ଭଦ୍ରକ

ଆଖଣ୍ଡଳମଣି ପୀଠରେ ଅସମ୍ଭାଳ ଭିଡ଼, ନିୟନ୍ତ୍ରଣ କରିପାରିଲାନି ପୋଲିସ

ଆରଡ଼ି,୮।୧୧(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ପୀଠରେ କାର୍ତ୍ତିକ ମାସର ୪ର୍ଥ ସୋମବାର ଅସମ୍ଭାଳ ଭିଡ଼ ପରିଲକ୍ଷିତ ହୋଇଛି। ଭୋର ୫ଟାରେ ମଙ୍ଗଳ ଆଳତି…

5 years ago

ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ ହେବ ବୌଦ୍ଧବିହାର

ଭଣ୍ଡାରିପୋଖରୀ, ୮।୧୧(ଡି.ଏନ.ଏ)  ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁରଠାରେ ରହିଛି ପ୍ରାଚୀନ ବୌଦ୍ଧବିହାର। ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନିର୍ଦ୍ଦେଶ କ୍ରମେ ଏହି ବୌଦ୍ଧବିହାରକୁ…

5 years ago

ସରିଲା ଭଦ୍ରକ ପ୍ରସିଦ୍ଧ କାଳୀପୂଜା: ବିଦାୟ ନେଲେ ମା’

ଭଦ୍ରକ ଅଫିସ,୭।୧୧ : ଭଦ୍ରକ ପ୍ରସିଦ୍ଧ କାଳୀପୂଜା ଆଜି ସରୁଛି । ପୂର୍ବରୁ ଦଶ ଦିନ ଧରି ପାଳିତ ହେଉଥିବା କାଳୀପୂଜା କରୋନା କଟକଣା ପାଇଁ ଏଥର…

5 years ago

ଚାକିରି ଦେବାକୁ କହି ଠକିନେଲେ ଲକ୍ଷାଧିକ ଟଙ୍କା

ବନ୍ତ,୭।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ସିଆର୍‌ପିଏଫ୍‌ରେ ଚାକିରି କରାଇ ଦେବାକୁ କହି ବହୁ ବେକାର ଯୁବକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେବା ଅଭିଯୋଗରେ ପୋଲିସ…

5 years ago

୨ ହଜାର ଟଙ୍କା ପାଇଁ ବନ୍ଧା ହେଲେ ଏଏସ୍‌ଆଇ

ପଦ୍ମପୁର,୫।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଏଏସ୍‌ଆଇ କୈଳାସ ଚନ୍ଦ୍ର ଖୁଣ୍ଟିଆ ଶୁକ୍ରବାର ରାତିରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ…

5 years ago

ଏନ୍‌ଏଚ୍‌ କର୍ତ୍ତୃପକ୍ଷଙ୍କୁ ଘେରିଲେ ଲୋକେ

ପାଣିକୋଇଲି,୪।୧୧(ଡି.ଏନ.ଏ.): ୧୬ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ସମ୍ପ୍ରସାରଣରେ ବିଭାଗୀୟ ତ୍ରୁଟିପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ସ୍ଥାନୀୟ ଲୋକଙ୍କ ପାଇଁ କାଳ ହୋଇଛି। ଏହିକ୍ରମରେ ବୁଧବାର ଏନ୍‌ଏଚ୍‌ର ଶର୍ମା ପେଟ୍ରୋଲ…

5 years ago

ୟୁଟ୍ୟୁବ୍‌ରୁ ମାସିକ ରୋଜଗାର ଲକ୍ଷେ

ବିଭୁ ପ୍ରସାଦ ବେହେରା ଭଦ୍ରକ ଅଫିସ, ୪।୧୧: ଦେବଦେବୀଙ୍କ ପ୍ରତିମାଠାରୁ ଆରମ୍ଭ କରି ଫଟୋଫ୍ରେମ୍‌, ଫୁଲଦାନି। ତା’ ସାଙ୍ଗକୁ ଭଳିକି ଭଳି ଘର ସାଜସଜ୍ଜା ଉପକରଣ। ଦୁର୍ମୂଲ୍ୟ…

5 years ago

ଲିଚୁ ଲାଇଟ୍‌ ଲଗାଇବା ବେଳେ ଚାଲିଗଲା ଜୀବନ

ବାସୁଦେବପୁର, ୩।୧୧(ଡି.ଏନ.ଏ.): ଦୀପାବଳି ପାଇଁ ଘର ସଜାଉଥିବା ବେଳେ ବିଦ୍ୟୁତ୍‌ ତାର ଲାଗି ବୁଧବାର ସନ୍ଧ୍ୟାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା…

5 years ago

ଭଦ୍ରକ କାଳୀ ପୂଜା: ଶ୍ରଦ୍ଧାଳୁଙ୍କୁ ଦର୍ଶନ ମନା ଭଦ୍ରକାଳୀ ପୀଠରେ ସପ୍ତମାତୃକା ବେଶ

ଭଦ୍ରକ ଅଫିସ, ୨ା୧୧- ଭଦ୍ରକର ଐତିହାସିକ କାଳୀପୂଜା ଗୁୁରୁବାର ଆରମ୍ଭ ହେବ। ଭଦ୍ରକ କାଳୀ ପୀଠରେ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ ଅନୁଷ୍ଠିତ ହେବାକୁ ଥିବା ବେଳେ…

5 years ago

ବନ୍ଧୁକ ମୁନରେ ୧୫ ଲକ୍ଷ ଟଙ୍କାର ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ପଦ୍ମପୁର,୧ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଦର୍ଶନପୁର ମାଛ ହାଟ ଛକରେ ଜଣେ ସୁନା ଦୋକାନୀଙ୍କଠାରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ।…

5 years ago