୭୫ ଅଭିଯୋଗ ଶୁଣାଣି କଲେ ଜିଲାପାଳ
ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲାପାଳଙ୍କ ସମେତ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ…
କାଠ ବୋଝେଇ ମହିନ୍ଦ୍ରା ଜବତ
ପଦ୍ମପୁର,୧୭୩ (ପ୍ରଦୀପ୍ତ ଦାଶ)-ପଦ୍ମପୁର ବ୍ଲକ ବୋଡ଼େନ ଥାନା ଅନ୍ତର୍ଗତ ଧଉଁଲିବାହାଲ ଗ୍ରାମଠାରେ ବିଜା ଗଣ୍ଡି ଚୋରି କରି ନେଉଥିବା ମହିନ୍ଦ୍ରା ମ୍ୟାକ୍ସ ପିକପ (ଓଆର ୦୩ ଡି ୧୮୩୨)ଗାଡ଼ିକୁ ବନ ବିଭାଗ ଜବତ କରିଛି। ଜବତ କାଠ ୪୦ ସିଏଫ୍ଟି ହୋଇଥିବା…
୩୧ଲକ୍ଷ ଟଙ୍କା ଅନିୟମିତତା ମାମଲା : ପୂର୍ବତନ ପ୍ୟାକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ
ବରଗଡ଼, ୧୭।୩( ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଲଖନପୁର ପ୍ରାଥମିକ କୃଷି ସମବାୟ ସମିତିର ପୂର୍ବତନ ସମ୍ପାଦକ ଧୃବଚରଣ ସାହୁଙ୍କୁ ସୋମବାର ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୋଧରେ ୩୧ଲକ୍ଷ ୪୭ହଜାର ୬୮୫ ଟଙ୍କା ଅନିୟମିତତା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଏହାର…
ଘରୁ ଯାଇ ଆଉ ଫେରି ନ ଥିଲେ ଛାତ୍ର, ଆଜି ମିଳିଲା ମୃତଦେହ
ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ କେଲେଣ୍ଡାପାଲି ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଗୁଡିଆ ଗ୍ରାମର ନବମ ଶ୍ରେଣୀ ଛାତ୍ର ସମୀର ପ୍ରଧାନ ରବିବାରରୁ ନିଖୋଜ ଥିଲେ। ବହୁ ଖୋଜାଖୋଜି କରିବା ପରେ ମଧ୍ୟ ପରିବାର ଲୋକେ ସମୀରଙ୍କର କୌଣସି ସନ୍ଧାନ ପାଇ…
ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ: ଯୋଗଦେଲେ ଭାରତୀୟ କିଷାନ ୟୁନିଅନ ପ୍ରବକ୍ତା ରାକେଶ ଟିକାୟତ
ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୟାଁ ଖେଳ ପଡ଼ିଆରେ ସୋମବାର ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ ଆରମ୍ଭ ହୋଇଛି। ଏଥିରେ ଭାରତୀୟ କିଷାନ ୟୁନିଅନର ପ୍ରବକ୍ତା ରାକେଶ ଟିକାୟତଙ୍କ ସମେତ ଆନେକ ରାଷ୍ଟ୍ରୀୟ ସ୍ତରୀୟ କୃଷକ ନେତା ଯୋଗଦାନ କରିଛନ୍ତି। ବରଗଡ଼ ଜିଲା…
ପୁଞ୍ଜିପତିଙ୍କୁ ସୁହାଉଛି କୃଷି ନୀତି, ଋଣଗ୍ରସ୍ତ ହୋଇ ଚାଷୀ ଆପଣାଉଛନ୍ତି…
ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସାୟଂ ଖେଳ ପଡ଼ିଆରେ ସୋମବାର ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ ରବିବାର ବରଗଡ଼ ଜିଲା ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ…
ନିଆରା ପରମ୍ପରା: ତପୋବନରେ ଫୁଲର ହୋଲି
ବରଗଡ଼,୧୪ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭଟଲି ରୋଡ୍ସ୍ଥିତ ତପୋବନ ଆଶ୍ରମରେ ଷଷ୍ଠ ବର୍ଷ ସାମୂହିକ ଭାବେ ଫୁଲରେ ହୋଲି ପାଳନ କରାଯାଇଥିଲା। ବିନା ରାସାୟନିକ ରଙ୍ଗ ବ୍ୟବହାର କରି ଫୁଲରେ ହୋଲି ଏକ ନିଆରା କାର୍ଯ୍ୟକ୍ରମ ଥିଲା। ହୋଲି ପାଳନ କରିବାର ଏହି…
୧୭ରେ କୃଷକ ମହାପଞ୍ଚାୟତ
ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୭ତାରିଖରେ ବରଗଡ ଜିଲା ସୟାଁ ଖେଳ ପଡ଼ିଆରେ କୃଷକ ମହାପଞ୍ଚାୟତ ହେବ। ଏଥିପାଇଁ ଜିଲାର ସମସ୍ତ ଗାଁ ଗାଁରେ ଜୋରଦାର ପ୍ରସ୍ତୁତି ଚାଲିଛି l ଚାଷୀମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟସ୍ତରର…
ଜାତୀୟ ମାଷ୍ଟର ଗେମ୍ସ, ବିଦ୍ୟାଧରଙ୍କୁ ମିଳିଲା ସ୍ବର୍ଣ୍ଣ
ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ସପ୍ତମ ଜାତୀୟ ମାଷ୍ଟର ଗେମ୍ସ ପ୍ରତିଯୋଗିତାରେ ବରଗଡ଼ ଜିଲା ଅତାବିରା ବ୍ଲକ ଅଧୀନ କାଦୋବାହାଲ ଗ୍ରାମର ବିଦ୍ୟାଧର ସାହୁ କ୍ରୀଡ଼ାରେ ରେକର୍ଡ ସୃଷ୍ଟି କରିଛନ୍ତି। ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବ୍ୟକ୍ତିଗତ ଇଭେଣ୍ଟ ୪୦୦…
ବରଗଡ଼ରେ ଚାଞ୍ଚଲ୍ୟ: କୁକୁଡା ଫାର୍ମରେ ଚାଲିଥିଲା ନକଲି ମଦ ପ୍ରସ୍ତୁତି, ପହଞ୍ଚିଗଲା ଅବକାରୀ ଟିମ, ତା’ପରେ…
ବରଗଡ଼, ୧୩।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲା ଅବକାରୀ ବିଭାଗ ଗୁରୁବାର ଏକ ନକଲି ଦେଶୀମଦ ପ୍ରସ୍ତୁତି ପ୍ଲାଣ୍ଟ ଠାବ କରିଛି। ଜିଲାର ମେଲଛାମୁଣ୍ଡା ଥାନା କୁଚିପାଲି -କଟାପାଲି ରାସ୍ତାରେ ରହିଥିବା ଏକ କୁକୁଡା ଫାର୍ମରେ ତାହା ଚାଲିଥିଲା। ସେଠାରୁ ବ୍ୟବହୃତ…
କଳଙ୍ଗା ସମ୍ପ୍ରଦାୟଙ୍କୁ ଏସ୍ଟି ମାନ୍ୟତା ମିଳୁ: କେନ୍ଦ୍ର ସରକାରଙ୍କୁ ଅନୁରୋଧ କଲେ ପ୍ରଦୀପ ପୁରୋହିତ
ବରଗଡ,୧୩। ୩(ପ୍ରେମାନନ୍ଦ ଖମାରୀ): କଳଙ୍ଗା ସମ୍ପ୍ରଦାୟଙ୍କୁ ଅନୁସୂଚିତ ଜନଜାତି(ଏସ୍ଟି)ର ମାନ୍ୟତା ଦିଆଯାଉ ବୋଲି କେନ୍ଦ୍ର ସରକାରଙ୍କ ନିକଟରେ ବରଗଡ଼ ଲୋକ ସଭା ଏମ୍ପି ପ୍ରଦୀପ ପୁରୋହିତ ଦାବି ରଖିଛନ୍ତି। ଓଡ଼ିଶାର କଳଙ୍ଗା ସମ୍ପ୍ରଦାୟକୁ ଏସ୍ଟିର ମାନ୍ୟତା ଦିଆଯାଉ ବୋଲି ଅନେକ ଦିନରୁ…
ଆଉଟ୍ସୋର୍ସିଂ କର୍ମଚାରୀଙ୍କୁ ଅଣଦେଖା ଅଭିଯୋଗ
ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ)ରାଜ୍ୟର ବିଭିନ୍ନ ସରକାରୀ ଅନୁଷ୍ଠାନରେ କାର୍ଯ୍ୟରତ ଆଉଟ୍ସୋର୍ସିଂ କର୍ମଚାରୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି। ଆଉଟ୍ସୋର୍ସିଂ କର୍ମଚାରୀମାନେ ବାରମ୍ବାର ସେମାନଙ୍କ ଦାବି ସମୂହ ସରକାରଙ୍କ ଦୃଷ୍ଟିଆକର୍ଷଣ କରିବା ସତ୍ତ୍ୱେ ସେ ଦିଗରେ କିଛି ପଦକ୍ଷେପ ନିଆଯାଉ ନ…
Archives


