ବରଗଡ଼

ବର୍ଷା ଯୋଗୁ ମଣ୍ଡିରେ ପଡ଼ିରହିଥିବା ଧାନ ହେଲା ଗଜା: ଚିନ୍ତାରେ ଚାଷୀ

ଅତାବିରା,୧୩।୬(ଡି.ଏନ୍‌.ଏ.): ଧାନ କିଣା ବିକାକୁ ନେଇ ବରଗଡ଼ ଜିଲା ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆରଏମ୍‌ସି) ଅଧିନସ୍ଥ ୧୯ଟି ମାର୍କେଟ ୟାର୍ଡ ଓ ୧୦ଟି କ୍ରୟ କେନ୍ଦ୍ର ଖୋଲଯାଇଛି। ହେଲେ ଏଲୋଡମେଣ୍ଟ ଆସି ନ ଥିବାରୁ ବିକ୍ରି ହୋଇ ପାରି...

କ୍ରିକେଟ ଖେଳରୁ ଗଣ୍ଡଗୋଳ: ଏୟାରଗନ୍‌ ସହିତ ୨ଗିରଫ

ବରଗଡ଼ ଅଫିସ୍‌,୧୩।୬- ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମରେ କ୍ରିକେଟ ଖେଳକୁ ନେଇ ୨ଜଣଙ୍କ ମଧ୍ୟରେଗଣ୍ଡଗୋଳ ଘଟଣାରେ ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ନିରଜ ଓରଫ୍‌ କାଳିଆ ଖମାରୀ ଓ ରିଙ୍କୁ ଖମାରୀ...

ଧାନ ଉଠାଣରେ ଶିଥିଳତା: ଆନ୍ଦୋଳନ ଚେତାବନୀ ଦେଲା କଂଗ୍ରେସ

ବରଗଡ଼ ଅଫିସ,୧୨।୬: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଜିଲାର ବିଭିନ୍ନ ମଣ୍ଡିରେ ଏହି ପ୍ରକ୍ରିୟା ଏବେ ମଧ୍ୟ ଅବ୍ୟବସ୍ଥିତ ହୋଇ ପଡିଛି । ମଣ୍ଡିକୁ ଆସୁଥିବା ହଜାର ହଜାର ବସ୍ତା ଧାନ ବିକ୍ରି ହୋଇ...

ବାଲିଗୁଡ଼ାରେ ମୂର୍ତ୍ତି ଭାଙ୍ଗିବା ଘଟଣା: ତାତିଲା ବରଗଡ଼ ଡୁମାଲ ସେନା

ବରଗଡ଼ ଅଫିସ,୧୧ା୬: କନ୍ଧମାଳ ଜିଲା ବାଲିଗୁଡ଼ାରେ ସ୍ଥାପିତ ଡୁମାଲ ଜାତିର ଅଧିଷ୍ଠାତ୍ରୀ ଦେବୀ ମା’ ମାହେଶରୀଙ୍କ ମୂର୍ତ୍ତିକୁ କିଛିଦିନ ତଳେ ଦୁର୍ବୃତ୍ତମାନେ ଭାଙ୍ଗି ଦେଇଛନ୍ତି। ଏହି ଘଟଣା ଡୁମାଲ ସମାଜର ଲୋକଙ୍କ ଭାବାବେଗକୁ ଗଭୀର ଆଘାତ ଦେଇଛି। ଏପରିକି ଉକ୍ତ...

କରୋନା ମୁକାବିଲା ଆଳରେ ମହାଦୁର୍ନୀତି ଅଭିଯୋଗ: ତଦନ୍ତ ଦାବି କଲା କଂଗ୍ରେସ

ବରଗଡ଼ ଅଫିସ,୧୧।୬- ମହାମାରୀ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ଦେଶ ଏକ ସଂକଟଜନକ ସ୍ଥିତି ଦେଇ ଗତି କରୁଛି। ମାତ୍ର ଏଭଳି ବିପର୍ଯ୍ୟୟ ସମୟରେ ରାଜ୍ୟରେ କରୋନା ମୁକାବିଲା ଆଳରେ ମହାଦୁର୍ନୀତି ହୋଇଥିବା ନେଇ କଂଗ୍ରେସ ଅଭିଯୋଗ ଆଣିଛି। ଏଭଳି...

ଜୀବିକା ହରାଇଲେ ବାଜାବାଲା: ସହାୟତା ଦାବି କଲା ଭାଜପା

ବରଗଡ଼ ଅଫିସ,୧୧।୬: କରୋନା ଭାଇରସ୍‌ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଜାରି କରାଯାଇଛି। ଏଥିରେ ବାଜାବାଲା(ବଜନିଆଁ)ମାନେ ନିଜ ଜୀବିକା ହରାଇଛନ୍ତି। ସାଧାରଣତଃ ଅନୁସୂଚିତ ଜାତି ବର୍ଗର ଏହି ଅଣସ୍ବୀକୃତ କଳାକାରମାନେ ବିଭିନ୍ନ ପର୍ବପର୍ବାଣୀଠାରୁ ଆରମ୍ଭ କରି ବିବାହ...

ମନ୍ଦିରରୁ ଦେବୀଙ୍କ ରୂପା ଛତର ଚୋରି

ବରଗଡ଼ ଅଫିସ,୧୧।୬: ବରଗଡ଼ ସହର ଉପକଣ୍ଠ ସରସରା ପଞ୍ଚାୟତ ଅନ୍ତର୍ଗତ କଟାଟିକ୍ରା ମେଟାକାନୀ ମନ୍ଦିରରୁ ବୁଧବାର ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ଫାଟକରେ ଲାଗିଥିବା ତାଲା ଭାଙ୍ଗି ଦେବୀଙ୍କ ରୂପା ନିର୍ମିତ ଛତର ଚୋରି...

ଚାଷୀଙ୍କୁ ରସିଦ ଦେଉ ନାହାନ୍ତି ବିହନ ବିକ୍ରେତା

ବରଗଡ଼ ଅଫିସ୍‌,୧୦।୬-ଖରିଫ ଫସଲ ପାଖେଇ ଆସୁଛି। ଏହାକୁ ନେଇ ଏବେଠାରୁ କେତେକ ବିହନ ବିକ୍ରେତା କଳାବଜାର ପାଇଁ ତତ୍ପର ହୋଇ ପଡ଼ିଛନ୍ତି । ଅନ୍ୟପକ୍ଷେ ଜିଲା କୃଷିବିଭାଗ ମଧ୍ୟ ଏଭଳି କଳାବଜାର ପ୍ରତି ନଜର ରଖିଛି । ବୁଧବାର ଜିଲା...

ପରୀକ୍ଷା ବାତିଲ ଦାବିକଲା ଛାତ୍ର କଂଗ୍ରେସ

ବରଗଡ଼ ଅଫିସ୍‌,୧୦।୬-ଯୁକ୍ତତିନି ଶେଷବର୍ଷ ଷଷ୍ଠ ସେମିଷ୍ଟାର ପରୀକ୍ଷା ବାତିଲ କରିବା ପାଇଁ ବରଗଡ଼ ଜିଲା ଛାତ୍ର କଂଗ୍ରେସ ଦାବି କରିଛି । ଏହି ଦାବି ନେଇ ଛାତ୍ର କଂଗ୍ରେସର ଏକ ପ୍ରତିନିଧି ଦଳ ବୁଧବାର ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା...

ମଣ୍ଡିରୁ ଧାନ ନ ଉଠିବାରୁ ଅଭିନବ ପ୍ରତିବାଦ: ଜିଲାପାଳଙ୍କ ଅଫିସ ସମ୍ମୁଖରେ ଚାଷୀ ଖାଇଲେ ପଖାଳ

ବରଗଡ଼ ଅଫିସ,୧୦।୬: ବରଗଡ଼ ଜିଲାରେ ଧାନ କିଣାବିକାରେ ଅବ୍ୟବସ୍ଥା ଲାଗି ରହିଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହାର ପ୍ରତିବାଦରେ ବୁଧବାର ଚାଷୀ ଘରୁ ପଖାଳ ଧରି ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣାରେ ବସିବା ସହିତ...

ବରଗଡ଼ରେ ପୁଣି ୨ ନୂଆ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୦।୬: ବରଗଡ଼ ଜିଲାରେ ପୁଣି ୨ଜଣ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ ବିଜେପୁର ବ୍ଲକ ଅନ୍ତର୍ଗତ ବାନ୍ଦୁପାଲି କଣ୍ଟେନମେଣ୍ଟ ଜୋନ୍‌ ଅଞ୍ଚଳର ହୋଇଥିବା ବେଳେ ତାମିଲନାଡୁ ଫେରନ୍ତା ବୋଲି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ...

ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା, ବରଗଡ଼ରେ ବିରୋଧ

ବରଗଡ଼ ଅଫିସ୍‌,୯।୬- ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ତେବେ ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତିକୁ କୋସଲ ରାଜ୍ୟ ସମନ୍ବୟ ସମିତି ଏବଂ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ବିରୋଧ କରିଛି। ଏହିକ୍ରମରେ ମଙ୍ଗଳବାର ବରଗଡ଼ ଗାନ୍ଧୀଛକରେ କୋସଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri