ଭଦ୍ରକ

ମେଡିକାଲ ଛାତରୁ ଖସିଲା ପ୍ଲାଷ୍ଟର, ଅଳ୍ପକେ ବର୍ତ୍ତିଲେ ରୋଗୀ

ଆରଡ଼ି,୧୮ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ରୋଗୀ ଦେଖା ଗୃହ ଛାତରୁ ଗୁରୁବାର ପ୍ଲାଷ୍ଟର ଖସିପଡ଼ିଛି। ସୌଭାଗ୍ୟବଶତଃ ଏଠାରେ ବସିଥିବା ରୋଗୀମାନଙ୍କ ପାଖରେ ପଡ଼ିଥିଲା। ଫଳରେ…

3 years ago

କେଉଁଠି ଅଧିକ, କେଉଁଠି ଅଭାବ: ଶିକ୍ଷକ ନିଯୁକ୍ତି ଭେଳିକି…

ଧାମନଗର,୧୮।୮(ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ବିଭିନ୍ନ ବିଦ୍ୟାଳୟରେ ସମାନ୍ତରାଳ ଭାବେ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦିଆଯାଇ ନାହିଁ। କେଉଁଠି ଆବଶ୍ୟକତାଠାରୁ ଅଧିକ ଅଛନ୍ତି ତ…

3 years ago

ନଦୀରେ ଭାସିଗଲେ ବୃଦ୍ଧ

ଆରଡି,୧୭।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅଧୀନ ମୁଆଁ ଗ୍ରାମର ଘନଶ୍ୟାମ ଦାସ (୬୨) ବୁଧବାର ବନ୍ୟାରେ ଭାସିଯାଇ ନିଖୋଜ ଅଛନ୍ତି ।…

3 years ago

୧୦୦ ପରିବାର ପାଣିଘେରରେ

ଆରଡ଼ି,୧୭।୮(ଡି.ଏନ.ଏ.): ଭଦ୍ରକ ଜିଲାର ଚାନ୍ଦବାଲି ବ୍ଲକର ଓଳଗ, ଆରଡି, ନାନ୍ଦପୁର, ସୁନ୍ଦରପୁର ଆଦି ପଞ୍ଚାୟତରେ ଥିବା ୧୦ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ସୋମବାର ସନ୍ଧ୍ୟାରେ…

4 years ago

ଧାନତଳି ରୋଇବାକୁ ଯାଇ ଫେରିଲେନି, ଆଜି ମିଳିଲା ମୃତଦେହ

ଆରଡ଼ି,୧୪ା୮(ଡି.ଏନ୍‌.ଏ): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ରଇପୁର ଗ୍ରାମରେ ନାଳରେ ପଡ଼ି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ ରମାକାନ୍ତ ରାଉତ (୫୦) ନାମକ ଚାଷୀ…

4 years ago

ବଢୁଛି ଜଳକା, ବୈତରଣୀ

ରୂପସା/ଭଣ୍ଡାରିପୋଖରୀ, ୧୪ ।୮(ଡି.ଏନ.ଏ./ସ୍ବ.ପ୍ର.): ଲଗାଣବର୍ଷା ଯୋଗୁ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ଓ ଭଦ୍ରକ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀର ଜଳସ୍ତର…

4 years ago

ବିପଦସଙ୍କେତ ଡେଇଁଲା ବୈତରଣୀ

ଧାମନଗର,୧୩।୮(ଡି.ଏନ୍‌.ଏ): ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇ ଶନିବାର ମଧ୍ୟାହ୍ନ ୧୨ଟା ସୁଦ୍ଧା ବିପଦସଙ୍କେତ ଅତିକ୍ରମ କରିଛି। ବୈତରଣୀ ନଦୀର ଆଖୁଆପଦାଠାରେ ବିପଦସଙ୍କେତ ୧୭.୮୩ ମିଟର ରହିଥିବା…

4 years ago

ବୈତରଣୀରେ କମୁଛି ଜଳସ୍ତର

ଭଣ୍ଡାରିପୋଖରୀ,୧୩।୮(ସ୍ବ.ପ୍ର.): ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ନଦୀର ଜଳସ୍ତର ମଙ୍ଗଳବାର ରାତିଠାରୁ ବଢ଼ିବା ଆରମ୍ଭ କରିଥିଲା। ନଦୀର ଆଖୁଆପଦା ଆନିକଟଠାରେ ବିପଦ ସଙ୍କେତ ୧୭.୮୩ ମିଟର ଥିବାବେଳେ…

4 years ago

ପାରୋଲରେ ଆସିଥିଲେ, ସାପ କାମୁଡ଼ାରେ ଚାଲିଗଲା ଜୀବନ

ଚାନ୍ଦବାଲି,୧୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ମାଧପୁର ଗାଁରେ ସାପ କାମୁଡ଼ାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସେହି ଗାଁର ଧନେଶ୍ୱର ଦାସ। ମିଳିଥିବା…

4 years ago

ଶ୍ୱଶୁର ଘର ପହଞ୍ଚି ପାରିଲେନି ଜ୍ୱାଇଁ: ରାସ୍ତାରେ…

ବାସୁଦେବପୁର,୧୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତା ବିରସ ଛକରେ ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୋମନାଥ ଦାସ(୪୦)। ତାଙ୍କ ଘର…

4 years ago