିବା ଟ୍ରାନ୍ସଫର୍ମର ଚୋରିର ଅଭିଯୁକ୍ତଙ୍କୁ ପୋଲିସ ଧରି ପାରି ନାହିଁ। ଏମିତିରେ ପୋଲିସକୁ ଚ୍ୟାଲେଞ୍ଜ କଲା ଭଳି ଶୁକ୍ରବାର ବିଳମ୍ବିତ ରାତିରେ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ, ପରେ ଝୁଲି ପଡ଼ିଲେ ସ୍ବାମୀ; ୨ ନାବାଳକ ସନ୍ତାନ…

ପଦ୍ମପୁର,୧୪।୬(ପ୍ରଦୀପ୍ତ ଦାଶ): ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲି ପଡିଲେ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ପଦ୍ମପୁର ଥାନା ଭେଉଁରିଆ ଗାଁରେ । ମୃତକ ହେଲେ ଶ୍ୟାମସୁନ୍ଦର ଭୋଇ। ସୂଚନାନୁଯାୟୀ, ଭେଉଁରିଆ ଗାଁର ଶ୍ୟାମସୁନ୍ଦରଙ୍କ ସ୍ତ୍ରୀ ରତ୍ନୀ ଭୋଇ ମଧ୍ୟରେ…

ବରଗଡ଼ ଜିଲାରେ ବ୍ୟାପିଲା ଝାଡ଼ାବାନ୍ତି: ୧୭ ଗୁରୁତରଙ୍କୁ ହସ୍ପିଟାଲ ସ୍ଥାନାନ୍ତର

ପାଇକମାଳ,୧୪।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ କୁଆପାଲି ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ପ୍ରାୟ ୭୦ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଝାଡାବାନ୍ତି ଅଣାୟତ୍ତ ହେବାରୁ ୧୭ଜଣଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଯୋଗ୍ୟ, ଶୁକ୍ରବାର ଅପରାହ୍ନରେ…

ପଦାରେ ପଡ଼ିଲା ଧାନବିକ୍ରି ସ୍ବଚ୍ଛତା: ଭୂମିହୀନଙ୍କ ନାମରେ ଧାନବିକ୍ରି

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦିନକ ପରେ ମାସେ ପୂରିବ। ହେଲେ ଏଠାରେ ଧାନ କିଣାବିକା ସମସ୍ୟା ଲାଗି ରହିଛି। ଚାଷୀମାନେ ମଣ୍ଡିକୁ ଧାନ ଆଣୁଛନ୍ତି। କିନ୍ତୁ ଦୀର୍ଘଦିନ ଧରି ତାହା ପଡ଼ି ରହୁଛି। ସେହିପରି ଅନେକ ଚାଷୀଙ୍କୁ…

ମିଲ୍‌ରେ କଟ୍‌ନିଛଟନି, ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ମାସେ ପୂରିବ। କିନ୍ତୁ ଜିଲାର ମଣ୍ଡି ଗୁଡ଼ିକରେ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ହୋଇପଡ଼ିଛି। କେତେକ ମିଲର୍ସଙ୍କ ସ୍ବେଚ୍ଛାଚାରିତା ଏବଂ ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ଯୋଗୁ ଏଭଳି…

କ୍ଷତିପୂରଣରୁ ବାଦ୍‌, ବଢ଼ିଲା ଚାଷୀ ଅସନ୍ତୋଷ: ଚାଷୀ ପ୍ରତିନିଧି ଦଳ ଜିଲାପାଳଙ୍କୁ ଫେରାଦ

ବରଗଡ଼, ୧୧।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁନ ମାସ ଶେଷ ସପ୍ତାହରେ ହୋଇଥିବା ଅଦିନିଆ ବର୍ଷାରେ ଚାଷୀଙ୍କ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ରବି ଧାନ ଅମଳ ଓ ସଂଗ୍ରହ ସମୟରେ ହୋଇଥିବା ଏଭଳି ବର୍ଷାରେ କ୍ଷେତ, ଖଳାରେ ପଡ଼ିଥିବା ଚାଷୀଙ୍କ ଧାନ…

ଚାକିରିକୁ ପୂରିନି ଦେଢ ବର୍ଷ, କନିଷ୍ଠ ଯନ୍ତ୍ରୀଙ୍କୁ ଗ୍ରାସିଲା ଟଙ୍କା ଲୋଭ: ଭିଜିଲାନ୍ସ ହାବୁଡରେ ପଡ଼ି…

ବରଗଡ,୧୦।୬(ପ୍ରେମାନନ୍ଦ ଖମାରୀ): ୮ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ଛନ୍ତି ବରଗଡ଼ ଜିଲା ଗାଇସିଲଟ ବ୍ଲକରେ କାର୍ଯ୍ୟରତ ମହିଳା କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ। ସ୍ଥାନୀୟ ଆରଡି ରାସ୍ତାରୁ କଂସଡୋଲ ରାସ୍ତା ଉନ୍ନତିକରଣ ବାବଦ ଟଙ୍କା ରିଲିଜ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri