ବରଗଡ଼

ମଣ୍ଡିରୁ ଉଠୁନି ଧାନ, ବ୍ଲକ ଅଫିସରେ ଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୯।୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ପ୍ରାୟ ତିନି ମାସ ବିତି ଗଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିଗୁଡିକୁ ବନ୍ଦ...

ପଣ୍ୟାଗାର କାର୍ଯ୍ୟକ୍ଷମ ଦାବି: ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଲେ ଶ୍ରମିକ

ବରଗଡ଼ ଅଫିସ,୯।୨: ବରଗଡ଼ ସହର ଉପକଣ୍ଠ କେନ୍ଦପାଲିସ୍ଥିତ ପଣ୍ୟାଗାର ଗତବର୍ଷ ଜୁନ ମାସରୁ ବନ୍ଦ ରହିଛି। ଫଳରେ ଏହି ପଣ୍ୟାଗାରରେ କାର୍ଯ୍ୟ କରି ପରିବାର ପୋଷଣ କରୁଥିବା ଶ୍ରମିକ (ହେମାଲି)ମାନେ ବେରୋଜଗାରକ୍ଷମ ହୋଇ ପଡିଛନ୍ତି। ଏ ନେଇ ସେମାନେ ଓଡ଼ିଶା...

ଫ୍ରିଜର ପୋଡି ସଂଗୃହିତ ୧୦ ୟୁନିଟ୍‌ ରକ୍ତ ନଷ୍ଟ

ବରଗଡ଼ ଅଫିସ୍‌,୭।୨: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ରକ୍ତ ସଂରକ୍ଷଣ ବିଭାଗର ଫ୍ରିଜରରେ ରହିଥିବା ୧୦ ୟୁନିଟ୍‌ ସଂଗୃହିତ ରକ୍ତ ନଷ୍ଟ ହୋଇଛି। କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁ ଫ୍ରିଜର ଖରାପ ହେବାରୁ ଏଭଳି ହୋଇଥିବା ବିଭାଗୀୟ କର୍ତ୍ତୃପକ୍ଷ ସଫେଇ...

ଆରପିଏଫ୍‌ କର୍ମଚାରୀଙ୍କ ବଦାନ୍ୟତା: ରେଳଯାତ୍ରୀଙ୍କୁ ଫେରାଇଲେ ହଜିଲା ଭାନିଟି ବ୍ୟାଗ୍‌

ବରଗଡ଼ ଅଫିସ୍‌,୭।୨: ବରଗଡ଼ ଆର୍‌ପିଏଫ୍‌ କର୍ମଚାରୀ ଶନିବାର ଜଣେ ରେଳଯାତ୍ରୀଙ୍କ ହଜିଲା ଭାନିଟି ବ୍ୟାଗକୁ ସମ୍ପୃକ୍ତ ଯାତ୍ରୀଙ୍କୁ ଫେରାଇଛନ୍ତି। ଶେଖ୍‌ ଅଜିଜୁର ରେହମନ ନାମକ ଜଣେ ଯାତ୍ରୀ ତାଙ୍କର ସ୍ତ୍ରୀଙ୍କ ସହିତ ପୁରୀ-ଦୁର୍ଗ ଏକ୍ସପ୍ରେସରେ କଟକରୁ ବରଗଡ଼ ଆସିଥିଲେ। ଶନିବାର...

ଚକାଜାମ କଲେ ଚାଷୀ: ବରଗଡ଼ର ୮ଟି ସ୍ଥାନରେ ଚାଲିଛି ଆନ୍ଦୋଳନ

ବରଗଡ଼ ଅଫିସ,୬।୨: ଅଖିଳ ଭାରତୀୟ କିଷାନ ସଂଘର୍ଷ ସମନ୍ବୟ ସମିତି ଆହ୍ବାନ କ୍ରମେ ଶନିବାର ବରଗଡ଼ ଜିଲାରେ ଏକାଧିକ ଚାଷୀ ସଂଗଠନ ନେତୃତ୍ୱରେ ସ୍ବତଃସ୍ଫୁର୍ତ୍ତଭାବେ ଚାଷୀମାନେ ଚକାଜାମ ଆନ୍ଦୋଳନକୁ ଓହ୍ଲାଇଛନ୍ତି। କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ପ୍ରତ୍ୟାହାର ଦାବି...

ବରଗଡ଼ ଜିଲାପାଳ, ଏସ୍‌ପି ନେଲେ କୋଭିଡ ଟିକା

ବରଗଡ଼ ଅଫିସ,୬।୨: ବରଗଡ଼ ଜିଲାରେ ଶନିବାର କୋଭିଡ ଟିକାକରଣ ଚାଲିଛି। ଜିଲାପାଳଙ୍କ ଅଫିସ ପରିସରରେ ଅନୁଷ୍ଠିତ ଏହି ଟିକାକରଣ କାର୍ଯ୍ୟକ୍ରମରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ପ୍ରଥମେ ଟିକା ନେଇଥିଲେ। ସେହିପରି ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଚାଲିଥିବା ଟିକାକରଣ କାର୍ଯ୍ୟକ୍ରମରେ ଏସ୍‌ପି...

ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ ଗୁପ୍ତ ଏଜେଣ୍ଡା ସରକାର ପ୍ରକାଶ କରନ୍ତୁ: ପ୍ରଦୀପ ପୁରୋହିତ

ବରଗଡ଼ ଅଫିସ,୪।୨: ମୁଖ୍ୟ ଶାସନ ସଚିବ ଏବଂ ୫-ଟି ସଚିବ ବୁଧବାର ତୋଫାନୀ ଗସ୍ତରେ ଗନ୍ଧମାର୍ଦ୍ଦନ ପାହାଡ଼ର ଉଭୟ ପାଖରେ ଥିବା ନୃସିଂହନାଥ ଓ ହରିଶଙ୍କର ମନ୍ଦିର ପରିଦର୍ଶନରେ ଆସିଥିଲେ। ଏହି ଗସ୍ତର କିଛି ଗୁପ୍ତ ଏଜେଣ୍ତା ରହିଛି କି...

‘ଶ୍ରୀମନ୍ଦିର ଢାଞ୍ଚାରେ ନୃସିଂହନାଥର ବିକାଶ କରାଯିବ’

ବରଗଡ଼ ଅଫିସ୍‌/ପାଇକମାଲ,୩।୨: ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ କୁମାର ତ୍ରିପାଠୀ, ଜଳସମ୍ପଦ ବିଭାଗ ସଚିବ ଅନୁ ଗର୍ଗ, ୫-ଟି ସଚିବ ଭି.କେ.ପାଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର୍‌.ଭିନିଲ କ୍ରିଷ୍ଣା ବୁଧବାର...

ବରଗଡ଼ ଗସ୍ତରେ ୫-ଟି ସଚିବ, ମୁଖ୍ୟ ଶାସନ ସଚିବ; ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ପାଇକମାଳ,୩।୨(ଡି.ଏନ୍‌.ଏ.) : ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭିକେ ପାଣ୍ଡିଆନ ବୁଧବାର ନୃସିଂହନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ସହିତ ସେ ମନ୍ଦିର ପାଶର୍‌ବବର୍ତ୍ତୀ ଅଞ୍ଚଳ ବୁଲି ଦେଖିଥିଲେ।...

ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ପ୍ୟାକ୍ସ ସମ୍ପାଦକ

ବରଗଡ଼ ଅଫିସ,୧।୨: ବରଗଡ଼ ଛିଲାର ୧୦ଟି ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକଙ୍କୁ ନିଲମ୍ବିତ କରାଯାଇଛି। ୨୦୧୮-୧୯ ରବି ଧାନ କିଣାବିକାରେ ହୋଇଥିବା ଅନିୟମିତତା ତଥା ରାଜ୍ୟସ୍ତରୀୟ ଏକ ସ୍କ୍ବାଡର ରିପୋର୍ଟ ଆଧାରରେ ସେମାନଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ...

ମଣ୍ଡିରୁ ଉଠୁନି ଧାନ, ଅନଶନରେ ବସିଲେ ଜିଲା ପରିଷଦ ଅଧ୍ୟକ୍ଷା

ବରଗଡ଼ ଅଫିସ,୧।୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ସପ୍ତାହକ ପରେ ତିନିମାସ ପୂରିବ। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ...

ରାଇସ୍‌ ମିଲ୍‌ କରୁଛି ପ୍ରଦୂଷଣ: ମିଲ୍‌ ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ବରଗଡ଼ ଅଫିସ୍‌,୩୧।୧: ବରଗଡ଼ ଜିଲାରେ ଛତୁ ଫୁଟିଲା ଭଳି ରାଇସ୍‌ ମିଲ୍‌ ଗଢ଼ି ଉଠୁଛି। କେତେକ ରାଇସ୍‌ ମିଲ୍‌ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ଗାଇଡଲାଇନ୍‌ ମାନୁ ନ ଥିବା ଯୋଗୁ ପ୍ରଦୂଷଣ ବଢ଼ି ଚାଲିଛି। ଅନ୍ୟପଟେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri