ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ
ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ ସହରବାସୀ ତଥା ସାଧାରଣ ଲୋକଙ୍କ ସୁରକ୍ଷା ବିପଦରେ ରହିଛି। ଏଠାରେ ସାଧାରଣ ଜନତା…
ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ
ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ ଜିଲା ଓକିଲ ସଂଘର ସଭାପତି ଭୀଷ୍ମଦେବ ସରାଫଙ୍କୁ ମଦ ବୋତଲରେ ମରଣାନ୍ତକ ଆକ୍ରମଣ…
ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି
ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି ଏବଂ ଦଳର ୧୫ ଜଣ ଜିଲା ପରିଷଦ ସଦସ୍ୟା ଓ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ…
ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍ୟୁ ସମ୍ବଲପୁର
ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାର ଉଦ୍ଘାଟନୀ ମ୍ୟାଚରେ ଗେଙ୍ଗୁଟିପାଲିକୁ ହରାଇ ଜିଏମ୍ୟୁ ସମ୍ବଲପୁର ଦଳ ବିଜୟ ଧାରା…
ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…
ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି। ଶୁକ୍ରବାର ସନ୍ଧ୍ୟାରେ ରୋଶନ ତାଙ୍କ ପୁଅ ସହ କୌଣସି କାମରେ ଥାନା ଛକ…
ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଯ୍ୟାଳୟ ପରିସରରେ ଚାରାରୋପଣ ଓ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ପ୍ରସ୍ତୁତ ବିଭିନ୍ନ…
ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର
ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ ରାମ ମେହେରଙ୍କୁ ଭାରତର ସର୍ବୋଚ୍ଚ ହସ୍ତତନ୍ତ ସମ୍ମାନ ମଧ୍ୟରୁ ଅନ୍ୟତମ ‘ସନ୍ଥ କବୀର…
ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା
ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା କରିଥିଲା। ତେବେ ଶନିବାର ବର୍ଷାପାଗ ଲାଗି ରହିଥିବାରୁ ଏହି ଘୋଷଣାକୁ ଶନିବାର ସକାଳୁ…
ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା
ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ (ମୋଟ୍ ୬ ଘଣ୍ଟା) ବରଗଡ଼ ସହରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସେବା…
“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…
ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ ନେତୃବୃନ୍ଦ ଯୋଗଦେଇ ସ୍ଥାନୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ସଂଗଠନକୁ ମଜଭୁତ କରିବା ପାଇଁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ…
ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର
ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ ରାମ ମେହେରଙ୍କୁ ଭାରତର ସର୍ବୋଚ୍ଚ ହସ୍ତତନ୍ତ ସମ୍ମାନ ମଧ୍ୟରୁ ଅନ୍ୟତମ ‘ସନ୍ଥ…
ପ୍ରଥମେ ଛେଳି ଚୋରି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…
ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି ଉଦ୍ୟମ ଘଟିଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। କିଛି ଦୁର୍ବୃତ୍ତ…

