ଭଦ୍ରକ ଅଫିସ, ୧୬ା୭- ଭଦ୍ରକ ପୌରପାଳିକା କାର୍ଯ୍ୟାଳୟ ଆଗାମୀ ୧୪ ଦିନ ପାଇଁ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। କରୋନା ସଂକ୍ରମଣ ବଢ଼ୁଥିବା କାରଣରୁ ପୌରପାଳିକା…
ଧାମନଗର,୧୬ା୭(ଡି.ଏନ୍.ଏ.): କରୋନା ସଂକ୍ରମଣ ରୋକିବାକୁ ଧାମନଗର ଏନ୍ଏସିକୁ ୩ ଦିନ ପାଇଁ ଶଟ୍ଡାଉନ୍ ଘୋଷଣା କରିଛନ୍ତି ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ…
ଭଦ୍ରକ ଅଫିସ,୧୬।୭: ଭଦ୍ରକ ଜିଲାରେ ଗୁରୁବାର ପୁଣି ୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟଙ୍କ ମଧ୍ୟରୁ ୬ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରର ହୋଇଥିବା ବେଳେ ଜଣେ…
ବାସୁଦେବପୁର,୧୬ା୭(ଡି.ଏନ୍.ଏ.)- ଭଦ୍ରକ ଜିଲା ବାସୁଦେବପୁର ସହରରେ କୋଭିଡ୍-୧୯ ଆଇନର ଉଲ୍ଲଂଘନ କରି ଚାଲିଥିବା ୬ଟି ହୋଟେଲକୁ ବୁଧବାର ପ୍ରଶାସନ ସିଲ୍ କରିଛି। ଏହି ହୋଟେଲଗୁଡ଼ିକରେ ଲୋକଙ୍କୁ ବସାଇ…
ଭଣ୍ଡାରିପୋଖରୀ,୧୪।୭ (ଡି.ଏନ.ଏ): ଭଣ୍ଡାରିପୋଖରୀ ବ୍ଲକ କୃଷି କାର୍ଯ୍ୟଳୟ ନିକଟରେ ଏକ ବଡ ଲୁଟ୍ ହୋଇଛି। ସୋମବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟା ସମୟରେ ନିର୍ଗୁଣ୍ଡି ପଞ୍ଚାୟତ ଗୁହାଳିଆ…
ଭଦ୍ରକ ଅଫିସ,୧୩।୭-ଭଦ୍ରକରୁ କୋଲକତା କୌଣସି ବସ୍ ଯାଇପାରିବନି କି ଆସିପାରିବନି। କୋଲକତାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଗୁରୁବାର ଏପରି ପଦକ୍ଷେପ ନେଇଛି ଭଦ୍ରକ…
ପଦ୍ମପୁର,୧୩ା୭(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଣେ ଶିକ୍ଷୟିତ୍ରୀଙ୍କ ଅଶ୍ଲୀଳ ଫଟୋ ଉଠାଇ ଜେଲ୍ ଯାଇଛନ୍ତି ଜଣେ ଶିକ୍ଷକ। ସୂଚନାଯୋଗ୍ୟ, ସଂପୃକ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଫଟୋ…
ଭଦ୍ରକ ଅଫିସ, ୧୩।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିରୋଳି ଶାସନ ଅଞ୍ଚଳରେ ଜଣେ ଗର୍ଭବତୀ ମହିଳାଙ୍କୁ ରବିବାର ମରଣାନ୍ତକ ଆକ୍ରମଣ ହୋଇଛି। ଗ୍ରାମର କିଛି ପଡୋଶୀ…
ଭଦ୍ରକ ଅଫିସ, ୧୩ା୭: ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୯୪ ଛୁଇଁଛି। ସରକାରୀ ଭାବେ ଜିଲାରେ ଜଣଙ୍କ ମୃତ୍ୟୁ ଘଟିଥିବା ଘୋଷଣା କରାଯାଇଥିବା…
ଭଦ୍ରକ ଅଫିସ,୧୨ା୭: ରବିବାର ଭଦ୍ରକ ଜିଲାରୁ ୧୧ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଛୁଇଁଛି। ଚି଼ହ୍ନଟ ସମସ୍ତେ ସଙ୍ଗରୋଧ କେନ୍ଦ୍ରରୁ…