ମହୁଲ ଫୁଲ ସଂଗ୍ରହ କରୁଥିବାବେଳେ ଯୁବକଙ୍କୁ ଝୁଣି ପକାଇଲା ଭାଲୁ
ପାଇକମାଳ,୧୨ା୩(ବଡ଼ ଶତପଥୀ): ପାଇକମାଳ ବ୍ଲକ ଅନ୍ତର୍ଗତ ବାଦିକଟା ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁବାର ଆହତ ହୋଇଛନ୍ତି। ଆହତ ଯୁବକ ଜଣକ ହେଲେ ପ୍ରବୀଣ ପ୍ରଧାନ (୨୮)। ସୂଚନା ମୁତାବକ ପ୍ରବୀଣ ସକାଳୁ ସକାଳୁ ମହୁଲ ଫୁଲ ସଂଗ୍ରହ କରିବା…
ପୁଣି ବୁଲଡୋଜର ମାଡ଼: ଭାଙ୍ଗୁଛି ଗୋଟିଏ ପରେ ଗୋଟିଏ ନିଶା ଆଡ୍ଡାସ୍ଥଳୀ
ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବଢି ଚାଲିଥିବା ନିଶା କାରବାର ପୋଲିସର ନିଦ ହଜାଇ ଦେଇଛି। ପୋଲିସ ଥରକୁ ଥର ଚଢାଉ କରୁଛି । କଫ ସିରପ, ମଦ, ବ୍ରାଉନସୁଗାର, ଗଞ୍ଜେଇ ଆଦି ନିଶା ଦ୍ରବ୍ୟ ଜବତ କରୁଛି। ତଥାପି ନିଶା…
ଧାନବିକ୍ରି ସମସ୍ୟା ଅସମାହିତ, ଆନ୍ଦୋଳନ ତୀବ୍ର: ପାକ୍ସ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ
ବରଗଡ଼/ଭେଡ଼େନ,୧୨।୩(ପ୍ରେମାନନ୍ଦ ଖମାରୀ/ହୃଷୀକେଶ ଖମାରୀ):ବରଗଡ଼ ଜିଲାରେ ରବି ଧାନ କିଣାବିକା ପାଇଁ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ଖରିଫ୍ରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି। କେବଳ ସେତିକି ନୁହେଁ, ଖରିଫ୍…
ଅମ୍ବାଭୋନାରେ ଚାଲିଥିଲା କଫ୍ସିରଫ କାରବାର, ମାଡ଼ି ବସିଲା ଅବକାରୀ ଟିମ୍
ବରଗଡ଼,୧୧।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲ୍ଲା ଅମ୍ବାଭୋନା ଅଞ୍ଚଳରେ ଚାଲିଥିବା ବେଆଇନ କଫସିରପ କାରବାର ଉପରେ ଅବକାରୀ ବିଭାଗ ଶକ୍ତ ପ୍ରହାର କରିଛି। ବୁଧବାର ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ଟିମ ଅତର୍କିତ ଚଢ଼ାଉ କରି ବିପୁଳ ପରିମାଣର କଫ ସିରପ…
ଚଢ଼ାଦରରେ ବିକ୍ରି କରୁଥିଲେ ସାର, ବରଗଡ଼ର ଏହି ୨ ଦୋକାନୀଙ୍କ ଲାଇସେନ୍ସ ରବ୍ଦ କଲା…
ବରଗଡ଼,୧୧।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାର କଳାବଜାର ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ସରକାରୀ ଧାର୍ଯ୍ୟ ମୂଲ୍ୟଠାରୁ ଅଧିକ ଦରରେ କିଛି ଦୋକାନୀ ସାର ବିକ୍ରି କରୁଥିବା ଯୋଗୁ ଚାଷୀମାନେ ଶୋଷିତ ହେଉଛନ୍ତି। ତେବେ ଏଭଳି ଚଢ଼ାଦରରେ ସାରବିକ୍ରି ଜିଲାର ୨ସାର…
ମାଟ୍ରିକ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ମାମଲା, ଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା
ପଦ୍ମପୁର,୧୧ା୩(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁରରେ ଦଶମ ଶ୍ରେଣୀର ସାମାଜିକ ବିଜ୍ଞାନ ପ୍ରଶ୍ନ ପତ୍ର ଲିକ୍ ମାମଲାରେ ବିଭିନ୍ନ ସ୍କୁଲର ୮ଜଣ ଶିକ୍ଷକଙ୍କୁ ପୋଲିସ ଅଟକ ରଖିଥିଲା। ସେମାନଙ୍କ ମଧ୍ୟରୁ ୬ ଜଣ ଶିକ୍ଷକଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦିଆଯାଇଥିବା ଥିବା…
viral video: ହାତଯୋଡ଼ି ଚଳନ୍ତା ଟ୍ରେନ ଆଗରେ ଛିଡ଼ା ହେଲେ ଯୁବକ, ପରେ ଘଟିଲା ଏମିତି….
ବରପାଲି,୧୧।୩(ଚିତ୍ତରଞ୍ଜନ ସାହୁ): ହାତଯୋଡ଼ି ଚଳନ୍ତା ଟ୍ରେନ ଆଗକୁ ଯାଇ ଜଣେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାର ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଘୂରି ବୁଝୁଛି। ଘଟଣାଟି ବରଗଡ଼ ଜିଲା ବରପାଲି ରେଳ ଷ୍ଟେଶନ ନିକଟର ବୋଲି ଚର୍ଚ୍ଚା ଚାଲିଛି। ସେହିପରି ଯୁବକ…
ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ସ୍କୁଲର ଶିକ୍ଷକଙ୍କୁ ପୋଲିସ ଅଟକ ରଖି…
ପଦ୍ମପୁର,୧୧।୩ (ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁରରେ ପ୍ରଶ୍ନ ପତ୍ର ଲିକ୍ ମାମଲାରେ ମଙ୍ଗଳବାର ରାତିରେ ବିଭିନ୍ସ୍କୁଲର ଶିକ୍ଷକମାନଙ୍କୁ ପୋଲିସ ଅଟକ ରଖିଛି। ସେଥିମଧ୍ୟରୁ ବିଳମ୍ବିତ ରାତିରେ ୬ ଜଣ ଶିକ୍ଷକଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦେଇଥିବାବେଳେ ନୂଆପଡା ଜିଲା…
ବିକୁଥିଲେ ଗୋ-ମାଂସ, ଗୁପ୍ତ ସୂଚନା ପାଇ ମାଡ଼ି ବସିଲା ପୋଲିସ
ଅତାବିରା, ୧୦ା୩ (ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଟୋପ ଗ୍ରାମରେ ଚଢ଼ାଉ କରି ପୋଲିସ ବିପୁଳ ପରିମାଣର ଗୋ-ମାଂସ ଜବତ କରିବା ସହ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ସେହି ଗ୍ରାମର କୃଷ୍ଣ…
ଆକ୍ସନ ମୋଡ୍ରେ ବରଗଡ଼ ପୋଲିସ: ନିଶା ବେପାରୀଙ୍କ ଆଡ୍ଡା ଉପରେ ମାଡ଼ିଲା ବୁଲଡୋଜର୍, ଛାନିଆ ହେଲେଣି…
ବରଗଡ଼, ୧୦।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବଢିଚାଲିଥିବା ଅପରାଧିକ କାର୍ଯ୍ୟକଳାପ ଉପରେ ପାଲିସର ଶକ୍ତ ପ୍ରହାର। ସହରରେ ଲୁଟପାଟ, ଛୁରାମାଡ଼ ଏବଂ ହତ୍ୟାକାଣ୍ଡ ଭଳି ଘଟଣା ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଥିବା ବେଳେ, ଏହାର ମୁଖ୍ୟ କାରଣ ସାଜିଥିବା…
ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରି ଆଗକୁ ଆସିଲା ବିଜେଡି: ପୋଲିସ ସହିତ ମୁହାଁମୁହିଁ ପରେ…
ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ଧାନ କ୍ରୟକେନ୍ଦ୍ର ଉପରେ ନିର୍ଭରଶୀଳ ଗ୍ରାମର ଚାଷୀମାନେ…
ଗର୍ଜିଲେ ଚାଷୀ: ଅଧେ ଚାଷୀଙ୍କୁ ଉଠାଇନେଲା ପୋଲିସ
ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ିଥିବା ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ବିଭିନ୍ନ ଗ୍ରାମର ଚାଷୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ଗଦା କରି ଧାରଣାରେ ବସିଛନ୍ତି। ତେବେ ସୋମବାର ସନ୍ଧ୍ୟା ପ୍ରାୟ ସାଢ଼େ ୬ଟାରୁ…
Archives


