ବରଗଡ଼

ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ, ମହୋଦଧିରେ ବୁଡ ପକାଇ…

ପୁରୀ,୧୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ ସରିଥିଲା। ତେବେ ଏହାପରେ ପୁରୀରେ ପହଞ୍ଚଛନ୍ତି…

ଧନୁଯାତ୍ରା ଦେଖିବାକୁ ଆସି ନିଖୋଯ ଥିଲେ ଯୁବତୀ: ୪୮ ଘଣ୍ଟା ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଙ୍ଗଲରୁ ଉଦ୍ଧାର, ଗଣ ବଳାତ୍କାର ସନ୍ଦେହ

ବରଗଡ଼ ୧୪।୧(ପ୍ରେମାନନ୍ଦ ଖମାରୀ):ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦ୍‌ଯାପିତ ହୋଇଛି। ତେବେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ। ଯାହା ସବୁଆଡ଼େ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଧନୁଯାତ୍ରା ମହୋତ୍ସବ ଦେଖିବା ପାଇଁ ଯାଇ ଜଣେ ଯୁବତୀ…

କଂସବଧ ସହ ସରିଲା ୧୧ଦିନ ବ୍ୟାପି ଧନୁଯାତ୍ରା

ମଥୁରାନଗରୀ,୧୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ ବ୍ୟାପି ହୋଇଥିବା ଏହି ମହୋତ୍ସବରେ କଂସବଧ ଦୃ୍ଯାଭିନୟ ଅଭିନୀତ ହୋଇଥିଲା। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ…

ହାତୀ ପିଠିରେ ବସି କଂସ ଦରବାରକୁ ଆସିଲେ ମୁଖ୍ୟମନ୍ତ୍ରୀ

ମଥୁରାନଗରୀ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ରବିବାର ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ବରଗଡ଼ରେ ପହଞ୍ଚିବା ପରେ କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାରକୁ ଆସିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ…

ବରଗଡ଼ ଧନୁଯାତ୍ରା ଓଡ଼ିଆ ଅସ୍ମିତାର ବଳିଷ୍ଠ ପରିଚୟ: ମୁଖ୍ୟମନ୍ତ୍ରୀ

ମଥୁରାନଗରୀ,୧୨।୧(ପ୍ରେମାନନ୍ଦ ଖମାରୀ): ମଥୁରାନଗରୀ ବରଗଡ଼ର ମାଟି ଐତିହ୍ୟ ସମ୍ପନ୍ନ। ଏଠାକାର କଳା, ସାହିତ୍ୟ, ସଂସ୍କୃତି ରାଜ୍ୟକୁ ଗୌରବାନ୍ବିତ କରିଛି। ଏ ମାଟିର ଲୋକନାଟକ ଧନୁଯାତ୍ରା ସମଗ୍ର ବିଶ୍ୱରେ ପରିଚିତ ଏବଂ ଆମ ଓଡ଼ିଆ ଅସ୍ମିତାର ବଳିଷ୍ଠ ପରିଚୟ ବୋଲି ରବିବାର ବରଗଡ଼…

ଆଜି ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ, ଦେଖିବେ ଧନୁଯାତ୍ରା

ମଥୁରାନଗରୀ,୧୨ା୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦଶମ ଦିବସ ରବିବାରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତେବେ ଏ ନେଇ ସରକାରୀ ଭାବେ କିଛି ସୂଚନା ମିଳି ନ…

ସୁଧୁରିନି ଧାନବିକ୍ରି ସମସ୍ୟା, ବଢୁଛି ଅସନ୍ତୋଷ

ମଥୁରାନଗରୀ,୧୨।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ସପ୍ତାହକ ପରେ ୨ମାସ ପୂରିବ। ଅଥଚ ଜିଲାରେ ଧାନବିକ୍ରି ସମସ୍ୟାରେ ଆଶାନୁରୂପ ସୁଧାର ଆସି ନ ଥିବା ଜିଲା ସଂଯୁକ୍ତ କୃଷକ ସଙ୍ଗଠନ ଅଭିଯୋଗ କରିଛି। ଏଭଳି ଅଭିଯୋଗ ନେଇ…

ଧନୁଯାତ୍ରା ମହୋତ୍ସବର ନବମ ଦିନ: ବେନିଭାଇଙ୍କୁ ମେଲାଣୀ, ଭାବବିହ୍ବଳ ହେଲେ ଗୋପପୁରବାସୀ

ମଥୁରାନଗରୀ/ଗୋପପୁର,୧୧।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଶନିବାର ଥିଲା ନବମ ଦିବସ। ଗୋପପୁରରୁ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ଧରି ଅକ୍ରୂର ମଥୁରାନଗରୀ ଅଭିମୁଖେ ବାହାରିଥିଲେ। ସେତେବେଳେ ବେନିଭାଇଙ୍କୁ ମେଲାଣି ସମୟରେ ଗୋପପୁରବାସୀ ଭାବବିହ୍ବଳ ହୋଇ ପଡିଥିବା ବେଳେ…

ଆକ୍ରମଣ ମହଙ୍ଗା ପଡିଲା: ଆଜିଠୁ ଏନିମଲ୍ ରୋବୋଟିକ୍ ଶୋ ବନ୍ଦ

ମଥୁରାନଗରୀ, ୧୧।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ଉପଲକ୍ଷେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡିଆରେ ମୀନାବଜାର ସମେତ ବିଭିନ୍ନ ଷ୍ଟଲ ଚାଲିଛି। ତେବେ ପଡିଆର କେନ୍ଦ୍ରଭାଗରେ ଚାଲିଥିବା ଏନିମଲ୍ ରୋବୋଟିକ୍ ଶୋରେ ଦର୍ଶକଙ୍କୁ…

ଶ୍ରୀକୃଷ୍ଣ, ବଳରାମଙ୍କୁ ଭେଟିଲେ ଅକ୍ରୂର

ମଥୁରାନଗରୀ/ଗୋପପୁର,୧୧।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଅଷ୍ଟମ ଦିବସରେ ଉଭୟ ମଥୁରା ନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଦେଖିବାକୁ ପ୍ରବଳ ଭିଡ଼ ହୋଇଥିଲା। ଶୁକ୍ରବାରଠାରୁ ହାଟପଦାସ୍ଥିତ ରାଜଦରବାର ରଙ୍ଗମହଲ ଏବଂ ନିଶାମଣି ସ୍କୁଲ ସମ୍ମୁଖ ଲୋକ ମଣ୍ଡପ ପଡ଼ିଆ…

ଧନୁଯାତ୍ରାରେ ବାଲିଯାତ୍ରା ଟିକେଟ୍: ବିରୋଧ କରିବାରୁ ସଂଘବଦ୍ଧ ଆକ୍ରମଣ

ମଥୁରାନଗରୀ, ୧୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ଉପଲକ୍ଷେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡିଆରେ ମୀନାବଜାର ସମେତ ବିଭିନ୍ନ ଷ୍ଟଲ ଚାଲିଛି। ତେବେ ପଡିଆର କେନ୍ଦ୍ରଭାଗରେ ଚାଲିଥିବା ଏକ ଟିକେଟ୍ ଶୋରେ ଦର୍ଶକଙ୍କୁ ଯେଉଁ…

ପକ୍ଷୀ ସଂରକ୍ଷଣକୁ ଗୁରୁତ୍ୱ

ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ପକ୍ଷୀ ସଂରକ୍ଷଣ ପାଇଁ ଛାତ୍ରାବସ୍ଥାରୁ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ଜନତା ହାଇସ୍କୁଲରେ ବୁଧବାର ଜାତୀୟ ପକ୍ଷୀ ଦିବସ ପାଳିତ ହୋଇଛି। ଏହି ଅବସରରେ ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri