ସଡ଼କ ଦୁର୍ଘଟଣାରେ କଲରାପତରିଆ ବାଘ ମୃତ
ବରଗଡ଼,୧୫।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରୁ ମଙ୍ଗଳବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ବାଘର ମୃତଦେହକୁ ବନବିଭାଗ ଜବତ କରିଛି। ମୃତଦେହକୁ ଭଟଲି ରେଞ୍ଜ ଅଫିସରେ ରଖାଯାଇଛି। ବୁଧବାର ମୃତବାଘର ବ୍ୟବଚ୍ଛେଦ…
୭ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଲେ ଆଶାକର୍ମୀ
ବରଗଡ଼,୧୪ା୧୦(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ, ବରଗଡ଼ ଜିଲା ଶାଖା ପକ୍ଷରୁ ୭ ଦଫା ଦାବି କରାଯାଇଛି। ଏହି ଦାବି ନେଇ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସଂଘର କର୍ମକର୍ତ୍ତା ଏବଂ ସଦସ୍ୟାମାନେ…
ମା’ ସମଲେଶ୍ବରୀଙ୍କ ଅନ୍ନପୂର୍ଣ୍ଣା ବେଶ: ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ବରଗଡ଼,୧୨।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶନିବାର ମା’ ସମଲେଶ୍ବରୀ ଅନ୍ନପୂର୍ଣ୍ଣା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ…
ସିଦ୍ଧିଦାତ୍ରୀ ବେଶରେ ମା ସମଲେଶ୍ବରୀ
ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶୁକ୍ରବାର ମା ସମଲେଶ୍ବରୀ ସିଦ୍ଧିଦାତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ…
ସରକାରୀ ବସ୍ଷ୍ଟାଣ୍ଡ: ସେବାଠୁ ଦୂରରେ
ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ସରକାରୀ ବସ୍ଷ୍ଟାଣ୍ଡ ସର୍ବ ପୁରାତନ। ଅନ୍ୟ ବସ୍ଷ୍ଟାଣ୍ଡଗୁଡ଼ିକର ନବୀକରଣ, ରୂପାନ୍ତରୀକରଣ ହେଉଛି। କିନ୍ତୁ ବରଗଡ଼ ସହରର ମୁଖ୍ୟ ପେଣ୍ଠସ୍ଥଳୀରେ ରହିଥିବା ଏହି ବସ୍ଷ୍ଟାଣ୍ଡରେ ତାହା ହେଉନାହିଁ। ଅପରପକ୍ଷେ ରାଜ୍ୟର ଏହି ପ୍ରମୁଖ ବସ୍ଷ୍ଟାଣ୍ଡ ଦିନକୁ ଦିନ ତା’ର ଅସ୍ତିତ୍ୱ…
ମା’ ସମଲେଶ୍ବରୀଙ୍କ ମହାଗୌରୀ ବେଶ: ପ୍ରବଳ ଭକ୍ତଙ୍କ ସମାଗମ
ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଗୁରୁବାର ମା’ ସମଲେଶ୍ବରୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ…
ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରି ୧୪ ବର୍ଷ ଜେଲ୍ଦଣ୍ଡ ଭୋଗିବେ ଅଭିଯୁକ୍ତ
ବରଗଡ଼,୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ରେଙ୍ଗାଲି କ୍ୟାମ୍ପ ଅଞ୍ଚଳରେ୨୦୧୪ ନଭେମ୍ବରରେ ସଂଘଟିତ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଏବଂ ଗର୍ଭପାତ ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ବରଗଡ଼ ପୋକ୍ସୋ ବିଚାରପତି ଏହି ମାମଲାର ରାୟ ପ୍ରକାଶ କରି ଅଭିଯୁକ୍ତ…
ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ରହିଥିବା ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ଘଟିଛି। ମୃତକ ହେଲେ, ଅମ୍ବାଭୋନା ଥାନା ପ୍ରକାଶପୁର ଗ୍ରାମର ମନୋଜ ପାଇକ(୨୬) । ମନୋଜ ଚୋରାମଦ କାରବାରରେ ଗିରଫ ହୋଇ କାରାଗାରରେ ଥିଲେ।…
କଟକଣା ବିଜ୍ଞପ୍ତି ବଦଳାଇଲେ ଆର୍ଟିଓ
ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ପ୍ରାୟ ମାସେ ରହିଛି। ଏଭଳି ସ୍ଥଳେ ବରଗଡ଼ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍ଟିଓ) ସାବୁଆ ମାଝି ସୋମବାର ଏକ ପ୍ରେସ ବିଜ୍ଞପ୍ତି (ନଂ-୨୩୮୪, ତା-୭।୧୦।୨୪) ପ୍ରକାଶ କରିଥିଲେ। ଧାନ ପରିବହନ ଗାଡ଼ିର…
କାତ୍ୟାୟନୀ ବେଶରେ ମା’ ସମଲେଶ୍ବରୀ: ଜାଣନ୍ତୁ କେମିତି ମାନସିକ ପୂରଣ ସହିତ ପାଇବେ ଶୁଭଫଳ
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ମଙ୍ଗଳବାର ମା’ ସମଲେଶ୍ବରୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ…
ଧାନ ପରିବହନ ଗାଡିର କାଗଜପତ୍ର ଠିକ୍ ନ ଥିଲେ ହେବ କାର୍ଯାନୁଷ୍ଠାନ: କଟକଣା ପରେ ତେଜିଲା ଚାଷୀ ଅସନ୍ତୋଷ
ବରଗଡ,୭।୧୦(ପ୍ରେମାନନ୍ଦ ଖମାରୀ): ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ମାତ୍ର ମାସେ ରହିଛି। ଆସନ୍ତା ଧାନ ସଂଗ୍ରହ ପ୍ରକ୍ରିୟାରେ ନୂଆ ସରକାରଙ୍କ ପ୍ରତିଶ୍ରୁତି ମୁତାବକ ଚାଷୀମାନେ ଧାନ ଦର କୁଇଣ୍ଟାଲ ପ୍ରତି ୩୧୦୦ ଟଙ୍କା ଲେଖାଏଁ ପାଇବେ ବୋଲି ମନରେ ଆଶା…
ସ୍କନ୍ଧମାତା ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ
ବରଗଡ଼,୭।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ସୋମବାର ମା ସମଲେଶ୍ବରୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ…
Archives


