ଭଦ୍ରକ ଅଫିସ,୧୯।୧୨: ମୋବାଇଲରେ ଅନ୍ଲାଇନ ଗେମ୍ ଖେଳି ଜଣେ ଯୁବକ ତାଙ୍କ ବାପାଙ୍କ ଆକାଉଣ୍ଟ ଖାଲି କରି ଦେଇଛନ୍ତି। ଆଉ ଗାଳି ଭୟରେ ଘର ଛାଡ଼ି ପଳାଇଛନ୍ତି।…
ଆରଡି, ୧୭ା୧୨ (ଡି.ଏନ.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଗୁରୁବାର ଧନୁ ସଂକ୍ରାନ୍ତି ଅବସରରେ ଭକ୍ତଙ୍କ ସମାଗମ ହୋଇଥିଲା। ଭୋର ୫ଟାରେ ମନ୍ଦିର ପହଡ଼ ଖୋଲାଯାଇଥିଲା। ବିଧି…
ଭଦ୍ରକ ଅଫିସ, ୧୬।୧୨: ଭଦ୍ରକ ଜିଲାରେ ‘ଜଓ୍ବାଦ’ ପ୍ରଭାବରେ ବର୍ଷା ଯୋଗୁ ପ୍ରାୟ ୬୫ ହଜାର ହେକ୍ଟର ଜମିରେ ଧାନ ଚାଷ କ୍ଷତିଗ୍ରସ୍ତ ହୋଇଥିବା ଜିଲା କୃଷି…
ପଦ୍ମପୁର,୧୫।୧୨(ଡି.ଏନ୍.ଏ.): ଭଦ୍ରକ ସଦର ବ୍ଲକ ଅଧିନ ସାବରଙ୍ଗ ହାଇସ୍କୁଲ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କା ଦେବାରୁ ତିନି ଜଣଙ୍କର ମୃତ୍ୟୁ…
ଭଣ୍ଡାରିପୋଖରୀ, ୧୨।୧୨ (ଡି.ଏନ.ଏ) ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ୨୩ ପଞ୍ଚାୟତରେ ଜୱାଦ ପ୍ରଭାବରେ ବର୍ଷା ଯୋଗୁ ମୋଟ ୫,୨୩୫ ହେକ୍ଟର ଜମିରେ ଧାନ ଓ ଅଣଧାନ…
ପଦ୍ମପୁର, ୧୨।୧୨(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୫ ସେବା ସମବାୟ ସମିତିରେ ଚାଷୀମାନଙ୍କ ଧାନ କିଣା ପାଇଁ ଅନ୍ଲାଇନ ପଞ୍ଜୀକରଣରେ ତ୍ରୁଟିକୁ ନେଇ ଚୁଡ଼ାମଣି ସେବା ସମବାୟ…
ପଦ୍ମପୁର,୧୧।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାମବେହେରା ସାହିର ରମାମଣି ବେହେରା(୪୧) ଦୀର୍ଘ ୨୩ବର୍ଷ ହେଲା ବିଛଣାରେ ପଡ଼ିଛନ୍ତି। ଚିକିତ୍ସାରେ ଅର୍ଥ ବାଧକ ସାଜିଛି। ଏପଟେ ଘରେ…
ଭଦ୍ରକ ଅଫିସ, ୧୧।୧୨: ବୟସ ମାତ୍ର ୪ ବର୍ଷ ୬ ମାସ। ତୁଳସୀ ଦୁଇପତ୍ରରୁ ବାସିଲା ଭଳି ତାଙ୍କ ପ୍ରତିଭା ଏବେଠାରୁ ବାସିଲାଣି। ହିନ୍ଦୀ ଓ ଇଂଲିଶରେ…
ବାସୁଦେବପୁର,୧୦।୧୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ତହସିଲ କାର୍ଯ୍ୟାଳୟ ପରିସର ମୋ ସରକାର କକ୍ଷ ସାମ୍ନାରେ ଶୁକ୍ରବାର ଗଣ୍ଡଗୋଳ ଘଟିଛି। ୮ରୁ ୧୦ ଜଣ ତହସିଲ କର୍ମଚାରୀ ମିଳିତ…
ପଦ୍ମପୁର,୭।୧୨(ଡି.ଏନ୍.ଏ): ଭଦ୍ରକ ଜିଲା ବାସୁଦେବପୁର ବଜାର ପୁରୁଣା ଷ୍ଟେଟବ୍ୟାଙ୍କ ଛକ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ହାଇଓ୍ବା ଧକ୍କା ଦେବାରୁ ଜଣେ ଆଇଟିଆଇ ଛାତ୍ରଙ୍କ ଘଟଣାସ୍ଥଳରେ…