କଳାବଜାରୀ ଅଭିଯୋଗ ପରେ ସାର ଦୋକାନରେ ପଶିଲା କୃଷି ବିଭାଗର ସ୍ବତନ୍ତ୍ର ଟିମ, ଚଢା ଦରରେ ବିକ୍ରି କଲେ…
ପଦ୍ମପୁର,୨୪।୭ (ପ୍ରଦୀପ୍ତ ଦାଶ ): ପଦ୍ମପୁର ବ୍ଳକ ଅଞ୍ଚଳରେ ସାରକୁ ବେଆଇନ ଗଚ୍ଛିତ ରଖିବା, ନିର୍ଦ୍ଧାରିତ ମୂଲ୍ୟ ଠାରୁ ଅଧିକ ଦରରେ ବିକ୍ରି ଅଭିଯୋଗ ହେବା ପରେ ଗୁରବାର କୃଷି ବିଭାଗର ସ୍ବତନ୍ତ୍ର ଟିମ ବିଭିନ୍ନ ଦୋକାନରେ ଚଢ଼ାଉ କରିଛନ୍ତି। ଜିଲା…
ଗନ୍ଧମାର୍ଦ୍ଦନ ପର୍ବତରେ ଫସିଥିଲେ ଛତିଶଗଡ଼ର ୧୭ ଶ୍ରଦ୍ଧାଳୁ, ୧୮ ଘଣ୍ଟା ପରେ ହେଲେ ଉଦ୍ଧାର
ପାଇକମାଳ,୨୪ା୭(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ନୃସିଂହନାଥ, ଗନ୍ଧମାର୍ଦ୍ଦନ ପର୍ବତରେ ଥିବା ଭୀମମଣ୍ଡୁଆ, ବାଲକୋ ଖାଦାନ ପାଖରେ ବୁଧବାର ଫସି ରହିଥିବା ୧୭ଜଣ ଶ୍ରଦ୍ଧାଳୁଙ୍କୁ ଗୁରୁବାର ଉଦ୍ଧାର ଜରାଯାଇଛି। ଆଜି ସକାଳେ ଉଦ୍ଧାରକାରୀ ଦଳ ଶ୍ରଦ୍ଧାଳୁମାନଙ୍କୁ ପାଇବା ପରେ ତାଙ୍କୁ ଟିଫିନ…
ପ୍ରବଳ ବର୍ଷା: ନୃସିଂହନାଥ ଭୀମ ମଣ୍ଡୁଆ ଉପରେ ଫସି ରହିଛନ୍ତି ୧୭ ଯାତ୍ରୀ, ଅଧା ବାଟରେ…
ପାଇକମାଳ, ୨୩।୭(ବଡ ଶତପଥୀ): ବରଗଡ଼ ଜିଲା ପାଇକମାଳ ନୃସିଂହ ନାଥ ପୀଠକୁ ଆସିଥିବା ୧୭ ଜଣ ଶ୍ରଦ୍ଧାଳୁ ନୃସିଂହନାଥ ଜଙ୍ଗଲ ଉପରେ ଥିବା ଭୀମ ମଣ୍ଡୁଆ ନିକଟରେ ଫସି ରହିଥିବା ଜଣାପଡିଛି। ପାଇକମାଳ ପୋଲିସ, ଜଙ୍ଗଲ ବିଭାଗ କର୍ମଚାରୀ, ଅଗ୍ନିଶମ ବିଭାଗ…
ବରଗଡ଼ରେ ବଢୁଛି ବ୍ରାଉନସୁଗାର କାରବାର: ସହରରୁ ଜବତ, ଗ୍ରାମାଞ୍ଚଳକୁ ବି ଚେର
ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲାରେ ନିଶା କାରବାର ଚିନ୍ତାଜନକ ହୋଇ ପଡ଼ିଛି। ଏଠାରେ ଚୋରାମଦଠାରୁ ଆରମ୍ଭ କରି ଗଞ୍ଜେଇ, କଫ୍ ସିରପ, ନିଶା ବଟିକା ଏବଂ ବ୍ରାଉନସୁଗାର ବେପାର ଚାଲିଛି। ପୋଲିସ ଏବଂ ଅବକାରୀ ଚିରାଚରିତ ଢ଼ଙ୍ଗରେ ଚଢ଼ାଉ କରୁଛନ୍ତି। ନିଶାଦ୍ରବ୍ୟ ସହିତ…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ଶିଶୁପୁତ୍ର: ୨ ମିନିଟ୍ରେ ଦେଲେ ୧୦୦ ପ୍ରଶ୍ନର ଉତ୍ତର
ବରଗଡ଼,୨୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ବ୍ଲକ ଧାଙ୍ଗେର ଗ୍ରାମର ଶିଶୁପୁତ୍ର ସ୍ମୁତି ସାଲୋମ ଭୋସାଗର(୪ବର୍ଷ ୯ମାସ) ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଛନ୍ତି। ମାତ୍ର ୨ ମିନିଟରେ ୧୦୦ଟି ପ୍ରଶ୍ନର ତ୍ୱରିତ ଉତ୍ତର ଦେଇ ସେ ଏଭଳି କୃତିତ୍ୱ ଅର୍ଜନ କରି…
ଆକ୍ସନ ମୋଡରେ ବରଗଡ଼ ପୋଲିସ: ବ୍ରାଉନସୁଗାର ସହିତ ଦମ୍ପତି ଗିରଫ
ବରଗଡ଼,୨୨।୭(ପ୍ରେମାନନ୍ଦ ଖମାରୀ) : ବରଗଡ଼ ପୋଲିସ୍ ନିଶା କାରବାର ଦମନ ଅଭିଯାନକୁ କଡାକଡି କରିଛି। ମଙ୍ଗଳବାର ସକାଳୁ ସ୍ଥାନୀୟ ଘରୋଇ ବସଷ୍ଟାଣ୍ଡ ନିକଟରୁ ୭୦ ଗ୍ରାମ ବ୍ରାଉନସୁଗାର ସହିତ ଦମ୍ପତିଙ୍କୁ ଗିରଫ କରିଛି। ଗିରଫ ଦମ୍ପତି ହେଲେ, ସ୍ଥାନୀୟ ୱାର୍ଡ଼ ନଂ-…
୨୧୭୧ ବୋତଲ କଫ୍ସିରପ୍ ଜବତ: ଦମ୍ପତିଙ୍କୁ ମାଡ଼ିବସିଲା ପୋଲିସ
ବରଗଡ଼,୨୨ା୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାରକୁ ନେଇ ଜନଅସନ୍ତୋଷ ଲାଗିରହିଛି। ଅନ୍ୟପଟେ ଏହାକୁ ନେଇ ଲୋକେ ବିଷୋଦ୍ଗାର କରିବା ପରେ ପୋଲିସ ଧରପଗଡ଼ ଅଭିଯାନକୁ ଜୋର୍ଦାର କରିଛି। ସୋମବାର ସକାଳେ ସ୍ଥାନୀୟ ଟାଉନ ଥାନା ପୋଲିସ ବରଗଡ଼ ସହରସ୍ଥିତ ବିଶିପଡ଼ା ଛକ…
ବରଗଡ଼ରେ ଚାଞ୍ଚଲ୍ୟ: ଘରେ ପଶି ମା’, ଝିଅଙ୍କୁ ହାଣିଲେ
ପଦ୍ମପୁର,୨୧।୭: ବରଗଡ଼ ଜିଲା ପଦ୍ମପୁର ପଥୁରି ଗାଁରେ ସୋମବାର ଘଟିଛି ଡବଲ ମର୍ଡର୍। ଘରେ ପଶି ମା’, ଝିଅଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ହତ୍ୟାକାଣ୍ଡର ସଠିକ୍ କାରଣ ଜଣାପଡି ନ ଥିବା ବେଳେ ଅଭିଯୁକ୍ତ ପୁତୁରା ଥାନାରେ ଆତ୍ମସମର୍ପଣ କରିବା…
ନାକତଳେ ନିଶା କାରବାର: ପୋଲିସ, ଅବକାରୀ ନୀରବଦ୍ରଷ୍ଟା
ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ନିଶା କାରବାର ଚର୍ଚ୍ଚାର ବିଷୟ ହୋଇଛି। ଗାଁଠୁ ସହର ସବୁଠି ଏହି କାରବାର ବଢ଼ି ଚାଲିଛି। ଚୋରାମଦ, କଫ୍ ସିରପ୍ଠାରୁ ଆରମ୍ଭ କରି ବ୍ରାଉନସୁଗାର ଯାଏ ନିଶାଦ୍ରବ୍ୟ ଏଠାରେ ଅବାଧରେ ବିକ୍ରି ହେଉଛି। ଏଥିରେ ଅଙ୍କୁଶ…
FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: କଂଗ୍ରେସର ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ
ବରଗଡ଼,୧୭ା୭(ପ୍ରେମାନନ୍ଦ ଖମାରୀ): ବାଲେଶ୍ୱର ଫକୀର ମୋହନ (ଏଫ୍ଏମ୍) ସ୍ବୟଂଶାସିତ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାକୁ ନେଇ ରାଜ୍ୟବ୍ୟାପୀ ଆନ୍ଦୋଳନ ତେଜି ଉଠିଛି। ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାର ନ୍ୟାୟିକ ତଦନ୍ତ, ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ…
ସାର ସଙ୍କଟ: କଳାବଜାରୀ ନେଇ ଚିନ୍ତାରେ ଚାଷୀ
ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍ ଧରିଛି। ଏହି ସମୟରେ ଜିଲାରେ ସାର କଳାବଜାର ଚାଷୀଙ୍କୁ ଚିନ୍ତାରେ ପକାଇ ଦେଇଛି। ଗ୍ରୋମୋର ଏବଂ ଡିଏପି ସାର ଠିକ୍ଭାବେ ଉପଲବ୍ଧ ହେଉ ନଥିବାବେଳେ ତାହା କଳାବଜାରରେ ବିକ୍ରି ହେଉଥିବା ଅଭିଯୋଗ ହୋଇଛି।…
କାର୍-ପିକ୍ଅପ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କର ଜୀବନ
ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ପଁର୍ରାପାଟ ମନ୍ଦିର ନିକଟରେ ସୋମବାର ରାତି ପ୍ରାୟ ୯ଟା ୩୦ ମିନିଟରେ ଏକ ସଡକ ଦୁର୍ଘଟଣା ଘଟିଛି। କାର୍ ଏବଂ ପିକଅପ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ଲୋକଙ୍କର…

