ବଘିଆପଡ଼ା,୧୦।୧୨(ଶ୍ରୀକାନ୍ତ ସାହୁ): ବୌଦ୍ଧ ଥାନା ବଘିଆ ପଡା ଫାଣ୍ଡି ଅନ୍ତର୍ଗତ ଟିକରପଦା ପଞ୍ଜୟତର ଗୁରୁଜୀମୁଣ୍ଡା ଗ୍ରାମ ନିକଟରୁ ଜଣେ ଯୁବକଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହମିଳିଛି। ମିଳିଥିବା ସୂଚନା…
ଭଦ୍ରକ, ୫।୧୨(ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ବଡ଼ ନପଙ୍ଗ ଗାଁରେ ସଶସ୍ତ୍ର ଡକାୟତି ହୋଇଛି l ଗାଁର ମାଧବ ସେଠୀଙ୍କ ଘରେ ପଶି ଦୁର୍ବୁତ୍ତମାନେ…
ଆଗରପଡ଼ା,୨।୧୨(ସୁଶାନ୍ତ ଦାଶ): ଭଦ୍ରକ ଜିଲା ଆଗରପଡ଼ା ଥାନା ଅନ୍ତର୍ଗତ ପୁରୁଷଣ୍ଢ ମେଳନ ପଡ଼ିଆ ଶ୍ମଶାନରେ ନିର୍ମାଣ ହୋଇଥିବା ଶବଦାହ କେନ୍ଦ୍ର ଅତ୍ୟନ୍ତ ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛି।…
ଧାମନଗର,୨୯।୧୧(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ):୮ ମାସ ତଳେ ଜଣେ ଯୁବକ ତାଙ୍କ ଝିଅକୁ ନେଇ ବେଙ୍ଗାଲୁରୁ ଚାଲି ଯାଇଥିଲେ। ଏବେ ତାଙ୍କ ଝିଅର ମୃତଦେହ ଫେରିଥିବା ବେଳେ…
ବାଲେଶ୍ୱର, ୨୭।୧୧(ବାଞ୍ଛାନିଧି ଦେ): ବାଲେଶ୍ୱର ନିର୍ବାଚନମଣ୍ଡଳୀର ସାର୍ଥା ଓ କଷାଫଳ ପଞ୍ଚାୟତ ମଧ୍ୟରେ ଥିବା ଡୁବୁଡୁବି ନଦୀର ସାହୁଘାଟଠାରେ ନିର୍ମାଣାଧୀନ ପୋଲ ସମ୍ପୂର୍ଣ୍ଣ ହୋଇପାରୁନି। ୨୦୧୭-୧୮ରୁ ଦୀର୍ଘ…
ଧାମନଗର,୨୭।୧୧(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକରେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକୁ ଯୋଗାଉଥିବା ଚାଉଳ ହଡ଼ପ ଅଭିଯୋଗରେ ଠିକାଦାରଙ୍କ ଗୋଦାମକୁ ମଙ୍ଗଳବାର ସିଲ୍ କରାଯାଇଛି। ଧାମନଗର ସିଡିପିଓ ଧରିତ୍ରୀ ପାଣିଗ୍ରାହୀଙ୍କ ଉପସ୍ଥିତିରେ…
ଭଦ୍ରକ, ୨୬।୧୧(ସନାତନ ରାଉତ): ଭଦ୍ରକ ପୌରପାଳିକା ଅଧୀନ ୨୮ ନଂ ୱାର୍ଡ ନୁଆସାହିରେ ୪ଟି ମନ୍ଦିରରୁ ସୋମବାର ରାତିରେ ସିରିଜ ଚୋରି ହୋଇଛି l ପୁରୁଣା ବଜାର…
ଭଦ୍ରକ,୨୨ା୧୧: ବାଇକ୍କୁ ଓଭର ଟେକ୍ ବେଳେ ରୋଲରକୁ ପିଟିଲା ବସ୍। ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବରପଦା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି। କୌଣସି…
ଚାନ୍ଦବାଲି,୨୦।୧୧(ଅଶୋକ କୁମାର ପଣ୍ଡା): ଲାଞ୍ଚମାଗିବା ପଡ଼ିଲା ମହଙ୍ଗା। ଗ୍ରାମ୍ୟ କୃଷି ଅଧିକାରୀ (V.A.W) ନିଲମ୍ବିତ। ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟ କ୍ଷତି ହୋଇ ଥିବା ଚାଷୀଙ୍କୁ ସରକାର…
ଭଦ୍ରକ,୨୦।୧୧(ସନାତନ ରାଉତ): ୨୦୮ ବର୍ଷ ତଳେ ବ୍ରିଟିଶ ଅମଳରେ ଭଦ୍ରକ ସହରର ସାଳନ୍ଦୀ ନଦୀ ଉପରେ ନିର୍ମିତ ଐତିହାସିକ ରାଜଘାଟ ପୋଲ ମରାମତି ଅଭାବରୁ ଦୁର୍ବଳ ହୋଇ…