ବରଗଡ଼

ନଭେମ୍ବର ସରିଲା, ବିକ୍ରି ହେଲାନି ବସ୍ତାଏ ଧାନ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ ୨୮ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୩ଦିନ ବିତି ଯାଇଛି। ଆଜି ଭୋରରୁ ବର୍ଷା ହୋଇଛି। ଅନେକ ସ୍ଥାନରେ କ୍ଷେତ, ଖଳାରେ ପଡ଼ିଥିବା ଅମଳ ଧାନ…

ବରଗଡ଼ ଧନୁଯାତ୍ରା: ସରିଲା ଗୋପପୁର କଳାକାର ଚୟନ

ବରଗଡ଼,୩୦।୧୧(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ରବିବାର ଗୋପପୁର କଳାକାର ଚୟନ ପ୍ରକ୍ରିୟା ଶେଷ ହୋଇଛି। ଆସନ୍ତା ଡିସେମ୍ବର ୨୪ ତାରିଖରୁ ଆରମ୍ଭ ହୋଇ ୨୦୨୬ ମସିହା ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଏହି ୧୧ ଦିନିଆ ମହୋତ୍ସବ…

CISF ଜବାନ ଶହୀଦ: ଜନ୍ମମାଟିକୁ ବାହାରିଲା ଶୋଭାଯାତ୍ରା

ଅତାବିରା,୨୯।୧୧(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ସୋଢାପାଲି ଗ୍ରାମର ଦୂର୍ବାଦଳ ଭୁଏ। ତାମିଲନାଡୁର ମହେନ୍ଦ୍ରଗିରିରେ କାର୍ଯ୍ୟରତ ସମୟରେ ଶହୀଦ ହୋଇଛନ୍ତି। ଆଜି ଆଉ କିଛି ସମୟ ପରେ ତାଙ୍କ ଗ୍ରାମକୁ ତାଙ୍କର ପାର୍ଥିବଶରୀର ପହଞ୍ଚତ୍। ସେଠାରେ ତାଙ୍କୁ CISF ତରଫରୁ…

ବିକ୍ରି ହେଲାନି ଧାନ: ଆନ୍ଦୋଳନ ପାଇଁ ସଜବାଜ ଚାଷୀ

ବରଗଡ଼,୨୯।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଶୁକ୍ରବାରରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପରେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି ଅଧୀନରେ ମଣ୍ଡି ଖୋଲିଛି। ଗୁରୁବାର ରାତି ସୁଦ୍ଧା ଜିଲାର ପ୍ରାୟ ୭୭ହଜାର ଚାଷୀଙ୍କ ପାଖକୁ…

ଧାନଦରକୁ ନେଇ ଦ୍ବନ୍ଦ୍ବରେ ଚାଷୀ: ରାତାରାତି ଫଳକରୁ ହଟିଗଲା ବର୍ଦ୍ଧିତ ୬୯ ଟଙ୍କା

ବରଗଡ଼,୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଶୁକ୍ରବାରରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ଜିଲାରେ ରହିଥିବା ମଣ୍ଡି ଗୁଡିକ ଖୋଲାଯାଇଛି। ଚାଷୀମାନେ ଧାନ ଧରି ମଣ୍ଡିକୁ ମଧ୍ୟ ପହଞ୍ଚିଛନ୍ତି। ତେବେ ଚାଷୀଙ୍କ ଧାନ କିଣାଯିବା ତ ଦୂରର…

ଖୋଲିଲା ମଣ୍ଡି, କର୍ମଚାରୀଙ୍କ ଦେଖାନାହିଁ

ବରଗଡ଼,୨୮ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଶୁକ୍ରବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ଜିଲାରେ ରହିଥିବା ମଣ୍ଡିଗୁଡ଼ିକ ଖୋଲାଯାଇଛି। ଧାନ ଧରି ମଣ୍ଡିରେ ଚାଷୀମାନେ ମଧ୍ୟ ପହଞ୍ଚିଛନ୍ତି। ମଣ୍ଡିଗୁଡ଼ିକରେ ହଜାର ହଜାର ବସ୍ତା ଧାନ ବିକ୍ରି ଅପେକ୍ଷାରେ…

ଆଜିଠୁ ବରଗଡ଼ରେ ଧାନକିଣା: ଧାନବିକ୍ରି ଟୋକନ୍ ଧର୍ମକୁ ଆଖିଠାର

ବରଗଡ଼,୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଶୁକ୍ରବାରରୁ ଧାନ ସଂଗ୍ରହ ପ୍ରକ୍ରିୟା ହେବ। ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜିଲାରେ ପ୍ରଥମଥର ପାଇଁ ଧାନ ସଂଗ୍ରହ ପ୍ରକ୍ରିୟା ଏଭଳି ବିଳମ୍ବ ହୋଇଛି। ଏହାସତ୍ତ୍ୱେ ଏପର୍ଯ୍ୟନ୍ତ ଚାଷୀମାନଙ୍କୁ ଧାନବିକ୍ରି…

ବରଗଡ଼ ପାଇଁ ଗୌରବ: ୭ କଳାକାରଙ୍କୁ ମିଳିଲା ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

ବରଗଡ଼,୨୭।୧୧(ପ୍ରେମାନନ୍ଦ ଖମାରୀ): ରାଜ୍ୟ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ କଳା ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବୁଧବାର ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗର କଳାକାରଙ୍କୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ଏଥିରେ ବରଗଡ଼…

ବୈଷ୍ଣୋଦେବୀ ଦର୍ଶନ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ, ମାଧୋ ସିଂହଙ୍କ ପ୍ରତିଛବି ପ୍ରଦାନ କରି ଏମିତି ଦାବି କଲେ…

ବରଗଡ,୨୭।୧୧(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ବୁଧବାର ସସ୍ତ୍ରୀକ ବରଗଡ଼ ସହର ଉପକଣ୍ଠ ତୁରୁଙ୍ଗାସ୍ଥିତ ମାଁ ବୈଷ୍ଣୋଦେବୀ ମନ୍ଦିରକୁ ଆସିଥିଲେ। ସେ ତାଙ୍କ ଏହି ଗସ୍ତରେ ବୈଷ୍ଣୋଦେବୀଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିଥିଲେ। ମୁଖ୍ୟମନ୍ତ୍ରୀ ସାଏଙ୍କୁ ମନ୍ଦିର କମିଟି ଏବଂ…

ବରଗଡ଼ରେ ଏଏପିର ବିକ୍ଷୋଭ ଶୋଭାଯାତ୍ରା

ବରଗଡ଼,୨୭ା୧୧(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଦିବସ ଓ ଦଳର ସ୍ଥାପନା ଦିବସ ଅବସରରେ ବୁଧବାର ଆମ ଆଦମୀ ପାର୍ଟି ଓଡ଼ିଶା (ଏଏପି) ପକ୍ଷରୁ ବରଗଡ଼ ସହରରେ ବିକ୍ଷୋଭ ଶୋଭାଯାତ୍ରା ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲଖପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଗତ ସାଧାରଣ ନିର୍ବାଚନ…

ଚାଲିଥିଲା ବାଲ୍ୟ ବିବାହ, ପହଞ୍ଚିଗଲେ ବଜରଙ୍ଗ ଦଳ କର୍ମୀ, ଆଉ ତା’ ପରେ…

ବରଗଡ଼,୨୬ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରସ୍ଥିତ ଗୋବିନ୍ଦପାଲିରେ ବୁଧବାର ଜଣେ ନାବାଳିକା(୧୩)ଙ୍କ ସହିତ ୨୯ବର୍ଷର ଜଣେ ଯୁବକଙ୍କ ସହିତ ବିବାହ ଚାଲିଥିଲା। ତେବେ ଏହି ସମୟରେ ସ୍ଥାନୀୟ ବଜରଙ୍ଗ ଦଳ କର୍ମୀଙ୍କ ହସ୍ତକ୍ଷେପ ପରେ ବିବାହ ଅଟକିଥିଲା। ଖବର ପାଇ ବରଗଡ଼ ଟାଉନ…

ବରଗଡ଼ର ଏହି ରାସ୍ତାରେ ଭାରୀଯାନ ଚଳାଚଳ ଉପରେ ଲାଗିଲା ରୋକ୍, ମାସେ ଧରି ବଳବତ୍ତର ରହିବ…

ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ବରପାଲି ଗାନ୍ଧିଛକଠାରୁ ରାମପୁର ରାସ୍ତାରେ ଭାରୀଯାନ ଚଳାଚଳ ଉପରେ ଜିଲା ପ୍ରଶାସନ କଟକଣା ଜାରି କରିଛି। ଜିଲାପାଳଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ବିଜ୍ଞପ୍ତି(ନ‍ଂ-୨୮୨୪, ତା-୨୫।୧୧।୨୦୨୫)ରେ ଉଲ୍ଲେଖ ରହିଛି, ବରପାଲି ସହରରେ ଟ୍ରାଫିକ ସମସ୍ୟା ଏଡାଇବା ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?