ଭଦ୍ରକ

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ତଦାରଖ କଲେ ଅତିରିକ୍ତ ଜିଲାପାଳ

ବନ୍ତ,୨୯।୩(ଡି.ଏନ୍‌.ଏ.): ଅତିରିକ୍ତ ଜିଲାପାଳ(ରାଜସ୍ବ) ଅରୁଣ କୁମାର ମହାପାତ୍ର ରବିବାର ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ତଦାରଖ କରିଛନ୍ତି। ନିଳୋକ ହାଇସ୍କୁଲସ୍ଥିତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ…

6 years ago

କରୋନା ସମୟରେ କଳାକାରଙ୍କୁ ଭତ୍ତା ଦେବାକୁ ଭୁଲିଗଲେ ସରକାର

ଧାମନଗର,୨୯।୩(ଡି.ଏନ୍‌.ଏ.): କରୋନା କବଳରୁ ମୁକ୍ତି ପାଇଁ ସରକାରଙ୍କ ପ୍ରଚେଷ୍ଟା ଜାରି ରହିଥିବାବେଳେ ଗୃହବନ୍ଦୀ କରାଯାଇ ଜନସାଧାରଣଙ୍କୁ ଖାଦ୍ୟପେୟ ଯୋଗାଇ ଦିଆଯାଉଛି। ଗରିବ ବୃଦ୍ଧା,ବୃଦ୍ଧ, ବିଧବା, ଭିନ୍ନକ୍ଷମଙ୍କୁ ଅଗ୍ରୀମ…

6 years ago

‘ଘରେ ଯୋଗାଇ ଦିଆଯିବ ରାଶନ, ଖାଦ୍ୟ’ ନିର୍ଦ୍ଦେଶନାମା ଜାରି କଲା ପ୍ରଶାସନ

ଭଦ୍ରକ ଅଫିସ, ୨୯ା୩- ଲକ୍‌ଡାଉନ୍‌ ପରିସ୍ଥିତିରେ ଜନସାଧାରଣଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ନେହେରୁ ଷ୍ଟାଡିୟମରେ ପରିବା ଦୋକାନରେ…

6 years ago

ଜଳିଗଲା ୩ ବଖରା

ବନ୍ତ, ୨୯ା୩(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ପଦିପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ୩ ବଖରା ଘର ସହ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ବିଦ୍ୟୁତ…

6 years ago

ରାଜ୍ୟ ବାହାରୁ ଆସିଥିବା ଲୋକଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା

ବନ୍ତ, ୨୯ା୩(ସ୍ବ.ପ୍ର.)-ବନ୍ତ ବ୍ଲକ ଆଗରପଡା ଥାନା ପୁରୁଷଣ୍ଢ ଗ୍ରାମରେ ବାହାର ରାଜ୍ୟରୁ ଆସି ଆଶ୍ରୟ ନେଇଥିବା ଲୋକଙ୍କ ପାଇଁ ବନ୍ତ ବ୍ଲକ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ…

6 years ago

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୫୦୦୦ ଟଙ୍କା ପ୍ରଦାନ

ଭଣ୍ଡାରିପୋଖରୀ,୨୮।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିଜୁ ଯୁବ ଜନତା ଦଳ ପକ୍ଷରୁ ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ସ୍ଥାନୀୟ ବିଡିଓ ଉମେଶ ଚନ୍ଦ୍ର ମଲିକଙ୍କ…

6 years ago

ଆମ୍ବୁଲାନ୍ସରେ ଯାତ୍ରୀ ବୋହି ଫଶିଲେ, ଡ୍ରାଇଭର ଗଣିଲେ ଜରିମାନା

ଭଦ୍ରକ ଅଫିସ, ୨୮ା୩: କରୋନାରୁ ରକ୍ଷା ପାଇବା ପାଇଁ ସାରା ଦେଶରେ ଏବେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ବସ୍‌, ଟ୍ରେନ୍‌, ଅଟୋ ସବୁ ବନ୍ଦ…

6 years ago

ତେଲେଙ୍ଗାନାରେ ଫସିଛନ୍ତି ୩ ଓଡ଼ିଆ ଶ୍ରମିକ

ବନ୍ତ,୨୮ା୩(ଡି.ଏନ୍‌.ଏ.)-କରୋନା ପାଇଁ ସମଗ୍ର ଦେଶ ଲକ୍‌ ଡାଉନ୍‌ ହୋଇଥିବା ବେଳେ ବିମାନ, ରେଳ ଓ ବସ ସେବା ବନ୍ଦ ରହିଛି ା ଫଳରେ ଦେଶ ଓ ରାଜ୍ୟ…

6 years ago

ସାନଭାଇ ନେଲା ବଡ଼ଭାଇ ଜୀବନ

ପଦ୍ମପୁର, ୨୮।୩(ଡି.ଏନ.ଏ.)-ଭଦ୍ରକ ଜିଲା ନାୟକାଣୀଡିହି ଥାନା ଅଞ୍ଚଳରେ ଶନିବାର ଭୋର ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଡ଼ ଭାଇ ବାହାରକୁ ଆସିବା ବେଳେ ତାଙ୍କ…

6 years ago

କାମ କରିବାକୁ ଯାଇ ପଶ୍ଚିମବଙ୍ଗରେ ଫସି ରହିଛନ୍ତି ଶ୍ରମିକ: ଘରକୁ ଫେରାଇ ନେବାକୁ ଜିଲାପାଳଙ୍କୁ ଅନୁରୋଧ

ଆରଡ଼ି,୨୮।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଓ ଧୁଷୁରୀ ଥାନା ଅନ୍ତର୍ଗତ ସୁନ୍ଦରପୁର ଗ୍ରାମର ୫ ଶ୍ରମିକ ଓ ଜଣେ ନାବାଳକ ପଶ୍ଚିମବଙ୍ଗ କାମ କରିବାକୁ ଯାଇ…

6 years ago