ବରଗଡ଼

ନାମଲେଖା ନିୟମ ପରିବର୍ତ୍ତନ ଦାବି କଲା ଅଭିଭାବକ ମହାସଂଘ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ଜାତୀୟ ଶିକ୍ଷାନୀତି ଅନୁସାରେ ରାଜ୍ୟରେ ନାମଲେଖା ପ୍ରକ୍ରିୟାକୁ ଓଡିଶା ଅଭିଭାବକ ମହାସଂଘ ବିରୋଧ କରିଛି। ସେଭଳି ଢଙ୍ଗରେ ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବା ପାଇଁ ଦାବି ହୋଇଛି। ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ପକ୍ଷରୁ ବୁଧବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ…

ବିଦ୍ୟୁତ୍‌ ସମସ୍ୟା ପ୍ରତିବାଦରେ ଚାଷୀଙ୍କ ଧାରଣା

ବରଗଡ଼, ୨୦।୩(ପ୍ରେମାନନ୍ଦ ଖମାରୀ)ବିଦ୍ୟୁତ ସମସ୍ୟା ନେଇ ବରଗଡ଼ ଜିଲାରେ ଚାଷୀ ଅସନ୍ତୋଷ ତେଜି ଉଠିଛି। ବୁଧବାର କୃଷକ ପରିବାର, ଭଟଲି ପକ୍ଷରୁ ସ୍ଥାନୀୟ ବିଦ୍ୟୁତ୍‌ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ବିଭାଗୀୟ ଯନ୍ତ୍ରୀ ପହଞ୍ଚି ଆଲୋଚନା କଲାପରେ ଚାଷୀମାନେ ଧାରଣାରୁ ଉଠିଥିଲେ।…

୪୫ଜଣଙ୍କୁ ମିଳିବ ମହିଳା ପ୍ରତିଭା ସମ୍ମାନ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଜନ କଲ୍ୟାଣ ସେବା ଟ୍ରଷ୍ଟ ତରଫରୁ ଆସନ୍ତା ୨୭ତାରିଖ ମହିଳା ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଏକ ହୋଟେଲ…

ବରଗଡ଼ରେ ଚାଞ୍ଚଲ୍ୟ: ଯୁବକଙ୍କୁ ହତ୍ୟା, ପୋଲିସର ତନାଘନା ଆରମ୍ଭ

ବରଗଡ଼, ୧୯।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣକ ହେଲେ, ଉକ୍ତ ଗ୍ରାମର ସୁଧାଂଶୁ ପ୍ରଧାନ (୨୫) । ଖବର ପାଇ ବୁଧବାର…

ନିର୍ବାଚନ ପ୍ରକ୍ରିୟା ସୁଦୃଢ଼ କରିବାକୁ ଗୁରୁତ୍ୱ

ବରଗଡ଼,୧୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସମ୍ମିଳନୀ କକ୍ଷରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରତିଷ୍ଠିତ ଆଇନ ଅନୁଯାୟୀ ନିର୍ବାଚନ ପ୍ରକ୍ରିୟାକୁ ଆହୁରି ସୁଦୃଢ କରିବା ଉଦ୍ଦେଶ୍ୟରେ ବୁଥ୍‌ସ୍ତରୀୟ ପ୍ରତିନିଧିଙ୍କ ନିଯୁକ୍ତି ବିଷୟରେ ଏକ ବୈଠକ…

କବିତା ସଂକଳନ ‘ଚୟନିକା’ ଉନ୍ମୋଚିତ

ବରଗଡ, ୧୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଏକ ହୋଟେଲ ସମ୍ମିଳନୀ କକ୍ଷରେ ସୋମବାର କବି ସୌଭାଗ୍ୟବନ୍ତ ମହାରଣାଙ୍କ ସମ୍ପାଦିତ ଏବଂ କବି ରୋହିତ ଦାଶଙ୍କ ନିର୍ବାଚିତ କବିତା ସଂକଳନ ‘ଚୟନିକା’ ଉନ୍ମୋଚିତ ହୋଇଯାଇଛି। ସୃଷ୍ଟି ଫାଉଣ୍ଡେଶନର ଅଧ୍ୟକ୍ଷା ଜିତାରାଣୀ ଦାଶ ସ୍ବାଗତ ଭାଷଣ…

‘ଆଲୋକରେ ଶବ୍ଦନୃତ୍ୟ’ ପୁସ୍ତକ ଲୋକାର୍ପିତ

ବରଗଡ଼,୧୯ା୩(ପ୍ରେମାନନ୍ଦ ଖମାରୀ): ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ସ୍ମୃତି କମିଟି ବରଗଡ଼ ପକ୍ଷରୁ ଗାନ୍ଧୀ ସ୍ମୃତି ପାଠାଗାରରେ ସୋମବାର ଶବ୍ଦନୃତ୍ୟର ପ୍ରଣେତା ଗୁରୁ ଭଗବାନ ସାହୁଙ୍କ ପଟ୍ଟଶିଷ୍ୟ ଶାସ୍ତ୍ରୀୟ ଶବ୍ଦନୃତ୍ୟ ଗୁରୁ ଭାଗବତ ପଧାନ (ଭାଗବତିଆ)ଙ୍କ ଲିଖିତ ପୁସ୍ତକ ‘ଆଲୋକରେ ଶବ୍ଦନୃତ୍ୟ’ର…

ଅଙ୍ଗନୱାଡ଼ି କର୍ମୀଙ୍କ ଦାବିକୁ ଅଣଦେଖା, ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ଅଙ୍ଗନୱାଡି ଲେଡିଜ୍‌ ୱାର୍କର୍ସ ଆସୋସିଏଶନର ଦାବି ସମୂହ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅଙ୍ଗନୱାଡି କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଭାରତୀୟ ମଜଦୂର ସଂଘ ସହବନ୍ଧିତ…

ଲେଙ୍ଗୁମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ପୌର ପରିଷଦର ନୋଟିସ୍ -ଏଥର ଉଚ୍ଛେଦ ହେବ ତ !

ବରଗଡ, ୧୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ମସିହାରୁ ଦାବି ଜୋର୍‌ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ…

ବରଗଡ଼ର ଅଧିଷ୍ଠାତ୍ରୀ ମା’ ସମଲେଇଙ୍କ ଶୀତଳ ଯାତ୍ରା, ଏକ ଅନନ୍ୟ ପରମ୍ପରା

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ଶୀତଳ ଯାତ୍ରା ଏକ ଅନନ୍ୟ ପରମ୍ପରା। ପ୍ରତିବର୍ଷ ଚୈତ୍ର ମାସ ମଙ୍ଗଳବାର ଏହା ଅନୁଷ୍ଠିତ ହୋଇଥାଏ । ଏହି କ୍ରମରେ ମଙ୍ଗଳବାର ଦେବୀଙ୍କ ଶୀତଳ ଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ…

ସରକାରଙ୍କ କୃଷିନୀତିରେ ଚାଷୀ ହେବେ ସର୍ବସ୍ବାନ୍ତ

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): କୃଷକମାନଙ୍କୁ ଉତ୍ପାଦିତ ଫସଲର ଉଚିତ ମୂଲ୍ୟ ମିଳୁ ନାହିଁ । ଏହି କାରଣରୁ କୃଷକମାନେ ଋଣଗ୍ରସ୍ତ ହେଉଛନ୍ତି। ବ୍ୟାଙ୍କ ଏବଂ ସାହୁକାରଙ୍କଠାରୁ ଋଣ ଆଣି ଚାଷୀମାନେ ଚାଷବାସ କରୁଛନ୍ତି। ମାତ୍ର ସରକାରଙ୍କ ତ୍ରୁଟିପୂର୍ଣ୍ଣ କୃଷିନୀତି ଯୋଗୁ ଚାଷୀଙ୍କୁ ଉତ୍ପାଦିତ…

ପୁଞ୍ଜିପତିଙ୍କୁ ଚାଷୀଙ୍କ ଜମି ଟେକିଦେବା ହିଁ କୃଷିନୀତିର ଲକ୍ଷ୍ୟ: ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): କୃଷକମାନଙ୍କୁ ଉତ୍ପାଦିତ ଫସଲର ଉଚିତ ମୂଲ୍ୟ ମିଳୁ ନାହିଁ । ଏହି କାରଣରୁ କୃଷକମାନେ ଋଣଗ୍ରସ୍ତ ହେଉଛନ୍ତି। ବ୍ୟାଙ୍କ ଏବଂ ସାହୁକାରଙ୍କଠାରୁ ଋଣ ଆଣି ଚାଷୀମାନେ ଚାଷବାସ କରୁଛନ୍ତି। ମାତ୍ର ସରକାରଙ୍କ ତ୍ରୁଟିପୂର୍ଣ୍ଣ କୃଷିନୀତି ଯୋଗୁ ଚାଷୀଙ୍କୁ ଉତ୍ପାଦିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri