ଭଦ୍ରକ

ଆବାସ ଯୋଜନାରେ ଦୁର୍ନୀତି ମାମଲା: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ

ପଦ୍ମପୁର,୮ା୧(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ରାଜଘରପୋଖରୀ ପଞ୍ଚାୟତର ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ଘଟଣାରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ ଚାକିରିରୁ ନିଲମ୍ବନ କରିଛନ୍ତି। ଏହି…

6 years ago

ଜବତ ଚାଉଳର ତଦନ୍ତ ଦାବି: ବ୍ଲକ କାର୍ଯ୍ୟାଳୟ ଘେରିଲା ଭାଜପା

ତିହିଡି,୭।୧(ଡି.ଏନ.ଏ.):ଭଦ୍ରକ ଜିଲା ତିହିଡି ବଜାରସ୍ଥିତ ଏକ ବ୍ୟକ୍ତିଗତ ଘର ସାମ୍ନାରୁ ଶନିବାର ସରକାରୀ ଚାଉଳ ଜବତ ହୋଇଥିଲା। ୨ଟି ଟ୍ରକରେ ବୋଝେଇ ହୋଇ ଚାଉଳ ରହିଥିବାବେଳେ ତହସିଲଦାର…

6 years ago

ବର୍ଷା ପରେ ବଢ଼ିଲା ଦୁର୍ଦ୍ଦଶା

ବନ୍ତ,୭।୧(ସ୍ବ.ପ୍ର.)-ଚଳିତବର୍ଷ ପ୍ରଥମେ ଫନୀ, ପରେ ବୁଲବୁଲ ଆଉ ଏବେ ଦାଉ ସାଧିଲା ବର୍ଷା। ଗତ ନଭେମ୍ବରରେ ବୁଲବୁଲ୍‌ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ ପର୍ଯ୍ୟନ୍ତ…

6 years ago

ରେଳଧାରଣା କଡ଼ରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ

ବନ୍ତ,୬।୧(ସ୍ବ.ପ୍ର.)- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ତ ବ୍ଲକ ଅଳଉତି ଗ୍ରାମର ଗତ ୪ ଦିନ ଧରି ନିଖୋଜ ଥିବା ଜଣେ ବୃଦ୍ଧାଙ୍କ ମୃତଦେହ ସୋମବାର କେନ୍ଦୁଆପଦା…

6 years ago

୫ ବର୍ଷ ବିତିଲା, ସମ୍ପୂର୍ଣ୍ଣ ହେଲାନି ପୋଲ

ବାସୁଦେବପୁର,୬।୧(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ବଳିବିନ୍ଧା ଗ୍ରାମଠାରୁ ଗମେଈ ନଦୀକୁ ସଂଯୋଗ କରୁଥିବା ମୋହନ ସାମଲ ନାଳ ଜଳ ନିଷ୍କାସନର ଏକ ପ୍ରମୁଖ ନାଳ। ଏହି…

6 years ago

ସୁଧୁରୁନି ଚରମ୍ପା ଷ୍ଟେଶନରୋଡ୍‌ ଟ୍ରାଫିକ ସମସ୍ୟା

ଭଦ୍ରକ ଅଫିସ,୬।୧-ଭଦ୍ରକ ଷ୍ଟେଶନରୁ ସହରକୁ ପ୍ରବେଶ ପଥ ଚରମ୍ପା ଷ୍ଟେଶନ ଫିଡର ରୋଡ୍‌ରେ ଟ୍ରାଫିକ ଜାମ୍‌ ସମସ୍ୟା ଯୋଗୁ ଯାତ୍ରୀମାନେ ଦୈନିକ ହଇରାଣ ହେଉଛନ୍ତି। ରାସ୍ତା ଜାମ୍‌…

6 years ago

ଖାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଧାମନଗର,୫।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ଅଧୀନ କାଞ୍ଜିଆପାଳ ଗ୍ରାମର ଏକ ପାଣି ଖାଲରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ…

6 years ago

ରାଣୀତାଲରେ ଦୁର୍ଘଟଣା, ଭିଡ଼ରେ ଫସିଲେ ମନ୍ତ୍ରୀ: ଗଳାପୋଲ ଦାବି ଜଣାଇଲେ ଆନ୍ଦୋଳନକାରୀ

ଭଦ୍ରକ ଅଫିସ, ୫।୧- ଭଦ୍ରକ ରାଣୀତାଲରେ ଗଳାପୋଲ ନିର୍ମାଣ ଦାବିରେ ଆନ୍ଦୋଳନ ଜାରି ରହିଛି। ଶନିବାର ଏହି ଆନ୍ଦୋଳନ ୧୨ ଦିନରେ ପହଞ୍ଚିଛି। ଏପରି ସ୍ଥିତିରେ ଶନିବାର…

6 years ago

ବର୍ଷାରେ ଭିଜିଲା ଅମଳ ଧାନ

ବନ୍ତ,୫।୧(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକରେ ଅଦିନିଆ ବର୍ଷା ଚାଷୀଙ୍କ ନିଦ ହଜାଇଛି। ଗତ ନଭେମ୍ବରରେ ବୁଲବୁଲ୍‌ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ ପର୍ଯ୍ୟନ୍ତ…

6 years ago

ଚାଉଳ ବୋଝେଇ ୨ ଟ୍ରକ୍‌ ଅଟକ

ତିହିଡ଼ି, ୪।୧(ଡି.ଏନ.ଏ.)- ଭଦ୍ରକରୁ ଚାଉଳ ବୋଝେଇ ହୋଇ ତିହିଡ଼ିକୁ ଆସିଥିବା ୨ଟି ଟ୍ରକ୍‌କୁ ସ୍ଥାନୀୟ ତହସିଲଦାର ଶନିବାର ଅପରାହ୍ନରେ ଅଟକ ରଖିଛନ୍ତି। ତହସିଲଦାର ରମେଶ ଚନ୍ଦ୍ର ପଣ୍ଡା,…

6 years ago