ଭଦ୍ରକ ଅଫିସ,୨୩ା୭: ଗୁରୁବାର ଭଦ୍ରକ ଜିଲାରେ ୩୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୪୨୪ରେ ପହଞ୍ଚିଥିବା ଜିଲା ପ୍ରଶାସନ ପକ୍ଷରୁ…
ପଦ୍ମପୁର,୨୩।୭(ଡି.ଏନ.ଏ.): ବାସୁଦେବପୁର ବ୍ଲକ ଅଧିନ ପଦ୍ମପୁର ବଜାର ନିକଟରୁ ଜଣେ ଚୋରା ମଦ ବେପାରୀଙ୍କୁ ଗୁରୁବାର ଅବକାରୀ ବିଭାଗ ଗିରଫ କରିଛି। ଗିରଫ ବେପାରୀ ହେଲେ ମନୋଜ…
ଭଣ୍ଡାରିପୋଖରୀ,୨୨ା୭(ଡି.ଏନ.ଏ)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବାରିକପୁର ଜୁନିଅର କଲେଜ ଅଧ୍ୟକ୍ଷ ବିପିନ ବିହାରୀ ମହାପାତ୍ରଙ୍କର କୋଭିଡ୍ ହସ୍ପିଟାଲରେ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଚାଲିଛି।…
ଭଦ୍ରକ ଅଫିସ, ୨୨ା୭- ଭଦ୍ରକ ଜିଲାରେ ବଢ଼ୁଥିବା କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ବୁଧବାର ଜିଲାର ସମସ୍ତ ପୌରାଞ୍ଚଳ, ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ବ୍ଲକ…
ଭଦ୍ରକ ଅଫିସ, ୨୨।୭: ଭଦ୍ରକ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସାଧାରଣ ଲୋକେ ଆକ୍ରାନ୍ତ ହେବା ସାଙ୍ଗକୁ ବହୁ ସରକାରୀ…
ଭଦ୍ରକ ଅଫିସ, ୨୨।୭: ଭଦ୍ରକ ପୌରପାଳିକା ଓ ଧାମନଗର ଏନ୍ଏସି ଅଞ୍ଚଳରେ ବୁଧବାର ଠାରୁ ଲକ୍ଡାଉନ କଟକଣା କଡାକଡ଼ି କରାଯାଇଛି। ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନିୟମ…
ଭଣ୍ଡାରିପୋଖରୀ, ୨୨।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୩ ନଂ ମୁଖ୍ୟ କେନାଲର ପାର୍ବତୀ ସାଇଫନ ନିକଟରେ ପୁରୁଣା ପାଇପ୍ ଭାଙ୍ଗି ପାଣି ଲିକେଜ କରି ମାଟି…
ବାସୁଦେବପୁର,୨୧ା୭(ଡି.ଏନ୍.ଏ.)-ଭଦ୍ରକ ଜିଲା ଧାମରା-ବାସୁଦେବପୁର ରାସ୍ତାର ପ୍ରଶସ୍ତୀକରଣ ପାଇଁ ସୋମବାରଠାରୁ ବାସୁଦେବପୁର ମୁଖ୍ୟ ବଜାର ରାସ୍ତାର ଦୁଇପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମଙ୍ଗଳବାର ଉଚ୍ଛେଦ କାର୍ଯ୍ୟ…
ଭଦ୍ରକ ଅଫିସ,୨୧।୭: ଭଦ୍ରକ ଜିଲାବାସୀଙ୍କୁ ଘରେ ବସି ସ୍ବାସ୍ଥ୍ୟ ସେବା ଯୋଗାଇବା ଓ ସଂକ୍ରମଣରୁ ଦୂରେଇ ରଖିବା ପାଇଁ ମଙ୍ଗଳବାର ଜିଲା ମୁଖ୍ୟ ଡାକ୍ତରଖାନାରେ ଟେଲିମେଡିଶିନ ସେବା…
ଭଦ୍ରକ ଅଫିସ, ୨୦।୭: ରାଜ୍ୟରେ ସୋମବାରୁ ୬୭୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲାରୁ ରହିଛନ୍ତି ୫୮ଜଣ। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭଦ୍ରକ…