ବରଗଡ଼

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ କ୍ଲବ ଓ ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ମଧ୍ୟରେ ଫାଇନାଲ ମ୍ୟାଚ ହୋଇଥିଲା। ଏଥିରେ…

ରାଜ୍ୟରେ ବଢୁଛି ନାରୀ ନିର୍ଯାତନା: ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ସଂଧ୍ୟାରେ ବରଗଡ଼ ନଗର ଓ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଓଡିଶାରେ ବଢୁଥିବା ନାରୀ ର୍ନିଯାତନା, ହତ୍ୟା, ଦୁଷ୍କର୍ମ, ଅପହରଣ ଓ ନିଖୋଜ ଘଟଣାର ପ୍ରତିବାଦ ସୱରୂପ ମଶାଲ…

ସୁଶାନ୍ତ ମହାପାତ୍ର ହେଲେ ବରଗଡ଼ ଜିଲା ବିଜେଡି ସଭାପତି

ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ବରଗଡ଼ର ଯୁବ ସଂଗଠକ ତଥା ବର୍ତ୍ତମାନର ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ର (ଜାପାନ )ଙ୍କ ନାମ ବରଗଡ଼ ଜିଲା ବିଜେଡି ସଭାପତିଭାବେ ଘୋଷଣା କରିଛନ୍ତି। ମହାପାତ୍ରଙ୍କ ନାମ…

ଧାନକେଣ୍ଡାରେ ଅଗାଡ଼ି: ଜିଲାପାଳଙ୍କୁ ଫେରାଦ ହେଲେ ବରଗଡ଼ ଚାଷୀ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀଙ୍କୁ ସମସ୍ୟା ପିଛା ଛାଡୁ ନାହିଁ। କେତେବେଳେ ଫସଲରେ ରୋଗପୋକ ତ ଆଉକେବେ ଝଡବର୍ଷା ଯୋଗୁ ଚାଷୀଙ୍କ ଫସଲ ଉଜୁଡି ଯାଉଛି। ବର୍ତ୍ତମାନ ଫସଲର ଧାନକେଣ୍ଡା ଅଗାଡି ହୋଇ ଯାଉଥିବା ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି।…

ଚାଷୀଙ୍କ ଚେତାବନୀ ସମାବେଶ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଣହୁଙ୍କାର

ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ଜୟ କିସାନ ଆନ୍ଦୋଳନ ଏବଂ ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତିର ମିଳିତ ଆହ୍ୱାନରେ ଆଜି ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚେତାବନୀ ବିକ୍ଷୋଭ ସମାବେଶ ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ୪ଦଫା ଦାବୀ ସମ୍ମଳିତ…

ହନୁମାନ ଜୟନ୍ତୀରେ ଗଦା ବୁଲାଇଲେ ସ୍ବାସ୍ଥ୍ୟମନ୍ତ୍ରୀ, ଏମପି : ନାଚିଲେ ଭକ୍ତଙ୍କ ସହ

ପଦ୍ମପୁର,୧୫।.୪ (ପ୍ରଦୀପ୍ତ ଦାଶ) ଚଳିତ ବର୍ଷ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଓଡ଼ିଆ ନବ ବର୍ଷ ତଥା ମହାବୀର ହନୁମାନଙ୍କ ଜନ୍ମତ୍ସବ ଅବସରରେ ବରଗଡ଼ ଜିଲା ପଦ୍ମପୁର ଠାରେ ବଜରଙ୍ଗ ଦଳ ତଥା ବିଶ୍ୱ ହିନ୍ଦୁ ପରିଷଦ ତରଫରୁ ଏକ ବିରାଟ ବଡ଼…

ହନୁମାନ ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ସୁକୁଡା ଗ୍ରାମରେ ନବର୍ନିମିତ ହନୁମାନ ମନ୍ଦିର ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଆରମ୍ଭ ହୋଇଛି। ଏଥିରେ ପ୍ରଥମେ ପୂଜା ମଣ୍ଡପରେ ଶାଳା ସଂସ୍କାର, ଅଙ୍କୁରାରୋପଣ, ମଣ୍ଡଳ କରଣ, କଳସ ସ୍ଥାପନ…

ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଶିଶୁ ସାହିତ୍ୟ ସଂସଦର ସଭାପତି ଛାତ୍ରୀ ଧରିତ୍ରୀ ରାଉତଙ୍କ ଅଧ୍ୟକ୍ଷତା…

ଏଣିକି ନିଜ ଲଢ଼େଇ ଲଢ଼ିବେ ଛାତ୍ରୀ

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଛାତ୍ରୀମାନଙ୍କ ନିମିତ୍ତ ଉଦ୍ଦିଷ୍ଟ ଆତ୍ମରକ୍ଷା ତାଲିମ ଶିବିର  ଉଦ୍‌ଯାପିତ ହୋଇଯାଇଛି। ପ୍ରଶିକ୍ଷିକା ଜ୍ୟୋତ୍ସ୍ନା ସାହୁ ଏହି ଶିବିରରେ ଭାଗନେଇ ଥିବା ମୋଟ ୧୦୦ ଜଣ ଛାତ୍ରୀଙ୍କୁ ତାଲିମ ପ୍ରଦାନ…

ଅନନ୍ୟ ଭାଇଚାରା: ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଲେ ଇମତିଆଜ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ଆଜି ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ । ବରଗଡ଼ ସମେତ ସବୁଠି ଉତ୍ସାହ, ଉଦ୍ଦୀପନା ସହକାରେ ଏହି ପର୍ବ ପାଳିତ ହେଉଛି । ହନୁମାନ ମନ୍ଦିର ତଥା ଶକ୍ତି ପୀଠରେ ପୂଜାର୍ଚ୍ଚନା ଚାଲିଛି। ବିଭିନ୍ନ…

ପେଟ୍ରୋଲ ପମ୍ପରେ ଛାଉଣୀ ନାହିଁ: ତେଲ ଭରିବାକୁ ଆସି ଖରାରେ ଶିଝୁଛନ୍ତି ଗ୍ରାହକ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡରେ ଦିନକୁ ଦିନ ତାତି ବଢ଼ି ଚାଲିଛି। ଅ୍ଯଯବର୍ଷ ତୁଳନାରେ ଏଥର ତାତି ଅସମ୍ଭାଳ ହେବ ବୋଲି ଆକଳନ କରାଯାଉଛି। ଏହାସତ୍ତ୍ୱେ ତାତିର ମୁକାବିଲା ପାଇଁ ଏପର୍ଯ୍ୟନ୍ତ ସେଭଳି କିଛି ଠୋସ୍‌ ପଦକ୍ଷେପ ନିଆଯାଇ ନ ଥିବା ପରିଲକ୍ଷିତ…

ଚାଲାଣ ହେଉଥିଲା ଖଇରକାଠ: ମାଡ଼ି ବସିଲା ବନ ବିଭାଗ

ପଦ୍ମପୁର,୧୩ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବନ ବିଭାଗ ପକ୍ଷରୁ ଏକ ଖଇରକାଠ ବୋଝଇ ବୋଲେରୋ ପିକଅପ(ଓଡି ୩୧ -୬୩୩୬ ) ଜବତ କରାଯାଇଛି। ବୋଲେରୋରେ ବେଆଇନ ଖଇରକାଠ ଚାଲାଣ ହେଉଥିବା ଖବର ପାଇ ବନ ବିଭାଗ କୁର୍ମା ଗୌଡ଼ମାଲ ରାସ୍ତାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri