ବରଗଡ଼

ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିଯୁକ୍ତ ହେଲେ ବରଗଡ଼ ବିଧାୟକ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଧାନସଭା ସଚିବାଳୟ ପକ୍ଷରୁ ଗୁରୁବାର ବିଭିନ୍ନ ବିଭାଗର ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଓ ସଦସ୍ୟ ମାନଙ୍କୁ ନିଯୁକ୍ତ କରାଯାଇଛି। ଏଥିରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡଙ୍ଗୀଙ୍କୁ ଜଳ ସମ୍ପଦ, କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ…

ପୋଲିସ ଢିଲା, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି। ସଟ୍ଟାଜୁଆ, ଚୋରାମଦ କାରବାର ଆଦି ସାଧାରଣରେ ଏଠାରେ ପରିଣତ ହୋଇଛି। ସେହିପରି ଦିନ ଦ୍ୱିପ୍ରହରରେ ଏଠାରେ ହତ୍ୟାକାଣ୍ଡ ଘଟୁଥିବାବେଳେ ଲୁଟେରାଙ୍କ ଦୌରାତ୍ମ ମଧ୍ୟ ବଢ଼ି ଚାଲିଛି। କେବଳ ସେତିକି ନୁହେଁ,…

୧୩୫ ବୋତଲ କଫ ସିରପ୍‌ ଜବତ

ବରଗଡ଼,୩୧।୭(ପ୍ରେମନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଭୁକ୍ତା ଗ୍ରାମରେ ସୋମବାର ଅବକାରୀ ବିଭାଗ ଚଢ଼ାଉ କରିଥିଲା। ଚଢ଼ାଉରେ ୧୩୫ ବୋତଲ କଫ ସିରପ୍‌ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ବିନୋଦ ଡୁଙ୍ଗୁରୀଙ୍କୁ ଗିରଫ କରାଯାଇଛି। ତାଙ୍କ ବିରୋଧରେ ଏକ ମାମଲା…

ନାବାଳିକା ବଳାତ୍କାର ମାମଲାରେ ଥିଲେ ଜେଲ୍‌ରେ , କୋର୍ଟରେ ହାଜର ହେବା ପାଇଁ ଆସିଲାବେଳେ ମାରିଲେ ଛୁ କୋର୍ଟ ଆଗରୁ ବିଚାରାଧୀନ ବନ୍ଦୀ ଫେରାର

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କୋର୍ଟ ଗେଟ୍‌ ଆଗରୁ ବୁଧବାର ଜଣେ ବିଚାରାଧୀନ ବନ୍ଦୀ ଫୋରାର୍‌ ହୋଇ ଯାଇଛନ୍ତି। ଫେରାର ଅଭିଯୁକ୍ତ ହେଲେ, ବରଗଡ଼ ସଦର ଥାନା ଅର୍ନ୍ତଗତ ସୟା ଗ୍ରାମର ବାବାଜୀ ଛୁରିଆ (୨୩) । ସେ ନାବାଳିକା ବଳାତ୍କାର ମାମଲାରେ…

ଚା ଦୋକାନୀଙ୍କୁ ପୋଲିସର ମାଡ଼, ପରେ…

ବରଗଡ଼,୩୧।୭(ପ୍ରେମନନ୍ଦ ଖମାରୀ): ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକର କେତେକ ଚା’ ଦୋକାନୀଙ୍କୁ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ ଚା ଦୋକାନୀମାନେ ଗ୍ରାମାଞ୍ଚଳ ଥାନାରେ ସୋମବାର ଲିଖିତ ଅଭିଯୋଗ କରି କାର୍ଯ୍ୟାନୁଷ୍ଠାନ ପାଇଁ ନିବେଦନ…

ଗଳିକନ୍ଦିରେ ସଟ୍ଟା, ପୋଲିସ ନୀରବଦ୍ରଷ୍ଟା

ବରଗଡ଼,୩୧।୭(ପ୍ରେମନନ୍ଦ ଖମାରୀ): ବରଗଡ଼ ଜିଲାରେ ସଟ୍ଟା(ଜୁଆଖେଳ) ସାଧାରଣରେ ପରିଣତ ହୋଇଯାଇଛି। ଜିଲାର ସଦର ମହକୁମାଠାରୁ ଆରମ୍ଭ କରି ପ୍ରତ୍ୟେକ ବ୍ଲକରେ ଏହା ଅବାଧରେ ଚାଲିଥିବା ଅଭିଯୋଗ ହେଉଛି। ତେବେ ଜିଲାର ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ଗଳିକନ୍ଦିରେ ସଟ୍ଟାଖେଳ ଚାଲିଥିବାବେଳେ ପୋଲିସ ଏଥିପ୍ରତି…

ନକଲି ବିହନ ବିକ୍ରି ଘଟଣାରେ କଡ଼ା କାର୍ୟ୍ୟାନୁଷ୍ଠାନ:୪ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ, ୨ ଜଣଙ୍କ ବାତିଲ

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ନକଲି ବିହନ ବିକ୍ରି ଘଟଣାରେ କଡ଼ା କାର୍ୟ୍ୟାନୁଷ୍ଠାନ ନେଇଛି ଜିଲା କୃଷି ବିଭାଗ । ୬ ଜଣ ଲାଇସେନ୍ସ ପ୍ରାପ୍ତ ବ୍ୟବସାୟୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ହୋଇଛି। ୪ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ ହୋଥିବା ବେଳେ ୨ ଜଣଙ୍କ…

ବରଗଡ଼ର ୨ ବାନ୍ଧଶିଳ୍ପୀଙ୍କୁ ସନ୍ଥ କବୀର ହ୍ୟାଣ୍ଡଲୁମ୍‌ ଆୱାର୍ଡ

ବରଗଡ଼଼,୩୦।୭(ପ୍ରେମାନନ୍ଦ ଖମାରୀ):ଭାରତ ସରକାରଙ୍କ ବସ୍ତ୍ର ମନ୍ତ୍ରଣାଳୟ ଦ୍ୱାରା ବରଗଡ଼ ଜିଲାର ୨ବାନ୍ଧଶିଳ୍ପୀ(ବୁଣାକାର) ସନ୍ଥ କବୀର ହ୍ୟାଣ୍ଡଲୁମ୍‌ ଆୱାର୍ଡ-୨୦୨୩ ପାଇବା ପାଇଁ ମନୋନୀତ ହୋଇଛନ୍ତି। ସେମାନେ ହେଲେ ବରଗଡ଼ ବାନ୍ଦୁଟିକ୍ରା ନିବାସୀ ରାମକୃଷ୍ଣ ମେହେର ଏବଂ ଅତାବିରା ବ୍ଲକ ଝିଲିମିଣ୍ଡା ଗ୍ରାମର ହରିଲାଲ…

ଭୀରକୁପଡ଼ାରେ ଝାଡ଼ାବାନ୍ତି, ସ୍ବାସ୍ଥ୍ୟ ଟିମ୍‌ର ଦେଖା ନାହିଁ

ପାଇକମାଳ,୨୯ା୭(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଭୂତମୁଣ୍ଡା ଗ୍ରାମର ଭୀରକୁପଡ଼ାରେ ତିନିଦିନ ହେଲା ଝାଡ଼ାବାନ୍ତି ଲାଗି ରହିଛି। ଶନିବାରଠାରୁ ଭୀରକୁପଡ଼ାରେ ଝାଡ଼ାବାନ୍ତି ଲାଗି ରହିଥିବା ବେଳେ ଆମ୍ବୁଲାନ୍ସ ଗାଁକୁ ଆସିପାରୁନାହିଁ। ଫଳରେ ଭୂତମୁଣ୍ଡା ଗ୍ରାମରେ ଅଟକି ଥିବା ଆମ୍ବୁଲାନ୍ସ ପାଖକୁ…

ଆଖିବୁଜି ଅତିଥି ଶିକ୍ଷକ ନିଯୁକ୍ତି

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ନକଲି ଶିକ୍ଷକ ନିଯୁକ୍ତି ବରଗଡ଼ ଜିଲାରେ ହଇଚଇ ସୃଷ୍ଟି କରିଛି। ପ୍ରସଙ୍ଗ ନୂଆ ନ ହେଲେ ମଧ୍ୟ ଏହାକୁ ନେଇ ଜିଲା ଶିକ୍ଷା ବିଭାଗ ଉଠୁଛି ଓ ପଡ଼ୁଛି। ଜିଲାସାରା ଏଭଳି ଏକ ସମ୍ବେଦନଶୀଳ ପ୍ରସଙ୍ଗ ଆଲୋଡ଼ନ ସୃଷ୍ଟି…

ବରଗଡ଼ରେ ନକଲି ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ଗୋଟିଏ ପଟେ ଯାଞ୍ଚ, ଅନ୍ୟ ପଟେ ହାତଗୁଞ୍ଜା

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ନକଲି ଶିକ୍ଷକ ନିଯୁକ୍ତି ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଦିନ ଯେଉଁଭଳି ଗଡ଼ି ଚାଲିଛି, ଏହି ପ୍ରସଙ୍ଗକୁ ନେଇ ସେଭଳି ନୂଆକଥା ସାମ୍ନାକୁ ଆସିବାରେ ଲାଗିଛି। ଦୀର୍ଘଦିନର ନୀରବତା ପରେ ଏଭଳି ଏକ ପ୍ରସଙ୍ଗରେ…

ଚିଠିରେ ସୀମିତ, ମଗାଯାଉନି ଡିଗ୍ରୀ ଯାଞ୍ଚ ରିପୋର୍ଟ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ନକଲି ଶିକ୍ଷକ ନିଯୁକ୍ତିକୁ ନେଇ ବରଗଡ଼ ଜିଲା ଗତ କିଛିଦିନ ହେଲା ଉଠୁଛି ଓ ପଡ଼ୁଛି। ଜିଲାବ୍ୟାପି ଏହା ପ୍ରମୁଖ ଚର୍ଚ୍ଚାର ବିଷୟ ହୋଇଛି। ଚା ଖଟିଠାରୁ ଆରମ୍ଭ କରି ବିଭିନ୍ନ ସରକାରୀ ଦପ୍ତରରେ ଏହି ପ୍ରସଙ୍ଗକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri