ରିହର୍ସାଲରୁ ଦୃଶ୍ୟାଭିନୟ ଝଲକ
ବରଗଡ଼,୩୦।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ୫ ଦିନ ବାକି ରହିଲା। ମହୋତ୍ସବକୁ ଉପଭୋଗ କରିବା ପାଇଁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ସାହ, ଉଦ୍ଦୀପନା ଦେଖାଯାଇଛି। ସେହିପରି କଳାକାରମାନେ ମଧ୍ୟ ଅନ୍ୟବର୍ଷ ତୁଳନାରେ ଏଥର ନିଖୁଣ…
ଧାନ କିଣାବିକାରେ ଚାଲିଛି ଫଲ୍ସ ଏଣ୍ଟ୍ରି, ଚାଷୀଙ୍କୁ ମିଳୁନି ବିକ୍ରିଧାନର ଉଚିତ ପ୍ରାପ୍ୟ
ବରଗଡ଼,୨9।୧୨(ପ୍ରେମାନନ୍ଦ ଖମାରୀ): ଆଉ ୩ଦିନ ପରେ ନବବର୍ଷ ପାଦ ଥାପିବ। ଜାନୁୟାରୀ ପହିଲାରୁ ହୀରାକୁଦ ଜଳଭଣ୍ଡାରରୁ କେନାଲକୁ ପାଣି ଛାଡ଼ିବ। ପାଣି ଆସିଲେ ଚାଷୀମାନେ ରବି ଚାଷକାର୍ଯ୍ୟ ଆରମ୍ଭ କରିବେ। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ଖରିଫ୍ରେ ଅମଳ ଧାନ…
ମେଧାବୀ ଛାତ୍ରୀଙ୍କୁ ସହାୟତା
ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା ଜଣାଇଛନ୍ତି। ପ୍ରକାଶଥାଉକି, ବରଗଡ଼ ଜିଲା ବାଞ୍ଜିବାହାଲି ଗ୍ରାମର ଦୁର୍ଯ୍ୟୋଧନ କରନଙ୍କ ଝିଅ ସୁମିତ୍ରା ସର୍ବଭାରତୀୟ…
ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି
ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର ୧ କୋଟିକୁ ବୃଦ୍ଧି କରିଛନ୍ତି। ଏହାଛଡ଼ା ପ୍ରମୁଖ ୧୭୦ଜଣ କଳାକାରଙ୍କୁ ୧୦ ହଜାର ଟଙ୍କା…
ହଟୁନି ଜବରଦଖଲ, ଚାଲିଛି ବେଆଇନ ପାର୍କିଂ
ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଲେଙ୍ଗୁ ମିଶ୍ର ଛକଠାରୁ ଜିରା ବ୍ରିଜ୍ ରାସ୍ତାପାର୍ଶ୍ୱ ଜବରଦଖଲ ହଟାଇବାକୁ ଦୀର୍ଘଦିନରୁ ଦାବି ହୋଇଆସୁଛି। ଉଚ୍ଚ ନ୍ୟାୟାଳୟ ମଧ୍ୟ ଉଚ୍ଛେଦ ସପକ୍ଷରେ ରାୟ ଦେଇଛନ୍ତି। ଏଭଳି ସ୍ଥଳେ ପ୍ରଶାସନ ସମ୍ପୃକ୍ତ ଜବରଦଖଲକୁ ଉଚ୍ଛେଦ କରିବା ବଦଳରେ…
ବୁଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା
ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା। ଉଚ୍ଛେଦରେ ପ୍ରଭାବିତ ପରିବାର ଏବଂ ସ୍ଥାନୀୟ ଲୋକଙ୍କ ପ୍ରବଳ ବିରୋଧ ପରେ ଉଚ୍ଛେଦ ପ୍ରକ୍ରିୟା…
ବିକଶିତ ଭାରତ ପାଇଁ ସମସ୍ତେ ଧର୍ମପଦ ହେବା: ରାଜସ୍ବ ମନ୍ତ୍ରୀ
ବରଗଡ଼,୨୬।୧୨(ପ୍ରେମାନନ୍ଦ ଖମାରୀ):ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଏକଶହତମ ଜନ୍ମ ଜୟନ୍ତୀ ଅବସରରେ ବୁଧବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ…
ଗଭୀର ନଳକୂପକୁ ହେଉନି ବିଦ୍ୟୁତ୍ ସଂଯୋଗ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଅଣଜଳସେଚିତ ଅଞ୍ଚଳର ଚାଷଜମିକୁ ପାଣି ଯୋଗାଇବାକୁ ଉଠାଜଳସେଚନ ପ୍ରକଳ୍ପ ଯୋଜନାରେ ଗଭୀର ନଳକୂପ ଖୋଳାଯାଇଛି। ମାତ୍ର ଜିଲାର ଅନେକ ସ୍ଥାନରେ ଖୋଳାଯାଇଥିବା ଗଭୀର ନଳକୂପଗୁଡ଼ିକୁ ଏପର୍ଯ୍ୟନ୍ତ ବିଦ୍ୟୁତ ସଂଯୋଗ ହୋଇପାରିନାହିଁ। ଫଳରେ ଯେଉଁ ଆଶା ନେଇ ଚାଷୀମାନେ…
୩୩ ଦିନ ଚାଲିବ ରେଡ୍ ଡ୍ରପ୍ ମାରାଥନ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ସ୍ବେଚ୍ଛାସେବୀ ସଙ୍ଗଠନ ନିଷ୍ଠା ପରିବାର ପକ୍ଷରୁ ୨୦୨୫ ଜାନୁୟାରୀ ୧ତାରିଖରୁ ଫେବୃୟାରୀ ୨ତାରିଖ ପର୍ଯ୍ୟନ୍ତ ୩୩ ଦିନ ଧରି ରେଡ୍ ଡ୍ରପ୍ ମାରାଥନ୍ କରାଯିବ। ଜିଲାର ବିଭିନ୍ନ ସ୍ଥାନରେ ଶିବିର କରାଯାଇ ରକ୍ତ ସଂଗ୍ରହ କରାଯିବ ବୋଲି ସୋମବାର…
ଆଖଡ଼ାଶାଳରେ ବିଧାୟକଙ୍କୁ ଜରିମାନା
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୩ରୁ ଆରମ୍ଭ ହେବ। ତେବେ ଅନ୍ୟବର୍ଷ ତୁଳନାରେ ଏଥର ଧନୁଯାତ୍ରା ଦୃଶ୍ୟାଭିନୟକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତ କଳାକାର ଏବେଠାରୁ ଲାଗି ପଡ଼ିଛନ୍ତି। ଏହି କ୍ରମରେ ବରଗଡ଼ ଗାନ୍ଧୀଛକ କଲ୍ୟାଣ…
ହ୍ବାଟ୍ସଆପ୍ରେ ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ ପଠାଇ ନିଲମ୍ବିତ ହେଲେ ପ୍ରାଧ୍ୟାପକ
ପଦ୍ମପୁର,୨୧।୧୨(ପ୍ରଦୀପ୍ତ ଦାଶ): ହ୍ବାଟ୍ସଆପ୍ ମାଧ୍ୟମରେ ଅଶ୍ଳୀଳ ମେସେଜ୍ ପଠାଇବା ଜଣେ ପ୍ରାଧ୍ୟାପକଙ୍କୁ ମହଙ୍ଗା ପଡ଼ିଛି। ଏପରି ଏକ ଅଶୋଭନୀୟ ଘଟଣା ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଦେଖିବାକୁ ମିଳିଛି। ତଦନ୍ତ କମିଟି ରିପୋର୍ଟକୁ ଆଧାର କରି ଅର୍ଥନୀତି ବିଭାଗ ପ୍ରାଧ୍ୟାପକ…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ବରଗଡ଼ର ଶିଶୁ
ବରଗଡ଼,୧୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକ ଅନ୍ତର୍ଗତ ଅଡ଼ଗାଁ ଗ୍ରାମର ଜଣେ ଶିଶୁ ଆହ୍ବାନ ମହାକୁର(୨ବର୍ଷ) ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ଼ରେ ସ୍ଥାନ ପାଇଛନ୍ତି। ସେ ଏକବର୍ଷ ୧୦ମାସ ବୟସରେ ଭାରତର ସ୍ବାଧୀନତା ସଂଗ୍ରାମୀ, ରାମାୟଣ, ମହାଭାରତ, ଦେଶର ଜାତୀୟ ଫଳ, ଜାତୀୟ ଫୁଲ,…
Archives


