ଭଦ୍ରକ ଅଫିସ,୧୪।୩- ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଞ୍ଚଳର ଲୋକଙ୍କୁ ଗୃହ ଯୋଗାଇ ଦିଆଯାଉଛି। ସମସ୍ତେ ଯେପରି ପକ୍କାଘର ପାଇପାରିବେ ସେ ନେଇ ପ୍ରୟାସ ଜାରି ରହିଛି। କିନ୍ତୁ…
ଭଦ୍ରକ ଅଫିସ, ୧୩।୩: ଆସନ୍ତା ଏପ୍ରିଲ ୨ରେ ରାମ ନବମୀ। ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଚଳିତବର୍ଷ ଆଡ଼ମ୍ବରରେ ଅନୁଷ୍ଠିତ ହେବ। ମହୋତ୍ସବ ପୂର୍ବରୁ ପ୍ରତିବର୍ଷ…
ପଦ୍ମପୁର,୧୩।୩(ଡି.ଏନ୍.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କେଦାରପୁର ଗ୍ରାମରେ ଶୁକ୍ରବାର ଦୁର୍ଘଟଣା ଘଟିଛି। ଦୁଇ ବାଇକ୍ ମୁହାଁମୁହିଁ ଧକ୍ତାରେ ଜଣେ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…
ପଦ୍ମପୁର,୧୩।୩(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିରସ ପଞ୍ଚାୟତ ତମ୍ବାଖଣ୍ଡି ଗ୍ରାମରେ ଜଣେ ଛାତ୍ରୀଙ୍କ ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ରଶ୍ମିତା ଘଡେଇ।…
ଧାମନଗର,୧୩।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ଥାନା ତାଳସିଠା ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ବନ୍ତ ବ୍ଲକ ସୁନାଗଡିଆ…
ଭଦ୍ରକ ଅଫିସ, ୧୩।୩- ଭଦ୍ରକ ଜିଲାର ବିଭିନ୍ନ ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ଚିକିତ୍ସାଳୟକୁ ମିଶାଇ ଜିଲାରେ ପ୍ରାୟ ୬୩ଟି ଡାକ୍ତରଖାନା ରହିଛି। ଯାହା ଉପରେ…
ତିହିଡ଼ି,୧୨।୩(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡି ଥାନା ଅଧୀନ କୋହ୍ଲ ଗ୍ରାମରୁ ନିଖୋଜ ହୋଇଥିବା ଜଣେ ଯୁବକଙ୍କ ମୃତଦେହକୁ ଗୁରୁବାର ପୂର୍ବାହ୍ନରେ ତିହିଡି ପୋଲିସ ଉଦ୍ଧାର କରିଛି। ପିରହାଟ…
ଭଦ୍ରକ ଅଫିସ,୧୨।୩-ଏବେ ସବୁଠି ମୋଟରଯାନ ଆଇନ କଡ଼ାକଡ଼ି। ନିୟମ ଉଲ୍ଲଂଘନ କଲେ ଗଣିବାକୁ ପଡୁଛି ଜରିମାନା। ଏଥିସହ ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ରଦ୍ଦ କରିଦିଆଯାଉଛି। ଏହି ଆଇନ…
ବନ୍ତ, ୧୦ା୩(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ରାମଗଡ ମେଲଣରେ ୬୦ରୁ ଊର୍ଦ୍ଧ୍ୱ ସୁସଜ୍ଜିତ ବିମାନ ବିରାଜମାନ ହୋଇଛନ୍ତି। ମଙ୍ଗଳବାର ଭୋର ୪ଟାରେ ବାଣ ରୋଷଣୀ ସହିତ…
ବାସୁଦେବପୁର, ୯। ୩(ଡି.ଏନ.ଏ.)-ବାସୁଦେବପୁର ବ୍ଲକ ନୂଆଗଡ ଗ୍ରାମର ନିରଞ୍ଜନ ମଳିକ ନାମକ ବ୍ୟକ୍ତିଙ୍କୁ ତାଙ୍କର କେତେକ ପଡୋଶୀ ମରଣାନ୍ତକ ଆକ୍ରମଣ କରି ପିଟି ପିଟି ହତ୍ୟା କରିଛନ୍ତି।…