ଗୋଟିଏ ଗଛରେ ଏକାଠି ଝୁଲିପଡ଼ିଲେ ପ୍ରେମୀଯୁଗଳ: ବଢୁଛି ସନ୍ଦେହ
ଅତାବିରା,୨।୧୦(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ବିନ୍ଧ୍ୟବାସିନୀ ପାହାଡର ଏକ ଖଇର ଗଛରେ ପ୍ରେମୀଯୁଗଳଙ୍କ ମୃତଦେହ ଝୁଲିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ବୁଧବାର ସକାଳୁ ଏହି ଘଟଣା ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି। ମୃତ ପ୍ରେମୀଯୁଗଳ ଭେଡେନ ବ୍ଲକ…
ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ୱରୀ
ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଭକ୍ତମାନେ ମାଁଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ…
ଅସନ୍ତୋଷ ଜାହିର କଲେ ଛାତ୍ରୀଛାତ୍ର
ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ): ଦେଶର ସୁରକ୍ଷା ପାଇଁ ସମର ଶିକ୍ଷାର୍ଥୀ ବାହିନୀ (ଏନ୍ସିସି) ଏକ ପ୍ରମୁଖ ଅଙ୍ଗ। ବାହ୍ୟଶତୃକୁ ପ୍ରତିହତ କରିବା ପାଇଁ ଏଠାରୁ ଶିକ୍ଷାର୍ଥୀଙ୍କ ମୂଳଦୁଆ ପଢ଼େ। ତେବେ ପଶ୍ଚିମ ଓନିଶାର ଐତିହ୍ୟ ସମ୍ପନ୍ନ ୧୯୬୦ରୁ ପ୍ରତିଷ୍ଠିତ ବରଗଡ଼ ପଞ୍ଚାୟତ କଲେଜରୁ…
ସାହାଣୀ କପ ଫୁଟବଲ: କନ୍ଧମାଳ-ବଲାଙ୍ଗିର ବିଜୟୀ
ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ ହେଉଥିବା ଆନ୍ତଃ ଜିଲା ସାହାଣୀ କପ ଫୁଟବଲ ପ୍ରତିଯୋଗିତାର ସୋମବାର ଅନୁଷ୍ଠିତ ମ୍ୟାଚରେ ବଲାଙ୍ଗିର ଓ…
ପ୍ରସ୍ତୁତି ଚୂଡ଼ାନ୍ତ: ୩ ତାରିଖରୁ ମା’ ସମଲେଶ୍ୱରୀଙ୍କ ଶାରଦୀୟ ପୂଜା ଆରମ୍ଭ
ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ): ବରଗଡର ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀଙ୍କ ଶାରଦୀୟ ନବଦିନାତ୍ମକ ପୂଜା ପାଇଁ ମନ୍ଦିର କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆସନ୍ତା ଅକ୍ଟୋବର ୩ରୁ ୧୨ ତାରିଖ ପର୍ଯ୍ୟନ୍ତ ସମଲେଶ୍ୱରୀଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯାଇ ପୂଜାର୍ଚ୍ଚନା କରାଯିବ।…
ମୃତଦେହ ରଖି ରାସ୍ତାରୋକୋ
ବରଗଡ଼୍,୩୦।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ଗାଇସୀମା ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତ ଚାଷୀ ହେଲେ ଉକ୍ତ ଗ୍ରାମର ଗୋବିନ୍ଦ ଦେହେରୀ(୪୮)। ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଗ୍ରାମବାସୀ ସମ୍ମିଳିତ…
ଅଭ୍ୟାସଗତ ଅପରାଧୀ ଭାବେ ଚାଷୀନେତାଙ୍କୁ ନୋଟିସ
ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଚାଷୀଙ୍କ ହକ୍ ପାଇଁ ଆନ୍ଦୋଳନର ନେତୃତ୍ୱ ନେଉଥିବା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ତଥା ଚାଷୀନେତା ରମେଶ ମହାପାତ୍ରଙ୍କୁ ବରଗଡ଼ ସବ୍ଡିଭିଜନାଲ ମାଜିଷ୍ଟ୍ରେଟଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି। ଏହି ନୋଟିସ୍ରେ ଆସନ୍ତା ଅକ୍ଟୋବର ୧ତାରିଖରେ…
ମହାନଦୀ ବଞ୍ଚିଲେ ଚାଷ ବଞ୍ଚିବ
ବରଗଡ଼୍,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଶନିବାର ସମାଜବାଦୀ ଚିନ୍ତାନାୟକ କିଶନ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ସ୍ମାରକୀ ବକ୍ତୃତା କାର୍ଯ୍ୟକ୍ରମ ରହିଥିଲା। ଚଳିତବର୍ଷ ଗ୍ରୀନ୍ ନୋବେଲ ପୁରସ୍କାର ବିଜେତା…
କଳାହାଣ୍ଡି ବିଜୟୀ, ଦ୍ୱିତୀୟ ମ୍ୟାଚ୍ରେ ବର୍ଷା ବାଧା
ବରଗଡ଼, ୨୭।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏଶନ ଅଫ୍ ଓଡ଼ିଶା (ଫାଓ) ଏବଂ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ ଆନ୍ତଃ ଜିଲା ସାହାଣୀ କପ୍ ଫୁଟବଲ ପ୍ରତିଯୋଗିତାରେ ଗୁରୁବାର କଳାହାଣ୍ଡି ଓ ନୂଆପଡ଼ା…
ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ: ହସ୍ପିଟାଲ ଆସି ରୋଗୀ ହଟହଟା
ବରଗଡ଼, ୨୬।୯( ପ୍ରେମାନନ୍ଦ ଖମାରୀ): ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରୁଛନ୍ତି। ବରଗଡ଼ ଜିଲାରେ କାର୍ଯ୍ୟରତ କର୍ମଚାରୀମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଫଳରେ ଜିଲାରେ ସ୍ବାସ୍ଥ୍ୟସେବା ବ୍ୟାହତ ହୋଇପଡିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟ…
ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ: କ୍ୟାଶିୟର ଗିରଫ, ଏବେ ବି ଫେରାର ଅଛନ୍ତି ୨ ମାଷ୍ଟରମାଇଣ୍ଡ୍
ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ ମାମଲାରେ ସ୍ଥାନୀୟ ଟାଉନ୍ ଥାନା ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବୁଧବାର ପୋଲିସ ପୌରପରିଷଦରେ କାର୍ଯ୍ୟରତ କ୍ୟାଶିୟର ଦେବାନନ୍ଦ ରଣାଙ୍କୁ ଗିରଫ କରିଛି। ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ…
ମାଲକାନଗିରିକୁ ହରାଇଲା ସମ୍ବଲପୁର, ବରଗଡ଼-କେନ୍ଦୁଝର ମ୍ୟାଚ୍ ଅମୀମାଂସିତ
ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ଷ୍ଟାଡିୟମ୍ରେ ବୁଧବାର ୬୩ତମ ଆନ୍ତଃଜିଲା ସାହାଣୀ କପ୍ ଫୁଟବଲ ପ୍ରତିଯୋଗିତା(ସାହାଣୀ କପ୍) ଉଦ୍ଘାଟିତ ହୋଇଯାଇଛି। ଫୁଟ୍ବଲ୍ ଆସୋସିଏଶନ ଅଫ୍ ଓଡ଼ିଶା(ଫାଓ) ଏବଂ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଉକ୍ତ…
Archives


