ଭଦ୍ରକ

କାର୍ଯ୍ୟରେ ଅବହେଳା: ଅତିରିକ୍ତ ତହସିଲଦାର ନିଲମ୍ବିତ

ଭଦ୍ରକ ଅଫିସ, ୨୩ା୪- ଭଦ୍ରକ ଜିଲା ତିହିଡ଼ି ଅତିରିକ୍ତ ତହସିଲଦାର ସ୍ବେତପଦ୍ମା ଧଳଙ୍କୁ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ନିଲମ୍ବନ କରାଯାଇଛି। ସେ…

6 years ago

ସୀମାରେ ସୁରକ୍ଷା ବ୍ୟବସ୍ଥା ଢିଲା: ପଶ୍ଚିମବଙ୍ଗରୁ କଣ୍ଟେନର୍‌ରେ ଆସୁଛନ୍ତି ଲୋକେ

ଭଦ୍ରକ ଅଫିସ, ୨୩ା୪-ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ଭଦ୍ରକ ଜିଲା ପ୍ରଶାସନ ପାଇଁ ଚିନ୍ତାର କାରଣ ହୋଇଛି। ଜିଲାରେ ଏବେ…

6 years ago

କଣ୍ଟେନମେଣ୍ଟ ଜୋନ -୧, ଜୋନ -୨ ରେ ସ୍ବାସ୍ଥ୍ୟ ବିଭାଗର ସର୍ଭେ

ଭଣ୍ଡାରିପୋଖରୀ, ୨୩।୪ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକରେ ଦୁଇ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଦୁଇ ପଞ୍ଚାୟତକୁ ଅବରୋଧ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ବୁଧବାର ଅଗ୍ନିଶମ ବିଭାଗ ଦାରା…

6 years ago

ନିର୍ଗୁଣ୍ଡି ପଞ୍ଚାୟତକୁ ବିଶୋଧନ କରାଗଲା

ଭଣ୍ଡାରିପୋଖରୀ, ୨୩।୪ (ଡି.ଏନ.ଏ.)-ଗୁରୁବାର ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତକୁ ଅଗ୍ନିଶମ ବିଭାଗ ପକ୍ଷରୁ ବିଶୋଧନ କରାଯାଇଛି। ସରପଞ୍ଚ ନମିତା ପାତ୍ରଙ୍କ ତତ୍ତ୍ୱାବଧାନରେ ପ୍ରଥମେ ମହୁରା ସ୍ଥିତ ସ୍କୁଲରେ…

6 years ago

ଲକ୍‌ଡାଉନ ସ୍ଥିତି ଯାଞ୍ଚ କରିବା ସହ ସଚେତନ କଲେ ଏସ୍‌ପି

ପଦ୍ମପୁର,୨୩।୪(ଡି.ଏନ୍‌.ଏ.): ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି। ଯାହାକୁ ନେଇ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହ ବ୍ଲକର ୯ଟି…

6 years ago

ଭିଡିଓ କନଫେରେନ୍ସିଂରେ ସରପଞ୍ଚଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ବନ୍ତ, ୨୨।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ମୁକାବିଲା ପାଇଁ ଗତ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଅର୍ପଣ କରିଛନ୍ତି। ନିଜ…

6 years ago

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଭଣ୍ଡାରିପୋଖରୀ, ୨୨।୪ (ଡି.ଏନ.ଏ.)-କରୋନାକୁ ପ୍ରତିହିତ କରିବା ପାଇଁ ଦିନ ରାତି ଏକ କରି ଖଟୁଥିବା ଯୋଦ୍ଧାମାନଙ୍କୁ ଭାଜପା ଭଣ୍ଡାରିପୋଖରୀ ଶାଖା ପକ୍ଷରୁ ମଙ୍ଗଳବାର ଭଣ୍ଡାରିପୋଖରୀ ଓ ଧାମନଗର…

6 years ago

ଲକ୍‌ଡାଉନ୍‌ ଊଲ୍ଲଂଘନ ଅଭିଯୋଗ , ୯ ଦୋକାନୀ ଗିରଫ

ଭଣ୍ଡାରିପୋଖରୀ, ୨୨।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକରେ ଦୁଇ ଜଣ କରନା ରୋଗୀ ଚିହ୍ନଟ ହେବା ପରେ ବ୍ଲକର ଦୁଇ ପଞ୍ଚାୟତକୁ କଣ୍ଟେନମେଣ୍ଟ ଯୋନ ଘୋଷଣା କରାଯାଇଛି। ଏହା ଛଡ଼ା ଲକଡାଉନ…

6 years ago

ଚାଷୀଙ୍କୁ ସ୍ବଳ୍ପକାଳୀନ ଋଣ ଯୋଗାଣ ନେଇ ଆଲୋଚନା

ଭଦ୍ରକ ଅଫିସ,୨୨ା୪: କରୋନା ଭୂତାଣୁ ସଂକ୍ରମଣ ଜନିତ ଜିଲାର ଚାଷୀମାନଙ୍କ କ୍ଷେତ୍ରରେ ଘଟିଥିବା ଆର୍ଥକ ଦୁର୍ବଳତା ଯୋଗୁ ସେମାନଙ୍କୁ ସ୍ବଚ୍ଛଳ କରିବା ସହିତ ଚାଷ କାମରେ ସହଯୋଗ…

6 years ago

ଭାଷଣ ନୁହେଁ, ରାଶନ ଦେବାକୁ ଦାବି କଲେ ଦିନ ମଜୁରିଆ

ଭଦ୍ରକ ଅଫିସ,୨୨ା୪: ବୁଧବାର ଭଦ୍ରକ ସିଆଇଟିୟୁ ନେତା ଦିବ୍ୟସିଂହ ନାୟକଙ୍କ ନେତୃତ୍ୱରେ କିଛି ଅଣସଂଗଠିତ ଶ୍ରମିକ, ରିକ୍ସା ଚାଳକ ଓ ଦିନ ମଜୁରିଆମାନେ ଭାଷଣ ନୁହେଁ, ରାଶନ…

6 years ago