ବରଗଡ଼

ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଜିଲ୍ଲାସ୍ତରୀୟ ଶୁଭାରମ୍ଭ ସମାରୋହ

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗ୍ରାମୀଣ ଭିତ୍ତିଭୂମିର ବିକାଶକୁ ତ୍ୱରାନ୍ୱିତ କରିବା ତଥା ଗ୍ରାମୀଣ ଜୀବନଧାରଣର ମାନ ବୃଦ୍ଧି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ “ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଶୁଭାରମ୍ଭ କରିଛନ୍ତି।…

ପଦ୍ମପୁରରେ ବଡ଼ଧରଣର ବାଇକ୍‌ ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ, ୭ ଗିରଫ

ପଦ୍ମପୁର,୫ା୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ବାଇକ ଚୋର ମାତିଥିବାରୁ ପୋଲିସ ପକ୍ଷରୁ ଏକ ବଡ଼ଧରଣର ପଦକ୍ଷେପ ନେବାକୁ ଆରକ୍ଷୀ ଅଧୀକ୍ଷକ ପିଏସ୍‌ ମୀନା ଆଦେଶ ଦେଇଥିଲେ। ପଦ୍ମପୁର ଉପଖଣ୍ଡ ପୋଲିସ ଅଧିକାରୀ ଅମ୍ରିତ ପାଳ କୌର ଓ ଥାନା…

ହଠାତ ପାରାଫିନ୍ ବୋଝେଇ ଟ୍ୟାଙ୍କରରେ ଲାଗିଲା ନିଆଁ: ଅଞ୍ଚଳ ଧୂଆଁମୟ

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡା ନିକଟ ବିକାଶ ଛକ ନିକଟରେ ବୁଧବାରପାରାଫିନ୍ ବୋଝେଇ ଏକ ଟ୍ୟାଙ୍କରରେ ଅଗ୍ନିକାଣ୍ଡ ଘଟିଥିଲା। ଟ୍ୟାଙ୍କରରେ ଆକସ୍ମିକ ଭାବରେ ନିଆଁ ଲାଗିଯାଇଥିଲା। ଫଳରେ ଟ୍ୟାଙ୍କର ଜଳି ଉଠାବା ସହ ଅଞ୍ଚଳ ଧୂଆଁମୟ ହୋଇ ପଡିଥିଲା।…

କ୍ରିକେଟରେ ଭାଗନେବାକୁ ତରଣୀଙ୍କ ଗ୍ବାଲିୟର ଗସ୍ତ

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ):ମଧ୍ୟପ୍ରଦେଶର ଗ୍ବାଲିୟରଠାରେ ବୁଧବାରରୁ ଆରମ୍ଭ ହେବାକୁ ଥିବା ଜାତୀୟ ହୁଇଲ ଚେୟାର କ୍ରିକେଟ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶା ଦଳ ଭାଗ ନେବ। କେନ୍ଦୁଝରର ଦିବ୍ୟାଙ୍ଗ ଖେଳାଳି ଅଭୟ କୁମାର ଜେନାଙ୍କ ନେତୃତ୍ୱରେ ଓଡ଼ିଶାର ୧୪ଜଣିଆ ଦଳ ଏଥିରେ ସାମିଲ ହୋଇଛନ୍ତି। ସେମାନଙ୍କ…

ସୁଶାନ୍ତଙ୍କୁ ଭେଟିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ନବୀନ

ଭୁବନେଶ୍ୱର,୪।୩: ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଗୁରୁତର ହୋଇପଡ଼ିଛନ୍ତି। ତାଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ସୁଶାନ୍ତଙ୍କ ଭେଟିବା ପାଇଁ…

ଲିଟିଲ ଏଞ୍ଜେଲ ପବ୍ଲିକ ସ୍କୁଲକୁ ହରାଇଲା କ୍ରୀଷ୍ଣା ବିକାଶ ସ୍କୁଲ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ):ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ବରଗଡ଼ ଜିଲା କ୍ରିକେଟ ଆସୋସିଏଶନ ପକ୍ଷରୁ ସ୍ଥାନୀୟ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଚାଲିଥିବା ଜିଲା ଆନ୍ତଃସ୍କୁଲ କ୍ରିକେଟ୍‌ ପ୍ରତିଯୋଗିତା ସୋମବାର ଉଦ୍‌ଯାପିତ ହୋଇଛି। ଉକ୍ତ ପ୍ରତିଯୋଗିତାରେ ବରଗଡ଼ କ୍ରିଷ୍ଣା ବିକାଶ ସ୍କୁଲ ପ୍ରତିପକ୍ଷ ବରପାଲିର…

ମିଲର୍ସ ମାନୁନାହାନ୍ତି ପ୍ରଦୂଷଣ ନିୟମ: ପ୍ରଦୂଷଣ ବୋର୍ଡ଼ର ଭୂମିକାକୁ ନେଇ କଳ୍ପନାଜଳ୍ପନା

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଶତାଧିକ ରାଇସ ମିଲ୍‌ ଗଢ଼ି ଉଠିଛି। କିନ୍ତୁ କିଛି ରାଇସ୍‌ ମିଲ୍‌ ମାଲିକ(ମିଲର୍ସ) ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ନିୟମ କାନୁନଙ୍କୁ ଖାତିର କରୁ ନାହାନ୍ତି। କେତେକ ସ୍ଥାନରେ ମିଲ୍‌ରେ ସ୍ଥାପିତ ଧୂଆଁ ନିଷ୍କାସନ ଫେଲ୍‌ ମାରିଥିବାବେଳେ…

ଆଜି ବିଶ୍ବ କ୍ୟାନସର ଦିବସ: ପଦଯାତ୍ରାରେ କ୍ୟାନସର ନିରାକରଣ ସଚେତନତା

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ): ଆଜି ବିଶ୍ବ କ୍ୟାନସର ଦିବସ। ଏହି କ୍ରମରେ ମଙ୍ଗଳବାର ସ୍ଥାନୀୟ ଫାଇଟର୍ସ ଗୃପ ପକ୍ଷରୁ ବରଗଡ଼ ଜିଲାରେ କ୍ୟାନସର ନିରାକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲା ସଦର ମହକୁମାସ୍ଥିତ ବରଗଡ଼ ଲେଙ୍ଗୁ ମିଶ୍ର ଷ୍ଟାଡିୟମରେ…

ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ଆଶୁ ଆରୋଗ୍ୟ କାମନା କଲେ ନବୀନ

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁଶାନ୍ତ ଦୀର୍ଘଦିନ ହେଲା…

୫୧ ଦିନ ଧରି ଚାଲିବ ରେଡ ଡ୍ରପ ମାରାଥନ: ୩୩ଦିନରେ ୨୦୦୧ ୟୁନିଟ ରକ୍ତ ସଂଗ୍ରହ

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ର ସ୍ବେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ପକ୍ଷରୁ ଗତ ଜାନୁଆରୀ ପହିଲାରୁ ଆରମ୍ଭ ହୋଇଥିବା ରେଡ ଡ୍ରପ ମାରାଥନ ରକ୍ତ ସଂଗ୍ରହ ଅଭିଯାନ ଅବଧି ୫୧ଦିନକୁ ବୃଦ୍ଧି ପାଇଛି। ଏହି ଅଭିଯାନ ୩୩ଦିନ ଧରି ଚାଲିବାକୁ ପୂର୍ବରୁ ନିଷ୍ପତ୍ତି…

ନୂଆରୂପ ନେବ ବରଗଡ଼ ବସ୍‌ଷ୍ଟାଣ୍ଡ, ବଦଳିବ ଠିକଣା

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସରକାରୀ ବସଷ୍ଟାଣ୍ଡ ତାର ଅସ୍ତିତ୍ୱ ହଜାଇ ବସିଛି। ଏଠାରେ ରହିଥିବା ବିଭିନ୍ନ ସମସ୍ୟା ଅସମାହିତ ହୋଇ ରହିଯାଇଛି। କେତେବେଳେ ପାନୀୟଜଳ ସଙ୍କଟ ତ ଆଉକେବେ ବସଷ୍ଟାଣ୍ଡରେ ବର୍ଷାଜଳ ଲହଡ଼ି ମାରୁଛି। ସେହିପରି ବିଭିନ୍ନ ସମୟରେ ବସଷ୍ଟାଣ୍ଡ ପରିସରରେ…

ସାର କଳାବଜାରକୁ ନେଇ ତେଜିଲା ଆନ୍ଦୋଳନ:କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ବରଗଡ଼,୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବର୍ତ୍ତମାନ ରବି ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନେକ ସ୍ଥାନରେ ଧାନପହ୍ଲା ରୁଆ ସରିଯାଇ ଥିବାବେଳେ ବିଭିନ୍ନ ଜାଗାରେ ଚାଷୀମାନେ ରୁଆକାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। କିନ୍ତୁ ଚାଷକାର୍ଯ୍ୟ ଆରମ୍ଭରୁ ଜମିରେ ଡିଏପି, ୟୁରିଆ ସାରର ଆବଶ୍ୟକତା ଥିବାବେଳେ ସାରବିକ୍ରିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri