ଭଦ୍ରକ ଅଫିସ,୧୨।୩-ଏବେ ସବୁଠି ମୋଟରଯାନ ଆଇନ କଡ଼ାକଡ଼ି। ନିୟମ ଉଲ୍ଲଂଘନ କଲେ ଗଣିବାକୁ ପଡୁଛି ଜରିମାନା। ଏଥିସହ ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ରଦ୍ଦ କରିଦିଆଯାଉଛି। ଏହି ଆଇନ…
ବନ୍ତ, ୧୦ା୩(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ରାମଗଡ ମେଲଣରେ ୬୦ରୁ ଊର୍ଦ୍ଧ୍ୱ ସୁସଜ୍ଜିତ ବିମାନ ବିରାଜମାନ ହୋଇଛନ୍ତି। ମଙ୍ଗଳବାର ଭୋର ୪ଟାରେ ବାଣ ରୋଷଣୀ ସହିତ…
ବାସୁଦେବପୁର, ୯। ୩(ଡି.ଏନ.ଏ.)-ବାସୁଦେବପୁର ବ୍ଲକ ନୂଆଗଡ ଗ୍ରାମର ନିରଞ୍ଜନ ମଳିକ ନାମକ ବ୍ୟକ୍ତିଙ୍କୁ ତାଙ୍କର କେତେକ ପଡୋଶୀ ମରଣାନ୍ତକ ଆକ୍ରମଣ କରି ପିଟି ପିଟି ହତ୍ୟା କରିଛନ୍ତି।…
ଭଣ୍ଡାରିପୋଖରୀ, ୯ା୩(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀର ପୂର୍ବତନ ବିଧାୟକ ପୁରସ୍ତମ ସେଠୀଙ୍କ ସୋମବାର ସକାଳ ସାଢେ ୭ଟା ବେଳେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି ରୋଗରେ…
ଭଣ୍ଡାରିପୋଖରୀ, ୯ା୩(ଡ଼ି.ଏନ.ଏ.)-ଭଣ୍ଡାରିପୋଖରୀ ଥାନା ୧୬ନଂ. ଜାତୀୟ ରାଜପଥର ଡାହାଲା ଛକଠାରେ ସୋମବାର ପ୍ରତ୍ୟୁଷରେ ଏକ କାର ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। କାର୍ (ନଂ. ଓ୧୭ ଏଫ୍…
ଆରଡ଼ି,୯।୩(ଡି.ଏନ.ଏ.)-ସମାଜରେ ସୁସ୍ଥ ଲୋକଙ୍କ ପରି ଜୀବନ ବିତାଇବାକୁ ୨୦୧୭ରେ ବୈଦିକ ରୀତିରେ ବିବାହ କରିଥିଲେ। ୭ ମାସ ତଳେ ସେମାନଙ୍କ କୋଳ ମଣ୍ଡନ କରିଛି ଏକ ଶିଶୁପୁତ୍ର।…
ଭଦ୍ରକ ଅଫିସ,୭।୩: ଭଦ୍ରକ ଗ୍ରାମ୍ୟ ଉନ୍ନୟନ ବିଭାଗ(୨) ଅଧୀନ ସଦର ବ୍ଲକର ସରଗଡ଼ିଆ-ଚନ୍ଦନପୁର ରାସ୍ତାକାମ ନିମ୍ନମାନର ହେଉଥିବା ନେଇ ଅଭିଯୋଗ ଉଠିଥିଲା। ଏହି ନିମ୍ନମାନର ରାସ୍ତାକାର୍ଯ୍ୟକୁ ନେଇ…
ତିହିଡ଼ି,୭।୩(ଡି.ଏନ୍.ଏ.): ଭଦ୍ରକ-ଚାନ୍ଦବାଲି ରାସ୍ତାର ନନ୍ଦପୁର ବଜାରରେ ଏକ ଯାତ୍ରୀବାହୀ ବସ୍ରେ ଶନିବାର ନିଆଁ ଲାଗିଛି। ବ୍ୟାଟେରି ଜଳିଯିବାରୁ ଜଣେ ଯୁବତୀ ସାମାନ୍ୟ ଆହତ ହୋଇଛନ୍ତି। ତାଙ୍କୁ ତିହିଡ଼ି…
ବାସୁଦେବପୁର,୬।୩(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ସମିଆ ଗ୍ରାମରେ ୩ଟି ମୋବାଇଲ ଟାୱାର ବସାଇବା ନାଁରେ ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ସାମ୍ନାକୁ ଆସିଛି। ଟାୱାର…
ବନ୍ତ, ୬।୩(ସ୍ବ.ପ୍ର.): ଭଦ୍ରକ ଜିଲା ଚାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ନିର୍ମାଣ ପାଇଁ ସ୍ଥାନ ନିରୂପଣ ଦାବିରେ ଚକ୍ରାପାଢୀ ଗ୍ରାମବାସୀ ଗୁରୁବାରଠାରୁ ଅସ୍ଥାୟୀ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ…