ବନ୍ତ,୯ା୫(ଡି.ଏନ୍.ଏ.) : ଭଦ୍ରକ ଜିଲା ବନ୍ତ ଥାନା ଛକଠାରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମାସ୍କ ପିନ୍ଧି ନ ଥିବା ଜଣେ ଯୁବକଙ୍କୁ ପୋଲିସ ତାଗିଦ୍…
ଭଦ୍ରକ ଅଫିସ,୯।୫: ଭଦ୍ରକ ଜିଲା ଚରମ୍ପା ଜଳ ବଣ୍ଟନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଶୁକ୍ରବାର ୩୦ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ଜିଲା…
ଆରଡି, ୯।୫(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ପଞ୍ଚାୟତର ୫ଜଣ ଅନ୍ନପୁନ୍ନା ହିତାଧିକାରୀଙ୍କୁ ଶୁକ୍ରବାର ୩ ମାସର ଚାଉଳ ବଣ୍ଟନ କରାଯାଇଛି। ଜିଲା ଯୋଗାଣ…
ଭଦ୍ରକ ଅଫିସ,୯।୫: ଭଦ୍ରକ ଜିଲାରେ ଶନିବାର ସକାଳୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି।…
ଭଣ୍ଡାରିପୋଖରୀ,୯ା୫(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ମାଳଦା ପଞ୍ଚାୟତସ୍ଥିତ ମାଳଦା ହାଇସ୍କୁଲ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଓଡ଼ିଆଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ ପାଇଁ ଶୁକ୍ରବାର ଡାକ୍ତରୀ ଟିମ୍ ପହଞ୍ଚିଥିଲେ। ଏଥିରେ ମଞ୍ଜୁରୀ…
ପଦ୍ମପୁର,୯ା୫(ଡି.ଏନ.ଏ.)-ବାସୁଦେବପୁର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କାର୍ଯ୍ୟରତ ସମସ୍ତ ଶିକ୍ଷକ, ଶିକ୍ଷା କର୍ମଚାରୀ, ନୂତନ ଭାବେ ପେନସନଧାରୀ ସେମାନଙ୍କର ୧ମାସ ୧ଦିନର ଦରମାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଶୁକ୍ରବାର…
ଭଣ୍ଡାରିପୋଖରୀ, ୮ା୫(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକର ୫ଟି ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଓଡ଼ିଆଙ୍କ ସ୍ବାବ ଶୁକ୍ରବାର ରହଣିଆ ହାଇସ୍କୁଲଠାରେ ହୋଇଥିବା ସାମୂହିକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଂଗ୍ରହ କରାଯାଇଛି।…
ବାସୁଦେବପୁର, ୮ା୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ଡାକ୍ତରଖାନାରେ ଆଉଟଡୋର ସାମ୍ନାରେ ଶୁକ୍ରବାରଠାରୁ ଲାଗିଛି ହୋଲବଡ଼ି ସାନିଟାଇଜର ମେଶିନ। ଏହି ସାନିଟାଇଜର୍କୁ ବାସୁଦେବପୁର ବ୍ଲକ ଗୋପବନ୍ଧୁନଗର ଗ୍ରାମର କାଳୀପଦ ସିଟ୍…
ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଶୁକ୍ରବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ସେ ଭଦ୍ରକ ଜିଲାର ୩୩ ବର୍ଷୀୟ ଯୁବକ। ନିକଟରେ ସେ ସୁରଟରୁ…
ଭଣ୍ଡାରିପୋଖରୀ, ୮।୫ (ଡି.ଏନ୍.ଏ.): ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସୁଦ୍ଧା ଭଣ୍ଡାରିପୋଖରୀ ସ୍ଥିତ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରରେ ୨୭୨ ଜଣ ପ୍ରବାସୀ ପହଞ୍ଚିଛନ୍ତି। ଉକ୍ତ…