ବରଗଡ଼

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ ନଥିବା ଦର୍ଶକଙ୍କ ଭିଡ଼ ଜମିଥିଲା। ନନ୍ଦରାଣୀ, ନନ୍ଦରାଜା ମେଲାଣୀ ଦେବା ପରେ ଶ୍ରୀକୃଷ୍ଣ, ବଲରାମ…

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କୃଷ୍ଣଙ୍କ ନିଧନ ପାଇଁ ରଙ୍ଗସଭାରେ ମନ୍ତ୍ରଣା ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସମଗ୍ର ଶିକ୍ଷା…

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ ମଥୁରା ଭ୍ରମଣରେ ବାହାରିଥିଲେ। ମଥୁରା ଭ୍ରମଣ ବାଟରେ ସେ ଶ୍ୟାମେଶ୍ୱର ମହାଦେବଙ୍କ ଦର୍ଶନ କରିଥିଲେ।…

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି। ବାସ୍ତବିକ ଚିତ୍ର ସମ୍ପୂର୍ଣ୍ଣ ଭିନ୍ନ ଅଟେ ବୋଲି ଶୁକ୍ରବାର ରାଜବୋଡାସମ୍ବର କୃଷକ ସଙ୍ଗଠନ ତରଫରୁ…

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି ମଞ୍ଚକୁ ଉଦଘାଟନ କରିଥିଲେ। ଉଦଘାଟନୀ ସମାରୋହରେ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା…

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ଅପରାହ୍ନ ୩ଟାରେ ସାଂସ୍କୃତିକ ଶୋଭାଯାତ୍ରା ହୋଇଛି। ତେବେ…

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଏହି ମହୋତ୍ସବକୁ ଉଦଘାଟନ କରିଥିଲେ।…

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ଅପରାହ୍ନ ୩ଟାରେ ଆରମ୍ଭ ହୋଇଛି ସାଂସ୍କୃତିକ ଶୋଭାଯାତ୍ରା…

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ଅପରାହ୍ନ ୨ଟାରେ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରିବ।…

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ସ୍ଥାନୀୟ ହାଟପଦାସ୍ଥିତ ରାଜ ଦରବାରରେ ଉକ୍ତ…

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ ବିକ୍ରି ପାଇଁ ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଟୋକନ ମିଳିପାରି ନାହିଁ। ଅନ୍ୟପକ୍ଷରେ ଯେଉଁ ଚାଷୀମାନଙ୍କୁ…

ରଙ୍ଗୋଲିରେ ବରଗଡ଼ ଧନୁଯାତ୍ରା ମହୋତ୍ସବ

ବରଗଡ଼,୨୩।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଏଥର ଅଧିକ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପରିକଳ୍ପନା କରାଯାଇଛି। ଏହି କ୍ରମରେ ବିଗତ ବର୍ଷଭଳି ଏଥର ମଧ୍ୟ ଧନୁଯାତ୍ରା ମହୋତ୍ସବ ଅବ୍ୟବହିତ ପୂର୍ବରୁ ପ୍ରଚାର ପ୍ରସାର କମିଟି ପକ୍ଷରୁ ଧନୁଯାତ୍ରା ସମ୍ପର୍କୀତ ରଙ୍ଗୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?