ବରଗଡ଼

ସମଲେଶ୍ବରୀଙ୍କ ଚନ୍ଦ୍ରଘଣ୍ଟା ବେଶ, ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ

ବରଗଡ଼,୨୪।୯(ପ୍ରେମାନନ୍ଦ ଖମାରୀ): ଶାରଦୀୟ ପୂଜନୋତ୍ସବରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀ ବୁଧବାର ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରେ ଭକ୍ତଙ୍କ ଭିଡ ହୋଇଛି। ଭକ୍ତମାନେ ଧୂପ, ଦୀପ, ଫୁଲ…

ଧରିତ୍ରୀ ପୋର୍ଟାଲ ପ୍ରଭାବ: ପହଞ୍ଚିଲେ ପିଏଚଡ଼ି କର୍ମଚାରୀ, ମରାମତି ହେଲା ଫାଟିଲା ପାଇପ୍‌

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ମ୍ୟୁନିସିପାଲଟି ଅଧିନ ଶକ୍ତି ନଗରସ୍ଥିତ ନେହେରୁ ଆସୋସିଏସନ ସମ୍ମଖରେ ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ପକ୍ଷରୁ ଯୋଗାଇ ଦିଆଯାଉଥିବା ପାନୀୟଜଳ ପାଇଁ ଉଦ୍ଦିଷ୍ଟ ପାଣି ପାଇପ ଫାଟି ଯାଇଥିଲା। ଫଳରେ ପାନୀୟଜଳ ଦୂଷିତ ହେଉଥିବାବେଳେ ନିକଟସ୍ଥ ସମଲେଶ୍ୱରୀ ନର୍ସରୀ…

ସମଲେଶ୍ବରୀଙ୍କ ବ୍ରହ୍ମଚାରିଣୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶରୀ ମଙ୍ଗଳବାର ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରେ ଭକ୍ତଙ୍କ ଭିଡ଼ ହୋଇଛି । ଭକ୍ତମାନେ ଧୂପ, ଦୀପ, ଫୁଲ ଧରି…

ନିଆରା ତିଳତର୍ପଣ: ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ନଡ଼ିଆ ଗଛ ରୋପଣ କଲେ ଗ୍ରାମବାସୀ

ବରଗଡ଼ ୨୨।୯(ପ୍ରେମାନନ୍ଦ ଖମାରୀ): ପବିତ୍ର ମହାଳୟାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ କରାଯାଉଥିବାବେଳେ ବରଗଡ଼ ଜିଲା କଳାପାଣି ପଞ୍ଚାୟତ ଅନ୍ତର୍ଗତ ବୁଦେଲପାଲି ଗ୍ରାମବାସୀ ନିଆରା ଶୈଳୀରେ ପିତୃପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଗ୍ରାମର ବୋହୂ ଓ ଝିଅମାନେ ସମବେତ ହୋଇ ଗାଁ…

ଜିଲାପାଳଙ୍କ ସାକ୍ଷାତକାର ନେଲେ ଶିଶୁ ଖବରଦାତା, ସିଆରସିସିଙ୍କ ଉଦ୍ୟମକୁ ପ୍ରଶଂସା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ ସୋମବାର ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ଏହି ସମୟରେ ପଦ୍ମପୁର ଉପଜିଲାପାଳ ଅରୁଗୁଳା ସ୍ନେହା, ବରଗଡ଼ ଜିଲା ଶିକ୍ଷା ଅଧିକାରୀ ବିଶ୍ୱନାଥ…

ପିଏଚଡ଼ିର ନାକତଳେ ଫାଟିଛି ପାଇପ, ଦୂଷିତ ହେଉଛି ପିଇବା ପାଣି

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ମ୍ୟୁନିସିପାଲଟି ଅଧିନ ଶକ୍ତି ନଗରସ୍ଥିତ ନେହେରୁ ଆସୋସିଏସନ ସମ୍ମଖରେ ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ପକ୍ଷରୁ ଯୋଗାଇ ଦିଆଯାଉଥିବା ପାନୀୟଜଳ ପାଇଁ ଉଦ୍ଦିଷ୍ଟ ପାଣି ପାଇପ ଫାଟି ଯାଇଛି। ଫଳରେ ପାନୀୟଜଳ ଦୂଷିତ ହେଉଥିବାବେଳେ ନିକଟସ୍ଥ ସମଲେଶରୀ ନର୍ସରୀ…

ଟ୍ରକ୍‌ ପାର୍କିଂ ନିର୍ମାଣକୁ ବିରୋଧ: ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବାନ୍ଦେନଟିକ୍ରା ନିକଟରେ ଟ୍ରକ ପାର୍କିଂ ନିର୍ମାଣକୁ ନେଇ ବିରୋଧ ତେଜି ଉଠିଛି। ଏହି କ୍ରମରେ ରବିବାର ବାନ୍ଦେନଟିକ୍ରା ଗ୍ରାମବାସୀ ବରଗଡ଼ ପାଣିଛତର ନିକଟ ରେଲୱେ ଓଭରବ୍ରିଜ ପାଖରେ ରାସ୍ତା ଅବରୋଧ କରିଥିଲେ। ଫଳରେ ସହର ମୁଖ୍ୟରାସ୍ତାରେ…

ଶୈଳପୁତ୍ରୀ ବେଶରେ ମା’ ସମଲେଶରୀ: ମନ୍ଦିରରେ ଭକ୍ତଙ୍କ ସମାଗମ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶରୀ ସୋମବାର ଶୈଳପୁତ୍ରୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶରୀ ମନ୍ଦିରରେ ଭକ୍ତଙ୍କ ଭିଡ ହୋଇଛି । ଭକ୍ତମାନେ ଧୂପ, ଦୀପ, ଫୁଲ ଧରି ମନ୍ଦିରକୁ…

ଭୋପାଳରେ ନୂଆଁଖାଇ ଭେଟଘାଟ: ନାଚଗୀତରେ ମସଗୁଲ ହେଲେ ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ସମ୍ବଲପୁରୀ ପରିବାର ଭୋପାଳ ପକ୍ଷରୁ ରବିବାର ୧୨ତମ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୁଦୁର ଭୋପାଳରେ ରହୁଥିବା ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀ ବେଶ ଧୁମଧାମରେ ଗଣପର୍ବ ନୂଆଖାଇ ପାଳନ କରିଛନ୍ତି। କାର୍ଯ୍ୟକ୍ରମରେ ପଶ୍ଚିମ ଓଡିଶାରୁ ପ୍ରାୟ ୩୦ଜଣ…

ନିଶାମୁକ୍ତ ଭାରତ ଗଠନ ଲକ୍ଷ୍ୟରେ ଗଣଦୌଡ଼

ବରଗଡ଼,୨୧ା୯(ପ୍ରେମାନନ୍ଦ ଖମାରୀ): ଜାତୀୟ ସ୍ତରରେ ଗତ ୧୭ ସେପ୍ଟେମ୍ବରଠାରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ସେବା ପକ୍ଷର ଅଂଶରୂପ ରବିବାର ବରଗଡ଼ ଜିଲା ପ୍ରଶାସନ ତଥା କ୍ରୀଡ଼ା ବିଭାଗ ଆନୁକୂଲ୍ୟରେ ନମୋ ଯୁବ ରନ୍‌: ଗଣ ଦୌଡ଼ ଆୟୋଜିତ ହୋଇଯାଇଛି।…

ମାଗଣାରେ ଶିକ୍ଷାଦାନ କରିବେ ଏହି ଶିକ୍ଷକ, କହିଲେ ଅବସର ପରେ…

ବରଗଡ଼,୨୧ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ପାଣି ଛତରଠାରେ ଜିଲାର ଅବସରପ୍ରାପ୍ତ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଏକ ସଂକଳ୍ପ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ଶିକ୍ଷକ ସଂଘର ସଂଯୋଜକ କପିଲ ବାଗ୍‌ଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଚନ୍ଦ୍ରଶେଖର ସାହୁ…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ଆଜି ମହାଳୟା।ଏହି ଅବସରରେ ରବିବାର ବରଗଡ଼ର ଗ୍ରାମ୍ୟଦେବୀ ମା’ ସମଲେଶ୍ଵରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶ୍ଵରୀ ମନ୍ଦିରରେ ଭକ୍ତଙ୍କ ଭିଡ ହୋଇଛି । ଭକ୍ତମାନେ ଧୂପ, ଦୀପ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?