ବରଗଡ଼

ଘର ଉପରକୁ ମାଡ଼ିଗଲା କଣ୍ଟେନର: ଚାଲିଗଲା ମହିଳାଙ୍କ ଜୀବନ, ୨ ଆହତ

ବରଗଡ଼,୯ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅନ୍ତର୍ଗତ ତୁରୁଙ୍ଗା ଶ୍ରୀହରି ନଗର ଛକରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ କଣ୍ଟେନର (ନଂ- ଏମ୍‌ଏଚ୍‌ ୦୪କେୟୁ ୧୫୫୨) ଏହି ଛକର ରାସ୍ତା ପାର୍ଶ୍ୱରେ ଥିବା ଏକ ଘର…

ଧାନ କିଣାବିକାରେ ଅବ୍ୟବସ୍ଥା: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଚାଷୀଙ୍କ ଧାରଣା

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ ତାଙ୍କ ଏହି ଗସ୍ତରେ ସୋହେଲା ବ୍ଲକ ଇଚ୍ଛାପୁରରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଚାଷୀଙ୍କୁ ଧାନ କୁଇଣ୍ଟାଲ ପ୍ରତି ୮୦୦ ଟଙ୍କା ଲେଖାଏ…

ଛତିଶଗଡ଼ ଢାଞ୍ଚାରେ ଧାନ କିଣିବାକୁ ଚାଷୀଙ୍କ ଦାବି

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା-ଛତିଶଗଡ ରାଜ୍ୟର ଧାନ ସଂଗ୍ରହ ପ୍ରକ୍ରିୟା ତଥା ବିକ୍ରି ବ୍ୟବସ୍ଥା ମଧ୍ୟରେ ଆକାଶ ପାତାଳ ଫରକ ରହିଛି ବୋଲି ବରଗଡ଼ର ଚାଷୀ ସଙ୍ଗଠନ ଜୟ କିଷାନ ଆନ୍ଦୋଳନ ମତବ୍ୟକ୍ତ କରିଛି। ଉକ୍ତ ସଙ୍ଗଠନର ଏକ ପ୍ରତିନିଧି ଦଳ ଶୁକ୍ରବାର…

ବରଗଡ଼ ଧନୁଯାତ୍ରା: ବଦଳିଲେ ଶ୍ରୀକୃଷ୍ଣ, ବଳରାମ, ଶ୍ରୀରାଧା

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ): ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବାକୁ ଥିବା ବରଗଡ଼ ଧନୁଯାତ୍ରା ମହୋତ୍ସବର ମୁଖ୍ୟ ଚରିତ୍ର କଂସ ଅଭିନେତା ବଦଳିଥିବା ବେଳେ ଶ୍ରୀକୃଷ୍ଣ, ବଳରାମ ଏବଂ ଶ୍ରୀରାଧା ଭୂମିକାରେ ଅଭିନୟ କରୁଥିବା ଶିଶୁ କଳାକାର ମଧ୍ୟ ବଦଳିଛନ୍ତି। ଗୁରୁବାର ଗୋପପୁର…

ଗନ୍ଧମାର୍ଦ୍ଦନକୁ ଜାତୀୟ ସମ୍ପତ୍ତି ଘୋଷଣା କରାଯାଉ: ପ୍ରଦୀପ ପୁରୋହିତ

ବରଗଡ଼,୫।୧୨(ପ୍ରେମାନନ୍ଦ ଖମାରୀ): ଲୋକସଭା ଶୀତକାଳୀନ ଅଧିବେଶନରେ ଗୁରୁବାର ୩୭୭ ଧାରା ଅଧିନିୟମ ଅନୁୟାୟୀ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଗନ୍ଧମାର୍ଦ୍ଦନ ପାହାଡକୁ ଜାତୀୟ ସମ୍ପତ୍ତି ଘୋଷଣା ପାଇଁ ଲୋକସଭାରେ କେନ୍ଦ୍ର ସରକାରଙ୍କଠାରେ ପ୍ରସ୍ତାବ ଉଠାଇଛନ୍ତି । ଏକ ପ୍ରେସ ବିବୃତ୍ତିରେ ଏମ୍‌ପି…

ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେଲା ଶୁଭସ୍ତମ୍ଭ, ଜୀରାନଦୀ ହେବ ଯମୁନା

ବରଗଡ଼,୪ା୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଧ୍ୟଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ବ୍ୟାପୀ ଏହି ଅବଧି ମରେ ବରଗଡ଼ ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର…

ତୁଟୁନି ସମସ୍ୟା, ବଢୁଛି ଅସନ୍ତୋଷ

ବରଗଡ଼,୩।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନବିକ୍ରି ସମସ୍ୟା ଥମିବାର ନାଁ ନେଉନାହିଁ। ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୧ଦିନ ବିତିଛି। କିନ୍ତୁ ଆରମ୍ଭରୁ ଦେଖାଯାଇଥିବା ସମସ୍ୟା ସମାଧାନ ହୋଇ ପାରିନାହିଁ। ଟୋକନ କଟକଣା, ଗନିବ୍ୟାଗ୍‌ (ବସ୍ତା), କଟନୀଛଟନୀ ସମସ୍ୟା ଲାଗି ରହିଛି। ଏହାକୁ…

ସୁନା ଦୋକାନରେ ଲାଗିଲା ନିଆଁ , ଜଳିଗଲା ବହୁ ସାମଗ୍ରୀ

ସରଣ୍ଡା, ୨।୧୨(ଯୁଧିଷ୍ଠିର ମହାପାତ୍ର ):  ବରଗଡ଼ ଜିଲା ଅତାବିରା ହସ୍ପିଟାଲ ସମ୍ମୁଖରେ ଥିବା ମା ସମଲେଶ୍ଵରୀ ଜ୍ଵେଲାର୍ସରେ ସୋମବାର ସକାଳୁ ଦୋକାନ ବନ୍ଦ ଥିବା ସମୟରେ ସର୍ଟ ସର୍କିଟରୁ ନିଆଁ ଲାଗିଯାଇଥିଲା। ଦୋକାନ ଗୃହ ଭିତରୁ ଧୂଆଁ ବାହାରୁ ଥିବା ଦେଖି…

ବରଗଡ଼ ଧନୁଯାତ୍ରା: ବଦଳିବେ ଶ୍ରୀକୃଷ୍ଣ-ବଳରାମ-ଶ୍ରୀରାଧା

ବରଗଡ଼,୧ା୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହା ଚାଲିବ। ତେବେ ଏଥର ଧନୁଯାତ୍ରାର କଂସ କଳାକାର ବଦଳିଛନ୍ତି। ରବିବାର ଅନୁଷ୍ଠିତ…

ବର୍ଷାରେ ଭିଜିଲା ଧାନ: ସରକାର କିଣିବେ କି ନାହିଁ ଚିନ୍ତାରେ ଚାଷୀ

ପଦ୍ମପୁର,୧।୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଅଦିନିଆ ବର୍ଷା ଚାଷୀମାନଙ୍କ ମନୋବଳକୁ ଭାଙ୍ଗି ଦେଇଛି। ଅଧିକାଂଶ ଚାଷୀ ଧାନ ଅମଳ କରିସାରିଥିବା ବେଳେ କେତେକ ଚାଷୀଙ୍କ ଧାନ କଟା ସରି ନାହିଁ। ବର୍ଷା ଯୋଗୁ କ୍ଷେତରେ ଥିବା ଧାନ ଅମଳ…

ବରଗଡ଼ ଧନୁଯାତ୍ରା: ଏଥର କଂସ ଭୂମିକାରେ ମଞ୍ଚ ଦୁଲୁକାଇବେ ଭୁବନେଶ୍ୱର ପ୍ରଧାନ

ବରଗଡ଼,୧ା୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବ ପାଇଁ ରବିବାର ବରଗଡ଼…

ବରଗଡ଼ ଧନୁଯାତ୍ରାରେ କିଏ ହେବେ କଂସ, ଚାଲିଛି….

ବରଗଡ଼, ୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ମସିହା ଜାନୁଆରୀ ମାସ ୩ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଜାନୁଆରୀ ମାସ ୧୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଆସନ୍ତା ଧନୁଯାତ୍ରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri