ଅସଲି ବ୍ରାଣ୍ଡ୍ର ଛାପା ବ୍ୟବହାର କରି ବିକୁଥିଲେ ନକଲୀ ଲୁହାଛଡ଼, ବ୍ୟବସାୟୀଙ୍କୁ ବାନ୍ଧିଲା…
ବରଗଡ଼,୨୫।୨(ପ୍ରେମାନନ୍ଦ ଖମାରୀ)-ଏକ ଅସଲି କମ୍ପାନୀର ବ୍ରାଣ୍ଡ୍ ଛାପା ବ୍ୟବହାର କରି ନକଲୀ ଲୁହାଛଡ଼ ବିକ୍ରି କରୁଥିବା ଅଭିଯୋଗରେ ବରଗଡ଼ ଟାଉନ ଥାନା ପୋଲିସ ସହରର ଜଣେ ବ୍ୟବସାୟୀଙ୍କୁ ଗିରଫ କରିଛି। ଗିରଫ ବ୍ୟବସାୟୀ ଜଣକ ସ୍ଥାନୀୟ ବାବା ଷ୍ଟିଲର ମାଲିକ ରାମ…
୧୨.୭୯ କୋଟି ଟଙ୍କାରେ ହେବ ରଙ୍ଗମହଲ: ଜାଗା ଚିହ୍ନଟ ପ୍ରକ୍ରିୟା ଆରମ୍ଭ
ବରଗଡ଼,୨୫।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ନୂତନ ରଙ୍ଗ ମହଲ ନିର୍ମାଣ ହେବ। ୧୨.୭୯ କୋଟି ଟଙ୍କା ବ୍ୟୟ ଅଟକଳରେ ହେବାକୁ ଥିବା ଏହି ପ୍ରକଳ୍ପକୁ ସରକାରୀ ଅନୁମୋଦନ ମିଳିସାରିଛି। ସ୍ଥାନୀୟ ନିଶାମଣି ସ୍କୁଲ ପଡ଼ିଆ ପଛପଟ ସରକାରୀ ବସଷ୍ଟାଣ୍ଡ ପରିସରରେ…
ପୌର ପରିଷଦ ବୈଠକକୁ ଆସିଲେନି ୧୪ ବିଭାଗର ଅଧିକାରୀ: ଶାସକ ଭାଜପା ନେତାଙ୍କ ଚାପ ଚର୍ଚ୍ଚା
ବରଗଡ଼,୨୪।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ ପୌର ପରିଷଦର କାଉନସିଲ ବୈଠକ ସୋମବାର ରହିଥିଲା। ନିର୍ଦ୍ଧାରିତ ସମୟରେ ବୈଠକକୁ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଉପାଧ୍ୟକ୍ଷ ରାଜେଶ ଅଗ୍ରୱାଲଙ୍କ ସମେତ ସମସ୍ତ କାଉନସିଲରବୃନ୍ଦ ଏବଂ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଦେବାନନ୍ଦ ସାହୁ ପହଞ୍ଚିଥିଲେ। କିନ୍ତୁ ଉକ୍ତ ବୈଠକରେ…
ଅଧିକାରୀଙ୍କୁ ଜିଲାପାଳଙ୍କ ନିର୍ଦ୍ଦେଶ: ସମସ୍ୟାର ତ୍ୱରିତ ସମାଧାନ କରନ୍ତୁ…
ବରଗଡ଼,୨୪।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ଭେଡେନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଗୋୟଲ…
ମହିଳା ସମିତିର ନିଶାମୁକ୍ତ ଅଭିଯାନ: ନିଶାମୁକ୍ତି ପାଇଁ ଜେଲ ଅନ୍ତେବାସୀ କଲେ ଶପଥ ପାଠ
ବରଗଡ଼,୨୪।୨(ପ୍ରେମାନନ୍ଦ ଖମାରୀ ): ଜେଲ ସମୟକୁ ଜୀବନର ମୂଲ୍ୟବାନ ସମୟ ଭାବି ଏହାର ସଦୁପଯୋଗ କରିବା ସାଙ୍ଗକୁ ନିଶାମୁକ୍ତ ସମାଜ ଗଠନରେ ନିଜକୁ ସାମିଲ କରିବା ପାଇଁ ବରଗଡ଼ ଜିଲା କାରାଗାର ଅନ୍ତେବାସୀମାନେ ସୋମବାର ଶପଥ ପାଠ କରିଛନ୍ତି । ନିଶାମୁକ୍ତ…
ଅସ୍ତିତ୍ୱ ହରାଉଛି ଜୀରାନଦୀ, ପଶୁଛି ନର୍ଦ୍ଦମାପାଣି
ବରଗଡ଼,୨୪।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ବହି ଯାଇଛି ଜୀରାନଦୀ। ଏହି ନଦୀକୁ ବରଗଡ଼ର ଜୀବନ ରେଖା ବୋଲି କୁହାଯାଏ। ମାତ୍ର ଦିନକୁ ଦିନ ଜୀରାନଦୀ ଅସ୍ତିତ୍ୱ ହରାଇ ବସିଛି। ଗୋଟିଏ ପଟେ ନଦୀକୁ ଜବରଦଖଲକାରୀମାନେ ମାଡ଼ି ବସିଛନ୍ତି। ଅନ୍ୟପଟେ…
କଟକରୁ ହେଉଥିଲା କଫ୍ ସିରପ୍ ଚାଲାଣ
ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣରେ କଫ୍ ସିରପ ଜବତ କରାଯାଇଛି। ଏହି ଘଟଣାରେ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ, କେନ୍ଦ୍ରାପଡ଼ା ଜିଲା ଜୟପୁରା ୱାର୍ଡ଼ ନଂ-୧୨ର ଖଲିବ୍ ଖାନ୍(୨୮), କଟକ ଜିଲା ବାଦାମବାଡ଼ି…
ଜୀରାନଦୀ ବଞ୍ଚାଅ ଆନ୍ଦୋଳନ ଆରମ୍ଭ: ମିଳିଲା ବିଭିନ୍ନ ସଂଗଠନର ସମର୍ଥନ
ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ବହି ଯାଇଥିବା ଜୀରା ନଦୀର ସୁରକ୍ଷା ଦାବି ଜୋର୍ ଧରିଛି। ଏହି ଦାବି ନେଇ ରବିବାରରୁ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନ ପକ୍ଷରୁ ଜୀରାନଦୀ ବଞ୍ଚାଅ ଆନ୍ଦୋଳନ ଆରମ୍ଭ ହୋଇଛି। ମହାନଦୀ ସହିତ ଜୀରା…
ସମ୍ବିଧାନର ସୁରକ୍ଷା ପାଇଁ ଲଢ଼େଇ ଦରକାର
ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଶନିବାର ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନ ପକ୍ଷରୁ ସର୍ବୋଦୟ ସଂକଳ୍ପ ଶିବିର ଅନୁଷ୍ଠିତ ହୋଇଛି। ଏହି ଅବସରରେ ସଙ୍ଗଠନର ଜାତୀୟ ଉପାଧ୍ୟକ୍ଷ ସଚିନ ନାୟକ ଜାତୀୟ କଂଗ୍ରେସର ପତାକାକୁ ଉତ୍ତୋଳନ ସହିତ କାର୍ଯ୍ୟକ୍ରମର…
ଜାତୀୟସ୍ତରୀୟ କବାଡିରେ ବରଗଡ଼ର ଖେଳାଳି
ବରଗଡ଼,୨୨ା୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଉପାନ୍ତ ଅମ୍ବାଭୋନା ବ୍ଲକ ଉତ୍ତମ ପଞ୍ଚାୟତ ଅନ୍ତର୍ଗତ ଲେଲେହେର ଗ୍ରାମର ଜୟନ୍ତ ସାହୁ(20) ଜାତୀୟସ୍ତରୀୟ କବାଡ଼ି ପ୍ରତିଯୋଗିତାରେ ଖେଳିବା ପାଇଁ ମନୋନୀତ ହୋଇଛନ୍ତି। ସେ ବର୍ତ୍ତମାନ ବରଗଡ଼ ଟ୍ରଷ୍ଟଫଣ୍ଡ୍ କଲେଜରେ ଯୁକ୍ତତିନି ବିଜ୍ଞାନର ଦ୍ୱିତୀୟବର୍ଷ ଛାତ୍ରଭାବେ ରହିଛନ୍ତି।…
ଅଜଣା ଗାଡ଼ି ନେଲା ପରିବା ବିକାଳୀଙ୍କ ଜୀବନ
ବରଗଡ଼,୨୧।(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ପରିବା ବିକାଳୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ, ବରଡ଼ୋଲ ଗ୍ରାମର ସରୋଜ ମାଝୀ(୪୬)। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ତାଙ୍କର…
୩ ଦଫା ଦାବିରେ ଚାଷୀଙ୍କ ବିକ୍ଷୋଭ: ବିଦ୍ୟୁତ୍ କ୍ଷେତ୍ରରେ କମ୍ପାନୀକରଣ ବନ୍ଦ ହେଉ
ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କୃଷି ଏବଂ କୃଷକଙ୍କ ସମସ୍ୟା ଅସମାହିତ ରହିଛି। ଧାନର ଅଭାବୀ ବିକ୍ରି, କଟନୀଛଟନୀଠାରୁ ଆରମ୍ଭ କରି ବିଦ୍ୟୁତ୍ କ୍ଷେତ୍ରରେ କମ୍ପାନୀକରଣକୁ ନେଇ ଚାଷୀ ଅସନ୍ତୋଷ ବଢ଼ି ଚାଲିଛି। ଏହି କ୍ରମରେ ଶୁକ୍ରବାର ଜିଲାର ଭଟଲିରେ ଚାଷୀ…
Archives


