ବରଗଡ଼

ସ୍ତ୍ରୀ, ଝିଅଙ୍କୁ ବିଷ ପିଆଇ ସ୍ବାମୀର ଆତ୍ମହତ୍ୟା

ବିଜେପୁର,୨୩।୮ (ଡି.ଏନ.ଏ.)-ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନିଆଁଚାଲ ଗାଁରେ ନୂଆଁଖାଇର ଗୋଟିଏ ଦିନ ପୂର୍ବରୁ ଏକ ଅଭାବନୀୟ ଘଟଣା ଘଟିଛି ା ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ସ୍ତ୍ରୀ ଓ ୧୨ବର୍ଷର ଝିଅକୁ ଜୋରଜବରଦସ୍ତ ବିଷ...

ସ୍ତ୍ରୀ, ଝିଅଙ୍କୁ ବିଷ ପିଆଇ ଜୀବନ ହାରିଲେ ସ୍ବାମୀ

ବିଜେପୁର,୨୩ା୮(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନିଆଁଚାଲ ଗାଁରେ କଳହର କରୁଣ ପରିଣତି ପାଇଁ କ୍ରଧାନ୍ବିତ ସ୍ବାମୀ ସ୍ତ୍ରୀ ଓ ଝିଅଙ୍କୁ ବିଷ ଦେବା ସହ ନିଜେ ମଧ୍ୟ ବିଷ ପିଇ ଜୀବନ ହାରିବା ଘଟଣା ଅଞ୍ଚଳବାସୀଙ୍କୁ ସ୍ତବ୍ଧ...

ମା’ ସମଲେଶ୍ୱରୀ ପୀଠରେ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ

ବରଗଡ଼ ଅଫିସ,୧୫ା୮ : ବରଗଡ଼ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପୀଠରେ ଶନିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ଧାର୍ଯ୍ୟ ଲଗ୍ନ ଅନୁଯାୟୀ, ଆସନ୍ତା ୨୨ ତାରିଖ ଶନିବାର ରାତ୍ରିର ନିଶାର୍ଦ୍ଧ ପରେ ଏବଂ ୨୩ ତାରିଖ ରବିବାର ସକାଳ...

ଖବରକାଗଜ ବିତରକ ଉଡାଇଲେ ତ୍ରିରଙ୍ଗା

ବରଗଡ଼ ଅଫିସ,୧୫।୮: ବରଗଡ଼ ଜିଲା ଖବରକାଗଜ ବିତରକ ସଂଘ ପକ୍ଷରୁ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ଗାନ୍ଧୀଛକସ୍ଥିତ ନବରତ୍ନ ମିଡିଆ ସମ୍ମୁଖରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ...

ଗାଡ଼ି ଗଲାନି, ଖଟିଆରେ ବୁହାହେଲେ ବ୍ୟକ୍ତି; ଡାକ୍ତରଖାନାରେ ଜୀବନ ଗଲା

ବରଗଡ଼ ଅଫିସ୍‌/ସରଣ୍ଡା,୧୫।୮: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ କଣ୍ଟାତଳ ଗ୍ରାମରେ ରାସ୍ତା ଖରାପ ଯୋଗୁ ଜଣେ ରୋଗୀଙ୍କୁ ଖଟିଆରେ ବୋହିବା ଏବଂ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟଣା ଏଠାରେ ଚର୍ଚ୍ଚାର ବିଷୟ ପାଲଟିଛି...

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ପ୍ଲାଜମା ଦାନ କରିଥିବା ୨ଜଣଙ୍କୁ କରାଗଲା ସମ୍ବର୍ଦ୍ଧନା

ବରଗଡ଼ ଅଫିସ,୧୫।୮: ବରଗଡ ଜିଲା ଜର୍ଜ ହାଇସ୍କୁଲ ପଡିଆରେ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଜାତୀୟ ପତାକା ଉତ୍ତୋଳନ ସହିତ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିଥିଲେ। ସହିଦ ସ୍ବାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିଚାରଣ ସହିତ...

ବରଗଡ଼ରେ ପୁଣି ୫୬ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୭ଶହ

ବରଗଡ଼ ଅଫିସ୍‌,୧୧।୮: ବରଗଡ଼ ଜିଲାରେ କରୋନା(କୋଭିଡ୍‌-୧୯) ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର ଜିଲାରେ ପୁଣି ୫୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରପରିଷଦରେ ସର୍ବାଧିକ ୩୦ଜଣ ରହିଛନ୍ତି । ସେହିପରି ବରଗଡ଼...

ମିଳିନି ଫସଲବୀମା କ୍ଷତିପୂରଣ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବରଗଡ଼ ଅଫିସ,୧୦ା୮: ବରଗଡ଼ ଜିଲାରେ ବର୍ତ୍ତମାନ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ମାତ୍ର ଏପର୍ଯ୍ୟନ୍ତ ଜିଲାର ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସୋହେଲା, ଗାଇସିଲେଟ୍‌ ଏବଂ ଝାରବନ୍ଧ ବ୍ଲକର ଚାଷୀମାନେ ୨୦୧୯ ଖରିଫ ଫସଲକ୍ଷତିର ବୀମା କ୍ଷତିପୂରଣ ପାଇ ପାରି ନାହାନ୍ତି...

ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍‌, ୬୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼,୧୦ା୮: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜିଲାର ପଦ୍ମପୁର ବ୍ଲକ ଅନ୍ତର୍ଗତ ଭେଉଁରିଆର ୨, ବରଗଡ଼ ପୌର ପରିଷଦ ଅଧୀନ...

ଗନ୍ଧମାର୍ଦ୍ଦନରେ ୪ ମାଓବାଦୀ କ୍ୟାମ୍ପ ଧ୍ୱଂସ

ବରଗଡ଼ ଅଫିସ୍‌,୧୦।୮: ବରଗଡ଼ ଜିଲାରେ ପୁଣି ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି। ଶନିବାର ଏସ୍‌ଓଜି ଏବଂ ସିଆର୍‌ପିଏଫ୍‌ ଯବାନମାନେ ଜିଲାର ପାଇକମାଳ ନିକଟ ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରେ ସର୍ଚ୍ଚ ଅପରେଶନ କରୁଥିବା ବେଳେ ମାଓବାଦୀଙ୍କ ସହିତ ଗୁଳି ବିନିମୟ ହୋଇଥିଲା।...

ନୂଆଁଖାଇରେ କୋଭିଡ୍‌ କଟକଣା କୋହଳ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁରେଶ ପୂଜାରୀ

ବରଗଡ଼ ଅଫିସ,୯ା୮: ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ପଶ୍ଚିମ ଓ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ କୋଭିଡ୍‌ କଟକଣା କୋହଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ଲେଖିଛନ୍ତି। ସେହି ଚିଠିରେ ଏମ୍‌ପି ଉଲ୍ଲେଖ କରିଛନ୍ତି ଯେ,...

ଗନ୍ଧମାର୍ଦ୍ଧନରେ ଯବାନ-ମାଓବାଦୀ ଗୁଳି ବିନିମୟ: ୪ ମାଓବାଦୀ କ୍ୟାମ୍ପ ଠାବ

ବରଗଡ଼ ଅଫିସ,୯।୮: ବରଗଡ଼ ଜିଲା ପାଇକମାଳ ନିକଟ ଗନ୍ଧମାର୍ଦ୍ଧନ ସଂରକ୍ଷିତ ଜଙ୍ଗଲରେ ଶନିବାର ଯବାନ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି। ତେବେ ଏଥିରେ କେହି ମୃତାହତ ହୋଇଥିବା ଏଯାବତ୍‌ ଜଣାପଡି ନାହିଁ। ଅନ୍ୟପକ୍ଷରେ ଗନ୍ଧମାର୍ଦ୍ଧନରୁ ୪ଟି ମାଓବାଦୀ କ୍ୟାମ୍ପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri