ବରଗଡ଼

ମଙ୍ଗଳବାର ଅପହରଣ, ମାମଲା ରୁଜୁର ଅଢ଼େଇ ଘଣ୍ଟାରେ ନାବାଳିକା ଉଦ୍ଧାର; ଅଭିଯୁକ୍ତଙ୍କୁ ବାନ୍ଧି…  

ପାଇକମାଳ,୧୫।୧(ବଡ଼ ଶତପଥୀ): ବରଗଡ ଜିଲା ପାଇକମାଳରେ ପୁଣି ଏକ ଅଭାବନୀୟ ଘଟଣା ଘଟିଛି। ପାଇକମାଳ ଥାନା ହିରାପୁର ଗାଁର ଜଣେ ନିଖୋଜ ନାବାଳିକାଙ୍କ ବିଷୟରେ ଥାନାରେ ରିପୋର୍ଟ ଲେଖାଯିବାର ଅଢେଇ ଘଣ୍ଟା ମଧ୍ୟରେ ପୋଲିସ ନାବାଳିକାକୁ ଉଦ୍ଧାର କରିଥିବା ଜଣାପଡିଛି। ପ୍ରାପ୍ତ…

ମାସେ ପରେବି ମଣ୍ଡିରୁ ଉଠୁନି ଧାନ, ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ମାରିଲେ ଚାଷୀ

ବରଗଡ,୧୫।୧(ପ୍ରେମାନନ୍ଦ ଖମାରୀ): ଧାନ କିଣାବିକା ଅବ୍ୟବସ୍ଥାକୁ ନେଇ ତାତିଲେ ଚାଷୀ । ବରଗଡ ମୁଖ୍ୟ ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟକୁ ପହଞ୍ଚି ଚାଷୀମାନେ କାର୍ଯ୍ୟାଳୟରେ ତାଲା ମାରିଛନ୍ତି । ବରଗଡ ଜିଲାରେ ଧାନ ବିକ୍ରି ସମସ୍ୟା ଲାଗି ରହିଛି । ଆଉ…

୩ ବର୍ଷ ତଳେ ପ୍ରେମ ବିବାହ କରିଥିଲେ ମନୀଷା: ଶାଶୁଘରେ ଘଟିଲା…

ବରଗଡ,୧୫।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ଥାନା ଭୁକ୍ତା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ, ଉକ୍ତ ଗ୍ରାମର ଭୋଳାନାଥ ପାତିକାରଙ୍କ ସ୍ତ୍ରୀ ମନିଷା(୨୯)। ଶାରୀରିକ, ମାନସିକ ନିର୍ଯାତନା ଦେଇ ମନିଷାଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା…

ସୁଧୁରୁନି ଧାନବିକ୍ରି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବରଗଡ/ବରପାଲି,୧୫।୧(ପ୍ରେମାନନ୍ଦ ଖମାରୀ/ଚିତ୍ତରଞ୍ଜନ ସାହୁ):ବରଗଡ ଜିଲାରେ ଧାନ ବିକ୍ରିବଟା ସମସ୍ୟା ଲାଗି ରହିଛି। ଆଉ ୩ଦିନ ପରେ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ହେଲେ ଏବେ ମଧ୍ୟ ଅନେକ ମଣ୍ଡିରେ ଧାନବିକ୍ରି ସମସ୍ୟା ଅସମାହିତ ରହିଛି। ଧାନବିକ୍ରି ହେବା…

ହାତୀ ସୁରକ୍ଷା ପାଇଁ ସଚେତନ କଲା ବିଦ୍ୟାଳୟ ଇକୋ କ୍ଲବ: ସଂଘର୍ଷ ନୁହେଁ ବରଂ ସୁରକ୍ଷା ଦେଇ…

ବରଗଡ,୧୪।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଗଙ୍ଗେଇ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଇକୋ କ୍ଲବ୍ ପକ୍ଷରୁ ବୁଧବାର ହାତୀ ସୁରକ୍ଷା ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକୃତି ବନ୍ଧୁ…

ସାଇନ୍‌ବୋର୍ଡରେ ସୀମିତ ପାଣି ପଞ୍ଚାୟତ ପକ୍ଷ ପାଳନ

ପଦ୍ମପୁର,୧୪ା୧(ପ୍ରଦୀପ୍ତ ଦାଶ): ଜାନୁଆରୀରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପାଳନ ହେଉଛି। ଏ ନେଇ ବହୁ ଆଡମ୍ବରରେ ସଚେତନତା ସଭା ମଧ୍ୟ ଆୟୋଜନ ହେଉଛି। ହେଲେ ଫଳ ଶୂନ। କାରଣ ବିଗତ ବର୍ଷ ଅବସ୍ଥା ଯାହା ଥିଲା ଏବେ ବି ତାହା…

ସହର ଉପକଣ୍ଠରେ ନକଲି ଘିଅ ପ୍ରସ୍ତୁତି, ଅତର୍କିତ ଚଢ଼ାଉ କରି ପ୍ଲାଣ୍ଟ ସିଲ କଲା…

ବରଗଡ,୧୩।୧(ପ୍ରେମାନନ୍ଦ ଖମାରୀ)- ବରଗଡ ସହର ଉପକଣ୍ଠ ବରାହଗୋଡା ଛକ ନିକଟରେ ନକଲି ଘିଅ ପ୍ରସ୍ତୁତି ଅଭିଯୋଗ ପାଇ ପୋଲିସ, ପ୍ରଶାସନ ମଙ୍ଗଳବାର ଅତର୍କିତ ଚଢାଉ କରିଛି । ଚଢାଉରେ ବରଗଡ ଉପ ଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ ଏବଂ ଗ୍ରାମାଞ୍ଚଳ ଥାନା…

ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି: ଏଥର ରାଜରାସ୍ତାରେ ଆୟୋଜିତ ହେବ ପରେଡ୍

ବରଗଡ,୧୩।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଦର ମହକୁମାଠାରେ ୭୭ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସକୁ ମହାସମାରୋହରେ ପାଳନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଜିଲା ପରିଷଦ ମୁଖ୍ୟ…

ଟ୍ୟାଗ୍‌, ଟୋକନ ସମସ୍ୟାରେ ଚାଷୀ ହନ୍ତସନ୍ତ: ମଣ୍ଡିରେ ପଡ଼ିଛି ୧୧ ଲକ୍ଷ ୬ ହଜାର ପ୍ୟାକେଟ୍‌ ଧାନ

ପଦ୍ମପୁର,୧୩ା୧(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ପ୍ରାୟ ଦେଢ ମାସ ବିତିଯାଇଛି। ମାତ୍ର ସମସ୍ତ ଚାଷୀଙ୍କ ପାଖରେ ଟୋକନ ପହଞ୍ଚି ପାରିନାହିଁ। ଯେଉଁ ଚାଷୀଙ୍କ ପାଖକୁ ଟୋକନ ପହଞ୍ଚତ୍ଛି ସେମାନେ ମଣ୍ଡିରେ ଧାନ ପକାଇଛନ୍ତି। ମାତ୍ର ମିଲର୍ସଙ୍କୁ ଧାନ ଉଠାଇବା ପାଇଁ…

ବାଜି ମାରିଲେ ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲ, ଅଣ୍ଡର୧୩ ମହିଳା ଚେସ ଚ୍ୟାମ୍ପିୟନଶିପରେ କଲେ କମାଲ

ବରଗଡ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଅବସ୍ଥିତ ସଂସ୍କାର ଇଣ୍ଟରନ୍ୟାଶନାଲ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲଙ୍କୁ ଅଲ ଓଡ଼ିଶା ଅଣ୍ଡର୧୩ ବେଷ୍ଟ ବରଗଡ଼ ଚେସ ଚାମ୍ପିୟନଶିପ ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅଲ ଓଡ଼ିଶା ଚେସ ଚାମ୍ପିୟନଶିପ ଫର୍‌ ୱିମେନ ଗତ…

ଧାନପହ୍ଲା କିଆରି ନଷ୍ଟ କଲେ ବାର୍‌ହା ପଲ: ରବି ଫସଲ ପାଇଁ ଜମିରେ ବୁଣିଥିଲେ…

ବରଗଡ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଚାଷୀଙ୍କ ଦୁଃଖ ସରୁ ନାହିଁ। ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ଖରିଫ୍‌ରେ ଅମଳ ଧାନ ବିକ୍ରି କରି ନ ପାରି ହଟହଟାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ ରବି ଚାଷକାର୍ଯ୍ୟ ଆରମ୍ଭରୁ ଚାଷୀଙ୍କୁ ବନ୍ୟଜନ୍ତୁ ଦାଉ ସାଧିଛନ୍ତି। ଜିଲାର…

ଧାନ କିଣାବିକାରେ ଅବ୍ୟବସ୍ଥା: ଚାଷୀ ପ୍ରତିନିଧି ଅଟକ, ରାଜନେତାଙ୍କୁ ଘାରିଲାଣି ଭୟ

ବରଗଡ଼,୧୧ା୧(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଅବ୍ୟବସ୍ଥା ଅଭିଯୋଗରେ ଚାଷୀ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଚାଷୀମାନେ କେବଳ ରାଜରାସ୍ତାକୁ ଓହ୍ଲାଉଛନ୍ତି, ତାହା ନୁହେଁ। ଶାସକ ଦଳର ନେତା, ମନ୍ତ୍ରୀଙ୍କୁ ସେଥିପାଇଁ ଆକ୍ରୋଶର ସମ୍ମୁଖୀନ ହେବାକୁ ପଡୁଛି। ଶନିବାର ସୁବର୍ଣ୍ଣପୁରରେ ଚାଲିଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?