ବରଗଡ଼

୨୪ ଘଣ୍ଟା ବିତିଲାନି, ନିଷ୍ପତ୍ତି ବଦଳାଇଲା ବଜରଙ୍ଗ ଦଳ

ବରଗଡ଼,୧୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରୁ ବାଂଲାଦେଶୀ ରୋହିଙ୍ଗିଆ ଅନୁପ୍ରବେଶକାରୀଙ୍କୁ ହଟାଇବା ଏବଂ ଅପରାଧ ନିୟନ୍ତ୍ରଣ ଦାବି ନେଇ ବଜରଙ୍ଗ ଦଳ ଆସନ୍ତା ୧୫ତାରିଖ ବରଗଡ଼ ଜିଲା ୧୨ଘଣ୍ଟିଆ ବନ୍ଦ ଡାକରା ଦେଇଥିଲା। ତେବେ ରବିବାର ବରଗଡ଼ ଏସ୍‌ପିଙ୍କ ସହିତ ଆଲୋଚନା ପରେ…

୧୫ରେ ବରଗଡ଼ ଜିଲା ଅଖଚକ ବନ୍ଦ ଅନୁପ୍ରବେଶକାରୀଙ୍କୁ ହଟାଇବା, ଅପରାଧ ନିୟନ୍ତ୍ରଣ ଦାବି

ବରଗଡ଼,୧୧।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରୁ ବାଙ୍ଗଲାଦେଶୀ ରୋହିଙ୍ଗୀଆ ଅନୁପ୍ରବେଶକାରୀଙ୍କୁ ହଟାଇବା ଏବଂ ଅପରାଧ ନିୟନ୍ତ୍ରଣ ଦାବି ନେଇ ବଜରଙ୍ଗ ଦଳ ଆସନ୍ତା ୧୫ତାରିଖ ବରଗଡ଼ ଜିଲା ୧୨ଘଣ୍ଟିଆ ବନ୍ଦ ଡାକରା ଦେଇଛି। ଉକ୍ତ ଦିନ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ…

ଧାନବିକ୍ରି ଅବ୍ୟବସ୍ଥା ପ୍ରତିବାଦ: ଆନ୍ଦୋଳନରତ ଚାଷୀଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼/ଅତାବିରା,୧୧।୧(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ସପ୍ତାହକ ପରେ ୨ ମାସ ପୂରିବ। କିନ୍ତୁ ଏପର୍ଯ୍ୟନ୍ତ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି। ଜିଲାର ଅନେକ ଚାଷୀ ଏବେ ସୁଦ୍ଧା ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌ ପଡ଼ି…

ବରଗଡ଼ର ସୁନା ବ୍ୟବସାୟୀଙ୍କୁ ଉଠାଇ ନେଲା କୋଲକାତା ପୋଲିସ, ସୁନା ଆଣି ଟଙ୍କା ନ ଦେବାରୁ…

ବରଗଡ଼,୧୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣେ ସୁନା ଗହଣା ବ୍ୟବସାୟୀ ହେମନ୍ତ ବର୍ମାକୁ କୋଲକତା ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ସମ୍ପୃକ୍ତ ସୁନା ବ୍ୟବସାୟୀ କୋଲକାତାରୁ ଅନ୍ୟ ଜଣେ ବ୍ୟବସାୟୀଙ୍କ ପାଖରୁ ଲକ୍ଷାଧିକ ଟଙ୍କାର ସୁନା…

ଗଡୁଛି ରବି ଚାଷ ସମୟ: ଚାଷୀଙ୍କୁ ମିଳିନି ଖରିଫ୍‌ ଧାନବିକ୍ରି ଟୋକନ

ବରଗଡ଼,୧୦।୧(ପ୍ରେମାନନ୍ଦ ଖମାରୀ):କେନାଲ ପାଣି ଆସିବା ପରେ ହୀରାକୁଦ ଜଳସେଚିତ ବରଗଡ଼ ଜିଲାର ଚାଷୀମାନେ ରବି ଚାଷକାର୍ଯ୍ୟ ଆରମ୍ଭ କରି ଦେଇଥାନ୍ତି। ଅଥଚ ଏପର୍ଯ୍ୟନ୍ତ ଜିଲାର ଚାଷୀଙ୍କ ଖରିଫ୍‌ ଅମଳ ଧାନ ବିକ୍ରି ହେବା ତ ଦୂରର କଥା, ଧାନବିକ୍ରି ପାଇଁ ରାଜ୍ୟ…

ପାଇଖାନା ସଫାରେ ଛାତ୍ରୀଛାତ୍ରଙ୍କୁ ନିୟୋଜନ ଅଭିଯୋଗ : ସେବାଶ୍ରମ ସ୍କୁଲ ଘେରିଲେ ଅଭିଭାବକ

ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ପ୍ରଧାନପାଲିସ୍ଥିତ ସେବାଶ୍ରମ ସ୍କୁଲରେ କାର୍ଯ୍ୟରତ ଜଣେ ଶିକ୍ଷୟିତ୍ରୀ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପରିସରରେ ପାଇଖାନା ସଫା କରିବାରେ ନିୟୋଜିତ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ପାଇବା ପରେ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ଶୁକ୍ରବାର ଉକ୍ତ ସେବାଶ୍ରମ…

ଟେନ୍‌ସନ୍‌ରେ ଚାଷୀ: ଟୋକନ ଅବଧି ସରିଯିବାର ଆଶଙ୍କା

ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ଲାଗି ରହିଛି। ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ ଶୁକ୍ରବାରରୁ ପୁଣି ଧାନ ଉଠାଣ ପ୍ରକ୍ରିୟା ଆରମ୍ଭ ହୋଇଛି। ମାତ୍ର ଏବେ ମଧ୍ୟ ମଣ୍ଡିରୁ ଧାନ ଉଠାଣରେ ଆଶାନୁରୂପ ତପତ୍ରତା ପରିଲକ୍ଷିତ ହୋଇ ନାହିଁ।…

ଦେଢ ମାସ ତଳେ ଚୋରି କରିଥିଲେ ଗହଣା: ପୋଲିସ ଧରିବା ପରେ…

ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସଦର ଥାନା ଅନ୍ତର୍ଗତ ଶ୍ରୀହରି ନଗରରୁ ଗତବର୍ଷ ନଭେମ୍ବରରେ ହୋଇଥିବା ସୁନା ଗହଣା ଚୋରି ଘଟଣାରେ ଗୁରୁବାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ଶ୍ରୀହରି ନଗର ନିବାସୀ ଅଳଙ୍ଗ ଓରଫ୍‌ ଅଲଙ୍କାର…

ସରିଲା ଧନୁଯାତ୍ରା ମହୋତ୍ସବ, ବଢ଼ିଲା ପ୍ରଦୂଷଣ ଚିନ୍ତା

ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଗତ ୩ତାରିଖ ଶେଷ ହୋଇଛି। ଇତିମଧ୍ୟରେ ଉଦ୍‌ଯାପନୀକୁ ୪ଦିନ ବିତି ଯାଇଛି। ମହୋତ୍ସବ ସରିଛି ସତ, ହେଲେ ଗତ ଧନୁଯାତ୍ରାକୁ ନେଇ ଏବେ ସାଧାରଣରେ ଚର୍ଚ୍ଚା ଥମି ନାହିଁ। ଚା ଖଟିଠାରୁ…

ସରକାରଙ୍କ କଟକଣା ଯୋଗୁ ହଟହଟା ଚାଷୀ, ହୋଇପାରୁନି ଧାନ ବିକ୍ରି, ବିଳମ୍ବ ହେଉଛି ରବି ଚାଷ

ବରଗଡ଼,୮।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଏଠାରେ ସର୍ବାଧିକ ଧାନ ଉପତ୍ାଦନ ହେଉଥିବାରୁ ଜିଲାର ଏଭଳି ପରିଚୟ ରହିଛି। ମାତ୍ର ଜିଲାର ଚାଷୀଙ୍କ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ଅଦିନିଆ ବର୍ଷା ତ ଆଉ କେବେ ରୋଗପୋକ ଉପଦ୍ରବ…

 ନାବାଳିକାଙ୍କୁ ମାଛ ଧରିଯିବା କହି ବଳାତ୍କାର ପରେ ହତ୍ୟା: ଆସିଲା ବଡ଼ ରାୟ , ଭୟରେ ଥରିବ ଅଭିଯୁକ୍ତଙ୍କ…

ବରଗଡ଼,୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଗତ ୨୦୨୪ ନଭେମ୍ବରର ସଂଘଟିତ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ପୋକ୍ସୋ ଅଦାଲତ ଏହାର ବିଚାର କରି ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ସୂଚନା…

ଧାନ ଉଠେଇଲେନି ମିଲର୍ସ: ଦାବି ପୂରଣ ନ ହେବାରୁ…

ବରଗଡ଼,୬।୧(ପ୍ରେମାନନ୍ଦ ଖମାରୀ): ଆଉ ୨ସପ୍ତାହ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ମାସ ବିତିବ। ହେଲେ ଜିଲାରେ ଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟାକୁ ନେଇ ଚାଷୀମାନେ ମଣ୍ଡିକୁ ଧାନ ଆଣିପାରୁ ନଥିବାବେଳେ ମଣ୍ଡିକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?