ପ୍ରଭାବିତ ଧାନ ଫସଲ ଦେଖିଲେ କୃଷି ବିଭାଗ ଟିମ୍
ବରଗଡ଼,୫।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଧାନ ଫସଲରେ ରୋଗପୋକ ଉପଦ୍ରବ ହୋଇଛି। ଫସଲ ପ୍ରାଥମିକ ପର୍ଯ୍ୟାୟରେ ଥିବା ସମୟରେ ଏଭଳି ସ୍ଥିତି ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମା ସମେତ ବିଭିନ୍ନ ଗ୍ରାମର ଧାନ ଫସଲେ କାଣ୍ଡବିନ୍ଧା ପୋକ…
ମିଳିନି ବୀମା କ୍ଷତିପୂରଣ, ବୈଠକରେ ତାତିଲେ ଚାଷୀ
ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇ ପଡ଼ିଛି। ଏଠାରେ ଅନେକ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ କିମ୍ବା ଇନପୁଟ୍ ସହାୟତା ମିଳୁ ନଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ବଢ଼ିବାରେ ଲାଗିଛି।…
ପୁତୁରାଙ୍କ ପରେ କାକା ଘରେ ପଶିଲା CBI: ରାଜନୈତିକ ଲିଙ୍କ ନେଇ ଚର୍ଚ୍ଚା
ବରଗଡ଼/ସରଣ୍ଡା, ୫।୩(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରାରେ ବୁଧବାର ସିବିଆଇ ଚଢାଉ ଚର୍ଚ୍ଚାର ବିଷୟ ହୋଇଛି। ସିବିଆଇର ୨ଟିମ୍ ପୂର୍ବାହ୍ନରେ ପରମାଣପୁର ଗ୍ରାମରେ ରହୁଥିବା ଜି. ସତ୍ୟନାରାୟଣଙ୍କ ଚଢାଉ କରିଥିଲେ। ଜି. ସତ୍ୟନାରାୟଣ ରାଜ୍ୟ ଖାଦ୍ୟ ଯୋଗାଣ ବିଭାଗର ଜଣେ…
‘ଓଡ଼ିଶାରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବିଜୁବାବୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ବିଜେଡି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଦଳର ଜିଲା କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ର ଅଧ୍ୟକ୍ଷତା କରିଥିଲେ।…
କାଲି ହେବକି ଅନୁଭବ ଜାଗୃତିଙ୍କ ନିର୍ବନ୍ଧ, ବାହାଘର ହେବ….
ଭୁବନେଶ୍ୱର,୫।୩: ଓଲିଉଡ ସୁପରଷ୍ଟାର ତଥା ପୂର୍ବତନ ଲୋକସଭା ଏମ୍ପି ଅନୁଭବ ମହାନ୍ତି ପୁଣି ଥରେ ହାତକୁ ଦୁଇହାତ ହେବାକୁ ଯାଉଛନ୍ତି। ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଅନୁଭବ । ରାତି ପାହିଲେ ନିର୍ବନ୍ଧ ଆଉ ୧୧ ତାରିଖରେ ବାହାଘର । ଏହାକୁ…
ଅତାବିରାରେ ସିବିଆଇ ଚଢାଉ: ଯୋଗାଣ ବିଭାଗ ଲେବର୍ ଠିକାଦାରଙ୍କ ଘରେ ଚାଲିଛି ତନାଘନା, ଠିକାଦାରଙ୍କ ପୁଅକୁ ଉଠାଇ ନେଲା ସିବିଆଇ
ସରଣ୍ଡା, ୫।୩(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ପରମାନପୂର୍ ଗ୍ରାମରେ ରହୁଥିବା ଜି. ସତ୍ୟନାରାୟଣଙ୍କ ଘରେ ବୁଧବାର ସିବିଆଇ ଚଢାଉ ଚାଲିଛି। ବେଆଇନ ଟଙ୍କା କାରବାର ଅଭିଯୋଗକୁ ନେଇ ତନାଘନା କରୁଛି ସିବିଆଇ । ବିଶ୍ଵସ୍ତ ସୂତ୍ରରୁ ଜଣା…
ଧରିତ୍ରୀ ପ୍ରଭାବ: ପ୍ରଭାବିତ ଫସଲ ବୁଲି ଦେଖିଲେ କୃଷି ବିଭାଗ ଟିମ୍
ବରଗଡ଼,୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଧାନ ଫସଲରେ ରୋଗପୋକ ଉପଦ୍ରବ ହୋଇଛି। ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମା ସମେତ ବିଭିନ୍ନ ଗ୍ରାମର ଧାନ ଫସଲେ କାଣ୍ଡବିନ୍ଧା ପୋକ (ଗଣ୍ଠିପୋକ) ବ୍ୟାପି ବସିଛନ୍ତି। କୀଟନାଶକ ପ୍ରୟୋଗ ସତ୍ତ୍ବେ କିଛି ସୁଫଳ ମିଳୁ ନଥିବା…
ଦୁର୍ଘଟଣାରେ ଖବରକାଗଜ ବିତରକଙ୍କ ମୃତ୍ୟୁ ଘଟଣା:ଥାନା ଆଗରେ ମୃତଦେହ ରଖି ଧାରଣା
ବରଗଡ଼,୫।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ମିରଗିନ ଟିକ୍ରା ହନୁମାନ ମନ୍ଦିର ନିକଟରେ ଟ୍ରାକ୍ଟର ଧକ୍କାରେ ଆହତ ହୋଇଥିବା ଖବରକାଗଜ ବିତରକ ଶୁକ୍ରୁ ଭୁଏ(୩୮)ଙ୍କ ମଙ୍ଗଳବାର ସକାଳ ୯ଟାରେ ଭୀମସାର୍, ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତ…
ଧାନରେ ରୋଗପୋକ, କାମ କରୁନି କୀଟନାଶକ
ବରଗଡ଼,୫।୩(ପ୍ରେମାନନ୍ଦ ଖମାରୀ):କୃଷିପ୍ରଧାନ ବରଗଡ଼ ଜିଲାର ଚାଷୀଙ୍କୁ ଅଧିକାଂଶ ସମୟରେ ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିବାକୁ ପଡ଼ୁଛି। କେତେବେଳେ ଜଳାଭାବରୁ ମରୁଡ଼ି ପରିସ୍ଥିତି ତ ଆଉକେବେ ରୋଗପୋକ ଉପଦ୍ରବ ଯୋଗୁ ଚାଷୀଙ୍କ ଫସଲ ଉଜୁଡ଼ି ଯାଉଛି। ବର୍ତ୍ତମାନ ଜିଲାରେ ରବି ଧାନ ଫସଲ…
ବାଲ୍ୟ ବିବାହ ରୋକିଲା ବରଗଡ଼ ପ୍ରଶାସନ
ବରଗଡ଼,୪।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସିଲେଟ୍ ଗ୍ରାମରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ମଙ୍ଗଳବାର ପ୍ରଶାସନ ପକ୍ଷରୁ ବନ୍ଦ କରାଯାଇଛି। ଆସନ୍ତା ୭ତାରିଖ ଗ୍ରାମରେ ଉକ୍ତ ବାଲ୍ୟ ବିବାହ ଅନୁଷ୍ଠିତ ହେବାର ଥିଲା। ଏ ସମ୍ପର୍କରେ…
ଗରିବ, ଖଟିଖିଆଙ୍କୁ ଉଚ୍ଛେଦ, ବଡ଼ବଡ଼ିଆଙ୍କୁ ମାଫ୍
ବରଗଡ଼,୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାର ବିଭିନ୍ନ ସ୍ଥାନରେ ଜବରଦଖଲ ଉଚ୍ଛେଦ କରାଯାଉଛି। ପ୍ରଶାସନର ଏହି ଉଚ୍ଛେଦରେ ଗରିବ, ଖଟିଖିଆ ଲୋକଙ୍କ ଘରଦ୍ୱାର, ଠେଲା ଦୋକାନ ଭାଙ୍ଗି ଦିଆଯାଉଛି। ଅନ୍ୟପଟେ ବଡ଼ବଡ଼ିଆ ଲୋକେ ସରକାରୀ ଜମିରେ କୋଠାବାଡ଼ି କରିଥିଲେ ସୁଦ୍ଧା…
ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନିତ ହେଲା ନିଷ୍ଠା ପରିବାର
ବରଗଡ଼,୨।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ସ୍ବେଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ପକ୍ଷରୁ ଗତ ଜାନୁୟାରୀ ୧ତାରିଖରୁ ଫେବୃଆରୀ ୨୦ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୫୧ଦିନ ଧରି ରେଡ୍ଡ୍ରପ ଅଲଟ୍ରା ମାରାଥନ ଅଭିଯାନରେ ରକ୍ତଦାନ ଶିବିର କରି ଇତିହାସ ରଚିଛି। କ୍ରମାଗତ ୫୧ଦିନ…
Archives


