ମିଳୁନି ମୂଲ, ଟମାଟୋ ଚାଷକରି ଚାଷୀ ହତାଶ
ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):କୃଷିକ୍ଷେତ୍ରରେ ବରଗଡ଼ ଜିଲାର ଏକ ଭିନ୍ନ ପରିଚୟ ରହିଛି। ଚାଷୀବହୁଳ ଏହି ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ସେହିପରି ଏଠାରେ ପନିପରିବା ଚାଷ ମଧ୍ୟ ପଛରେ ପଡ଼ିନାହିଁ। ଜିଲାର ଉଭୟ ହୀରାକୁଦ ଜଳସେଚିତ…
ବାଜପେୟୀଙ୍କ ନାମରେ ନାମିତ ହେଉ ବିକାଶ ଛକ, ନୀତୀନ ଗଡ଼କରୀଙ୍କୁ ଭେଟି ଦାବିପତ୍ର ପ୍ରଦାନ ଏମ୍ପି ପ୍ରଦୀପ ପୁରୋହିତ
ବରଗଡ଼,୧୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବିକାଶ ହସ୍ପିଟାଲ ସମ୍ମୁଖରେ ରହିଥିବା ଛକକୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ନାମିତ କରିବା ସହିତ ସେଠାରେ ବାଜପେୟୀଙ୍କ ଏକ ପୂର୍ଣ୍ଣ ପ୍ରତିମୂର୍ତ୍ତି ସ୍ଥାପନ ଦାବି ଜୋରଧରିଛି। ଏହି ଦାବି…
ସହରରେ ଜବରଦଖଲ ଉଚ୍ଛେଦ ଆରମ୍ଭ: ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଉପରେ ସଭିଁଙ୍କ ନଜର
ବରଗଡ଼,୧୩।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ଭିଏସଏସ ନଗରରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରାସ୍ତାପାର୍ଶ୍ୱ ସରକାରୀ ଜମିରେ ରହିଥିବା ଦୋକାନ, ଠେଲା ଆଦି ଗୁଡ଼ିକୁ ହଟାଇ ଦିଆଯାଇଛି। ସେହିପରି ସରକାରୀ ଜମିକୁ ମାଡ଼ି ଆସି ଆସିଥିବା…
ଉଦ୍ଧାର ହେଲା ଚୋରି ବାଇକ୍, ୨ ଅଭିଯୁକ୍ତ ଗିରଫ
ଅତାବିରା/ସରଣ୍ଡା,୧୩ା୨(ହୃଷୀକେଶ ଖମାରୀ/ଯୁଧିଷ୍ଠିତ ମହାପାତ୍ର): ବରଗଡ଼ ଜିଲା ଅତାବିରା ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରୁ ମଙ୍ଗଳବାର ଚୋରି ହୋଇଥିବା ବାଇକ୍(ନଂ-ଓଡି ୧୭ ଏସ୍ ୧୫୭୯)କୁ ପୋଲିସ ଜବତ କରିଛି। ଏହା ସହିତ ଏହି ଚୋରି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଆରମ୍ଭ ହେଲା କେନାଲ ଘାଇ ମରାମତି କାର୍ଯ୍ୟ
ବରଗଡ଼,୧୩ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲି ଶାଖା କେନାଲର ସ୍ଥାନୀୟ ବ୍ରାହ୍ମଣ ଆମ୍ବବୁରେଇ ନିକଟରେ ସୋମବାର ବିଳମ୍ବିତ ରାତିରେ ଘାଇ ସୃଷ୍ଟି ହୋଇଥିଲା। ଏଥିରେ କେନାଲ ପାର୍ଶ୍ୱବର୍ତ୍ତୀ ଚାଷଜମି ପ୍ରଭାବିତ ହୋଇଥିଲା। ଏ ସମ୍ପର୍କରେ ବୁଧବାର କେବଳ ଧରିତ୍ରୀରେ ଖୁଣ୍ଟପାଲି…
ବରଗଡ଼ର ୩ ମନ୍ଦିରକୁ ମିଳିଲା ପର୍ଯ୍ୟଟନସ୍ଥଳୀର ମାନ୍ୟତା: ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚନା
ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ସମ୍ଭାବ୍ୟ ପର୍ଯ୍ୟଟନସ୍ଥଳୀ ଗୁଡ଼ିକୁ ଚିହ୍ନଟ କରିବା ସହ ବହୁମାତ୍ରାରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ସ୍ଥାୟୀ ପର୍ଯ୍ୟଟନର ବିକାଶ ତଥା ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଏବଂ ପ୍ରାକୃତିକ ଐତିହ୍ୟର ପ୍ରଭାବଶାଳୀ ପ୍ରଚାର ପ୍ରସାର ପାଇଁ…
ଖୁଣ୍ଟପାଲି ଶାଖା କେନାଲରେ ଘାଇ, ଚାଷଜମି ପ୍ରଭାବିତ
ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ):କେନାଲ ଉନ୍ନତିକରଣ ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଏହାର ସୁଫଳ ମିଳୁ ନାହିଁ। ଶାଖା କେନାଲ ଗୁଡ଼ିକରୁ ଆରମ୍ଭ କରି ମୁଖ୍ୟ କେନାଲ ପର୍ଯ୍ୟନ୍ତ ବିଭିନ୍ନ ସମୟରେ ଘାଇ ସୃଷ୍ଟି ହେଉଛି। ଏଥିରୁ କେନାଲ ଉନ୍ନତିକରଣ…
ନିଶା କାରବାରରୁ ବଢ଼ି ଚାଲିଛି ଅପରାଧ
ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି। ଜିଲାର ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ଯାଏ ଗଳିକନ୍ଦିରେ ଅବାଧରେ ଏହି କାରବାର ଚାଲିଛି। କଫ୍ ସିରପ୍, ଦେଶୀ ଓ ବିଦେଶୀ ମଦ, ରନ୍ଧାମଦ ଭଳି ନିଶା କାରବାର ଯୋଗୁ…
ଅମିତ ଶାହାଙ୍କୁ ଭେଟିଲେ ପ୍ରଦୀପ ପୁରୋହିତ: ଗନ୍ଧମାର୍ଦ୍ଦନକୁ ଜାତୀୟ ସମ୍ପତ୍ତି ମାନ୍ୟତା ଦାବି ଜଣାଇଲେ
ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ):ବରଗଡ ଲୋକସଭା ଏମ୍ପି ପ୍ରଦୀପ ପୁରୋହିତ ସୋମବାର ପାର୍ଲାମେଣ୍ଟ ଭବନରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରି ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପୀଠକୁ ପରିଦର୍ଶନରେ ଆସିବା ପାଇଁ ସ୍ବରାଷ୍ଟ୍ର ଆମନ୍ତ୍ରଣ କରିଥିବା ସୂଚନା ମିଳିଛି…
ବରଗଡ଼ରୁ ଅଯୋଧ୍ୟା ଗଡ଼ିଲା ବସ୍, ଷ୍ଟିଅରିଂ ଧରି ବିଧାୟକ କଲେ ଶୁଭାରମ୍ଭ
ବରଗଡ଼,୧୦ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରୁ ଅଯୋଧ୍ୟାକୁ ସୋମବାର ସରକାରୀ ବସ୍ ସେବା ଆରମ୍ଭ ହୋଇଛି। ଆଜି ସକାଳେ ସ୍ଥାନୀୟ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ ଏହାର ଶୁଭାରମ୍ଭ କରିଛନ୍ତି। ବରଗଡ଼ରୁ ସକାଳ ୮ଟାରୁ ଏହି ବସ୍ ବାହାରି ସମ୍ବଲପୁର, ଝାରସୁଗୁଡ଼ା ସୁନ୍ଦରଗଡ଼, ରାଉରକେଲା,…
ଆଜି ବରଗଡ଼ରୁ ଅଯୋଧ୍ୟାକୁ ଗଡ଼ିବ ବସ୍, ଜାଣି ରଖନ୍ତୁ ରୁଟ୍ ଚାର୍ଟ…
ବରଗଡ଼,୧୦ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରୁ ଅଯୋଧ୍ୟାକୁ ଏଣିକି ସରକାରୀ ଯାତ୍ରୀବାହୀ ବସ୍ ସେବା ମିଳିବ। ସୋମବାର ଏହାର ଶୁଭାରମ୍ଭ ହେବ। ସୋମବାର ସକାଳ ୭ଟା ୩୦ମିନିଟ୍ରେ ଏହାର ଶୁଭାରମ୍ଭ କାର୍ଯ୍ୟକ୍ରମ ରହିଛି। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଏହାର ଶୁଭାରମ୍ଭ କରିବେ।…
ବିଲରେ ମହିଳାଙ୍କୁ ଚାପିଦେଲା ଟ୍ରାକ୍ଟର, ଆଉ ତା’ପରେ..
ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନ ଦେଶ ପଥର୍ଲା ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ଟ୍ରାକ୍ଟର ଚାପାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ, ଉକ୍ତ ଗ୍ରାମର ଭାରତୀ ପ୍ରଧାନ।…
Archives


