ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳନ କଲେ ବରଗଡ଼ର ସରକାରୀ କର୍ମଚାରୀ, ସମ୍ମାନିତ ହେଲେ ଜିଲାର ୧୫ ବୁଣାକାର
ବରଗଡ,୩।୪(ପ୍ରେମାନନ୍ଦ ଖମାରୀ) – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ବାନକ୍ରମେ ଏପ୍ରିଲ ୧ ଓଡ଼ିଶା ଦିବସରୁ ଏପ୍ରିଲ ୧୪, ଓଡ଼ିଆ ନବବର୍ଷ ଯାଏ ପ୍ରଥମଥର କରି ପାଳନ ହେଉଥିବା ‘ଓଡ଼ିଆ ପକ୍ଷ-୨୦୨୫’ର ତୃତୀୟ ଦିବସକୁ ପାରମ୍ପରିକ ପୋଷାକ ପରିଧାନ ଦିବସ ରୂପେ…
ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପରେ ତାଲା: ତେଜିଲା ଚାଷୀ ଅସନ୍ତୋଷ, ଆନ୍ଦୋଳନ ଚେତାବନୀ
ବରଗଡ଼, ୨।୪(ପ୍ରେମାନନ୍ଦ ଖମାରୀ) – ଅଣଜଳସେଚିତ ଅଞ୍ଚଳର ଚାଷଜମିକୁ ପାଣି ମଡାଇବା ପାଇଁ ପାର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା। ମାତ୍ର ଜିଲାର ଅମ୍ବାଭାନା ବ୍ଲକ ଅଞ୍ଚଳରେ ରହିଥିବା ଏହି ପ୍ରକଳ୍ପର ପମ୍ପ ହାଉସ ଗୁଡିକରେ ମଙ୍ଗଳବାରଠାରୁ ତାଲା…
ଉଜ୍ୱଳ ଭବିଷ୍ୟତର କାମନା କରି ପିଲାଙ୍କୁ ଖଡ଼ି ଛୁଆଁଇଲେ ବରଗଡ଼ ଜିଲାପାଳ
ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଆ ପକ୍ଷ ପାଳନର ଦ୍ୱିତୀୟ ଦିନ ବୁଧବାରରେ ରାଜ୍ୟର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ଶିକ୍ଷାବର୍ଷରୁ ଲାଗୁ କରାଯାଇଥିବା ନୂତନ ଶିକ୍ଷାନୀତି ଆରମ୍ଭ ହୋଇଛି। ଶିଶୁବାଟିକାରେ କୁନିକୁନି ପିଲାମାନେ ନାମ ଲେଖାଇବାକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବାକ୍ଷରିତ…
ପୂର୍ବତନ ଏନ୍ଏସି ଅଧ୍ୟକ୍ଷଙ୍କ ପରଲୋକ
ପଦ୍ମପୁର,୨ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଏନ୍ଏସିର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପାର ବରିଷ୍ଠ ନେତା ସତ୍ୟବାନ ଅଗ୍ରଓ୍ବାଲଙ୍କ ୭୦ବର୍ଷ ବୟସରେ ପଦ୍ମପୁରସ୍ଥିତ ବାସଭବନରେ ମଙ୍ଗଳବାର ରାତିରେ ପରଲୋକ ଘଟିଛି। ସ୍ବର୍ଗତ ଅଗ୍ରଓ୍ବାଲ ୧୯୯୭ରୁ୨୦୦୩ ପର୍ଯ୍ୟନ୍ତ ପଦ୍ମପୁର ନଗରପାଳ ଦାୟିତ୍ୱ ତୁଲାଇଥିବା…
ନାରୀ ନିର୍ଯାତନା ବନ୍ଦ ହେଉ: ଗାନ୍ଧୀ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ
ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ଓଡ଼ିଶା ପ୍ରଦେଶ ଗଠନ ଓ ବରଗଡ଼ ଜିଲା ଗଠନ ଦିବସ ଅବସରରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଖୁସି ମନାଇବା ସହିତ ସହରରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।…
ଜିଲାସ୍ତରୀୟ ଓଡିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ: ମାତୃଭାଷାର ସୁରକ୍ଷା ଓ ରାଜ୍ୟର ବିକାଶରେ ସାମିଲ ହେବାକୁ ଆହ୍ବାନ
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପ୍ରଶାସନ ତଥା ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୂଲ୍ୟରେ ମଙ୍ଗଳବାର ଜିଲାସ୍ତରୀୟ ଓଡ଼ିଶା ଦିବସ ଏବଂ ବରଗଡ଼ ଜିଲାପ୍ରତିଷ୍ଠା ଦିବସ ମହାଆଡମ୍ବର ସହକାରେ ପାଳିତ ହୋଇଛି । ଏହି ଅବସରରେ ଜିଲାପାଳ ଆଦିତ୍ୟ ଗୋୟଲ…
ଉତ୍କଳକୁ ବିରୋଧ:କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ
ବରଗଡ଼, ୧।୪(ପ୍ରେମାନନ୍ଦ ଖମାରୀ): ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ଧୂମଧାମରେ ପାଳନ କରାଯାଉଛି। ତେବେ ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ କୋଶଲ ସଂଗଠନ ସମୂହ ଉତ୍କଳ ଦିବସ ଏବଂ ବନ୍ଦେ ଉତ୍କଳ ଜନନୀକୁ ବିରୋଧ କରି ଆସୁଛନ୍ତି। ଏଥର…
ଅନ୍ତ୍ୟୋଦୟ ଗୃହ ଯୋଜନା ଗରିବଙ୍କ ଭରସା: ହିତାଧିକାରୀ ପିଛା ମିଳିବ ୧.୨୦ଲକ୍ଷ ଟଙ୍କା
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗୋରୁ ମାର୍କେଟ୍ ପରିସରରେ ରବିବାର ଜିଲାସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼ ଏମ୍ପି ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କହିଥିଲେ, ଘର ଖଣ୍ଡିଏ ପାଇବା ଗରିବ…
ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା
ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ(ଓସାକା), ହାଇଦ୍ରାବାଦ ଆୟୋଜନରେ ଏବଂ…
ବିକାଶ ଶିକ୍ଷାନୁଷ୍ଠାନରେ ସେମିନାର
ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିକାଶ ସ୍କୁଲ ଅଫ୍ ବିଜନେସ୍ ମ୍ୟାନେଜମେଣ୍ଟ ପକ୍ଷରୁ କ୍ୱାଣ୍ଟମ୍ ଟେକ୍ନୋଲୋଜି ଏବଂ ନାନୋଚିପ୍ ଟେକ୍ନୋଲୋଜି ବିଷୟରେ ଏକ ସେମିନାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆମେରିକାର ଜ୍ୟାକ୍ସନ ଷ୍ଟେଟ୍ ୟୁନିଭର୍ସିଟିର ଗବେଷଣାରେ କାର୍ଯ୍ୟରତ ରୋଶନ ପଧାନ ମୁଖ୍ୟବକ୍ତା…
ଆନନ୍ଦଉଲ୍ଲାସ ମଧ୍ୟରେ ଭାଇଚାରାର ପର୍ବ ଇଦ-ଉଲ-ଫିତର ପାଳିତ: ଇଦଗାହ ପଡିଆରେ ଭିଡ଼
ବରଗଡ଼, ୩୧।୩(ପ୍ରେମାନନ୍ଦ ଖମାରୀ) – ବରଗଡ ସହରରେ ଇଦ ଉଲ ଫିତର୍ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁସଲିମ ସମ୍ପ୍ରଦାୟର ଲୋକେ ମାସେବ୍ୟାପୀ କଠୋର ସାଧନା ସହ ସଂଯମ କରି ରମଜାନ ମାସକୁ ଉପବାସ ଭାବରେ ପାଳନ କରିଥିଲେ। ରବିବାର…
ହଳଧର ସାହିତ୍ୟ ଅସ୍ମିତାର ଆବାହନ
ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟସ୍ତରୀୟ କାର୍ଯ୍ୟକ୍ରମର ଉଦ୍ଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଓସାକା, ହାଇଦ୍ରାବାଦ ଆୟୋଜନ ଏବଂ କୋଶଳ…
Archives


