ଭଦ୍ରକ

ସଡ଼କ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ସାବରଙ୍ଗ,୫।୪(କାଳିପଦ ରାୟ): ବାସୁଦେବପୁର ପୌରାଞ୍ଚଳ ଅଧୀନ ଜାମଝାଡି ଧାମରା ରାସ୍ତାର ଗୁଆଗାଁ ଛକଠାରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବରଣ୍ଡୁଆ ପଞ୍ଚାୟତର…

11 months ago

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ

ତିହିଡ଼ି,୪ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଝିଙ୍କିରିଆ ଗ୍ରାମର ଜଣେ ଯୁବକଙ୍କ ମୃତଦେହକୁ ଏକ ପୋଖରୀରୁ ଗୁରୁବାର ରାତିରେ ଉଦ୍ଧାର କରାଯାଇଛି।…

11 months ago

କ୍ଷୀରରୁ ମିଳୁନି ଉଚିତ୍‌ ମୂଲ୍ୟ

ଚାନ୍ଦବାଲି,୪ା୪(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସିରେ ଥିବା ଦୁଗ୍ଧ ଉତ୍ପାଦକ ସମବାୟ ସମିତି ଆଗରେ ଗୋପାଳକମାନେ କ୍ଷୀର ଢାଳିଛନ୍ତି। ଦୁଗ୍ଧ ଉତ୍ପାଦ କେନ୍ଦ୍ରର କର୍ମଚାରୀମାନେ ଜାଣିଶୁଣି…

11 months ago

ସଶସ୍ତ୍ର ଡକାୟତି: ହାତଗୋଡ଼ ବାନ୍ଧି ଲୁଟିନେଲେ ୫୦ ଲକ୍ଷ ଟଙ୍କା

ଖଇରା,୩ା୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ପ୍ରହରାଜପୁର ଗ୍ରାମରେ ଦୁର୍ବୃତ୍ତମାନେ ମାରଣାସ୍ତ୍ରରେ ଆକ୍ରମଣ କରି ଜୁଏଲାରୀ ମାଲିକଙ୍କ ଘରୁ ୫୦ ହଜାର ଟଙ୍କାର ଅଳଙ୍କାର…

11 months ago

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା କରିଛନ୍ତି।…

11 months ago

ଏମିତି ବି ମୃତ୍ୟୁ ଆସେ, ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ

ସାବରଙ୍ଗ/ବାସୁଦେବପୁର,୧।୪ (କାଳିପଦ ରାୟ/ନାରାୟଣ ପ୍ରସାଦ ବାରିକ): ଏମିତି ବି ମୃତ୍ୟୁ ଆସେ। ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ ପ୍ରବଚକ। ସୋମବାର ରାତିରେ ଭଦ୍ରକ ଜିଲା ସାବରଙ୍ଗ ଥାନା…

11 months ago

ପ୍ରବଚନ ଦେବାବେଳେ ଟଳିପଡ଼ିଲେ ପ୍ରବଚକ

ଭଦ୍ରକ,୧।୪/ସାବରଙ୍ଗ,୧।୪(ସନାତନ ରାଉତ/କାଳିପଦ ରାୟ): ଶ୍ରୀରାମ ନବମୀ ଉପଲକ୍ଷେ ନବରାତ୍ର ପାରାୟଣ ଚାଲିଥିଲା। ଏହି ଉପଲକ୍ଷେ ରାମଚରିତ ମାନସ ଉପରେ ପ୍ରବଚନ ଦେଉଥିବା ପ୍ରବଚକ ହଠାତ ଟଳିପଡିଥିଲେ। ସଂଜ୍ଞାହୀନ…

11 months ago

କଲେଜ ଯାଇ ଘରକୁ ଫେରିନାହାନ୍ତି ନାବାଳିକା ଝିଅ, ଅପହରଣକାରୀଙ୍କ ଗିରଫ ଦାବିରେ ଧାରଣା

ଚାନ୍ଦବାଲି,୩୦ା୩(ଅଶୋକ ପଣ୍ଡା): ନାବାଳିକା ଝିଅକୁ ଅପହରଣ ଘଟଣାରକୁ ୧୦ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ନାବାଳିକାକୁ ଉଦ୍ଧାର କରିବାରେ ବିଫଳ। ଅପହରଣକାରୀଙ୍କୁ ଗିରଫ ଦାବିକରି ଫାଣ୍ଡି…

11 months ago

ଭଦ୍ରକ ଓକିଲ ସଂଘ ନିର୍ବାଚନ ପାଇଁ ଚାଲିଛି ଭୋଟ, ୩ଟାରୁ ଆରମ୍ଭ ହେବ ଗଣତି

ଭଦ୍ରକ, ୨୯। ୩(ସନାତନ ରାଉତ)- ଭଦ୍ରକ ପୁରୁଣା କୋର୍ଟ ପରିସରରେ ଶନିବାର ପୂର୍ବାହ୍ନ ୭ ଟାରୁ ଓକିଲ ସଙ୍ଘ ନିର୍ବାଚନ ଅନୁଷ୍ଠିତ ହେଉଛି । ଅପରାହ୍ନ ୩ଟା…

11 months ago

ଧାମନଗର ଓକିଲ ସଂଘ ନିର୍ବାଚନ, ୭ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଧାମନଗର , ୨୯।୩ (ଦେବେନ୍ଦ୍ର ଆନ୍ଦିଆ): ରାଜ୍ୟ ଆଇନଜୀବୀ ପରିଷଦ ନିର୍ଦ୍ଦେଶ ଅନୁସାରେ ଚଳିତ ମାର୍ଚ୍ଚ ମାସ ଶେଷ ଶନିବାର ଅର୍ଥାତ ୨୯ ତାରିଖ ଦିନ ସାରା…

11 months ago