ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍ପେଣ୍ଡ କରି…
ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ ଅଭିଯୋଗରେ ତାଙ୍କୁ ସସ୍ପେଣ୍ଡ କରାଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ…
ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….
ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତେବେ ମୁକୁଳା ଡ୍ରେନରେ ପଡି ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି…
ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ
ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ ଭୈରବପୁର ଗ୍ରାମର ଶିକ୍ଷୟତ୍ରୀ ଲୋପାମୁଦ୍ରା ମିଶ୍ର । ସୋମବାର ସକାଳେ ଦୁର୍ଘଟଣାରେ ତାଙ୍କର…
ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…
ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ ନଦୀରେ ବୁଡ଼ି ମୃତ୍ୟୁ ହୋଇଛି। ଏନେଇ ମୃତ କ୍ରିଷ୍ଣାଙ୍କ ଭାଇ ଧାମନଗର ଥାନାରେ…
ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା
ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି ରହିଥିବାରୁ ୨ ନଦୀରେ ଜଳସ୍ତର ବଢ଼ି ଚାଲିଛି l ଶୁକ୍ରବାର ସକାଳେ ବୈତରଣୀ…
ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…
ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ…
ବାଇକ୍କୁ ଧକ୍କାଦେଲା ଟ୍ରକ୍, ଚାପି ହୋଇଗଲେ ଚାଳକ
ଧାମନଗର,୧୧ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା ଅଞ୍ଚଳର ଅଶୋକ କୁମାର ସେଠୀ ( ୪୫) କୌଣସି କାମ ନେଇ ନିଜ…
ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ
ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ କମ୍ପାନୀ (ଡିପିସିଏଲ୍)ର ଅନ୍ୟାୟ ଓ ଅନୀତି ବିରୋଧରେ ଜିଲା ବିକାଶ ପରିଷଦ ଓ…
କାର-ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର
ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍ ନିକଟରେ ରବିବାର ସକାଳ ପ୍ରାୟ ୯ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ…
ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…
ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର ଲୋକେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ଶନିବାର ମୃତଦେହ ନେଇ ପହଞ୍ଚିଛନ୍ତି। ସୂଚନା ମୁତାବକ,…
ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ପ୍ରସଙ୍ଗରେ ଗର୍ଜିଲା ବିଜେଡି
ଧାମନଗର,୧।୯(ସନ୍ତୋଷ କୁମାର ମହାପାତ୍ର): ଫର୍ମ-୭ର ଅପବ୍ୟବହାର କରି ପ୍ରାୟ ୩ ହଜାରରୁ ଊଦ୍ଧର୍ବ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ଦେବା ପ୍ରସଙ୍ଗରେ ଧାମନଗର ଏନ୍ଏସିର ଜଣ ଅଧିକାରୀଙ୍କ ସିଧାସଳଖ ସମ୍ପୃକ୍ତି ପ୍ରତିବାଦରେ ଧାମନଗର ଏନ୍ଏସି କାର୍ଯ୍ୟାଳୟ ଆଗରେ…
ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ
ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି । ଏସଆଇ ଗଣନାଥଙ୍କ ସ୍ତ୍ରୀ ମୋନାଲିସା ଦେବୀଙ୍କ ଅଭିଯୋଗ କ୍ରମେ ମାମଲା ନଂ ୫୩୦/୨୬…

