ବରଗଡ଼

ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ବନ୍ଦ କରାଯାଉ

ସରଣ୍ଡା, ୨୭।୧୦(ଯୁଧିଷ୍ଠିର ମହାପାତ୍ର): ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ଉପରେ ରୋକ୍‌ ଲଗାଇବା ଦାବି ନେଇ ରବିବାର ବରଗଡ଼ ଜିଲା ଅତାବିରା ବିଶ୍ବ ହିନ୍ଦୁ ପରିଷଦ ଅତାବିରା ପ୍ରଖଣ୍ଡ ପକ୍ଷରୁ ଅତାବିରା ଥାନା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।…

ମଣ୍ଡି ବୁଲି ସ୍ଥିତି ଦେଖିଲେ ଜିଲାପାଳ

ଅତାବିରା,୨୬ା୧୦(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ଧାନ ଅମଳ ଆରମ୍ଭ ହୋଇଛି। ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ ବୈଠକ ପରେ ଜିଲାରେ ମଣ୍ଡିଗୁଡ଼ିକରେ ଧାନ ସଂଗ୍ରହ କରାଯିବ। ଏହି କ୍ରମରେ ମଣ୍ଡିଗୁଡ଼ିକର ସ୍ଥିତି କିଭଳି ରହିଛି, ଜିଲାପାଳ ଆଦିତ୍ୟ ଗୋୟଲ ତା’ର ସ୍ଥିତି…

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ ବ୍ଲକ ବୁକ୍ରାମୁଣ୍ଡା ପଞ୍ଚାୟତ ମହୁଲପାଳି ଗ୍ରାମର ନାରାୟଣ ଦେବତା । ସ୍କ୍ରବ ଟାଇଫସ ରୋଗରେ…

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ ହୋଇଥିବା ଏଭଳି ଏକ ଜାଲିଆତି ପଦାକୁ ଆସିଛି। ଏ ନେଇ ଉପଜିଲାପାଳ ପ୍ରସନ୍ନ କୁମାର…

ଧନୁଯାତ୍ରା ପୂର୍ବରୁ ତେଜୁଛି ଦାବି:ବିବାଦୀୟଙ୍କୁ ମହୋତ୍ସବରୁ ବାଦ୍‌ ଦିଆଯାଉ

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ୨ମାସ ୧ସପ୍ତାହ ବାକି ରହିଲା। ଏପର୍ଯ୍ୟନ୍ତ ମହୋତ୍ସବକୁ ନେଇ ଧନୁଯାତ୍ରା କମିିଟିର ସାଧାରଣ ପରିଷଦ ବୈଠକ ବସିନାହିଁ। ଅନ୍ୟପଟେ କଂସ ଅଭିନେତାଙ୍କଠାରୁ ଆରମ୍ଭ କରି କମିଟିକୁ ନେଇ ବିତର୍କ…

ଗର୍ଜିଲେ ସ୍ବଚ୍ଛକର୍ମୀ: ମିଳିନି ୪ ମାସର ଦରମା

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନରେ କାର୍ଯ୍ୟରତ ସ୍ବଚ୍ଛକର୍ମୀମାନଙ୍କୁ ସେମାନଙ୍କ ପ୍ରାପ୍ୟ ପାରିଶ୍ରମିକ ମିଳି ନ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଗୁରୁବାର ଶତାଧିକ ସ୍ବଚ୍ଛକର୍ମୀ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଧାରଣାରେ ବସିଥିଲେ। ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ସେମାନେ…

ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର୍‌! ଚାପିବାକୁ ଚାଲିଛି ଉଦ୍ୟମ

ବରଗଡ,୨୪।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ସୋହେଲା ଥାନା ଅଞ୍ଚଳରେ ସଂଘଟିତ ଏକ ଲୁଟ ମାମଲାର ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥାଇ ଫେରାର୍‌ ହୋଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷରେ ପୋଲିସ ଏହି ଘଟଣାକୁ ଖଣ୍ଡନ କରିଛି।…

ବିଦ୍ୟୁତ୍‌ ବିଭାଗ ଏସ୍‌ଡ଼ିଓଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ବରଗଡ଼,୨୪।୧୦(ପ୍ରେମାନନ୍ଦ ଖମାରୀ): ଉଠାଜଳସେଚନ ପ୍ରକଳ୍ପ ଏବଂ ଉପଭୋକ୍ତାଙ୍କ ଘରକୁ ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ପ୍ରତିବାଦରେ ବରଗଡ଼ ଜିଲା ଭେଡ଼େନରେ ଗୁରୁବାର ଆନ୍ଦୋଳନ ତେଜି ଉଠିଥିଲା। ଭେଡ଼େନ ବ୍ଲକ କୃଷକ ସଙ୍ଗଠନ ନେତୃତ୍ୱରେ ଗୁଦୁରାମୁଣ୍ଡା ଏବଂ କୁତପାଲି ଗ୍ରାମର ଅନେକ ଚାଷୀ ବିଦ୍ୟୁତ୍‌…

ଧନୁଯାତ୍ରାର କଂସ ସରକାରୀ ଚାକିରିରୁ ନିଲମ୍ବିତ, ମହାପ୍ରୟାଣ ଗାଡି ବାବଦକୁ ମାଗୁଥିଲେ ଲାଞ୍ଚ…

ବରଗଡ,୨୨।୧୦(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରାର କଂସଙ୍କ ବଢିଲା ଅଡୁଆ। ବରଗଡ ଧନୁଯାତ୍ରାର କଂସ ସାଜୁଥିବା ହୃଷିକେଷ ଭୋଇଙ୍କୁ ନିଲମ୍ବିତ କରାଯାଇଛି। ମହାପ୍ରୟାଣ ଗାଡିରେ ଶବ ପରିବହନ ବାବଦକୁ ମୃତକଙ୍କ ପରିବାରଠାରୁ ଲାଞ୍ଚ ନେବା ତାଙ୍କୁ ମହଙ୍ଗା ପଡିଛି। ବରଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ…

ସମ୍ବଲପୁରୀ ଭାଷାରେ ହେଉ ଧନୁଯାତ୍ରା

ବରଗଡ଼,୨୨।୧୦(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁୟାରୀ ୩ରୁ ଆରମ୍ଭ ହେବ। ତେବେ ଆଗାମୀ ଧନୁଯାତ୍ରା ମହୋତ୍ସବକୁ ସମ୍ବଲପୁରୀ ଭାଷାରେ କରିବାକୁ ସ୍ଥାନୀୟ କୋଶଲ ଜଏଣ୍ଟ ଆକ୍ସନ କମିଟି ଦାବି କରିଛି। ଏହି ଦାବି ନେଇ…

ବରଗଡ଼ରେ ବ୍ୟାପୁଛି ଝାଡ଼ାବାନ୍ତି, ୫୧ ଅସୁସ୍ଥ

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ନିଲେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଧଉଁରାଖନ୍ଦା ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି। ଏଥିରେ ଗ୍ରାମର ୫୧ ଜଣ ଅସୁସ୍ଥ ହୋଇଛନ୍ତି। ଝାଡ଼ାବାନ୍ତିକୁ ନେଇ ଗ୍ରାମରେ ଆତଙ୍କ ଖେଳିଯାଇଛି। ଖବର ପାଇ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ଗ୍ରାମରେ…

ସି.କେ ନାଇଡ଼ୁ ଟ୍ରଫି: ହର୍ଷଳଙ୍କ ଜବରଦସ୍ତ ବ୍ୟାଟିଂ: ମହାରାଷ୍ଟ୍ର ୩୯୩ ରନରେ ଅଲ୍‌ଆଉଟ୍‌

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ ଏବଂ ବରଗଡ଼ ଜିଲା କ୍ରିକେଟ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡ୍‌ରେ ସି.କେ ନାଇଡ଼ୁ ଏଲିଟ୍‌ ଗ୍ରୁପ(କ) ମ୍ୟାଚ ଚାଲିଛି। ଓଡ଼ିଶା ଏବଂ ମହାରାଷ୍ଟ୍ର ମ୍ଯଯରେ ଚାଲିଥିବା ଏହି ୍ଯଯାଚର ଦ୍ୱିତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri